ବଲାଙ୍ଗୀର ତହସିଲ ଅଫିସ ମହିଳା କିରାଣୀ ଅସୁସ୍ଥ: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି

ବଲାଙ୍ଗୀର,୮।୪: ବଲାଙ୍ଗୀର ତହସିଲ ଅଫିସର ଜଣେ ମହିଳା କିରାଣି ମଙ୍ଗଳବାର ଅସୁସ୍ଥ ହୋଇ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ମହିଳା କର୍ମଚାରୀ ଜଣକ ମଙ୍ଗଳବାର ଅଫିସ ଭିତରେ ଚେତାଶୂନ୍ୟ ହୋଇ ପଡ଼ିଥିଲେ । ତହସିଲଦାର ଲଗ୍ନଜିତ ବେହେରା ଓ ଷ୍ଟାଫ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ସମ୍ପୃକ୍ତ ମହିଳା କର୍ମଚାରୀଙ୍କୁ ନେଇଥିଲେ। ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ମହିଳା ଓ୍ବାର୍ଡରେ ତାଙ୍କୁ ଭର୍ତ୍ତି କରାଯାଇଛି । କେଉଁ କାରଣରୁ ସେ ଅସୁସ୍ଥ ହୋଇ ପଡିଲେ ତାହା ଜଣାପଡିନାହିଁ। ତହସିଲଦାର ବେହେରାଙ୍କୁ ପଚାରିବାରୁ ଡାକ୍ତରୀ ରିପୋର୍ଟ ଆସିବା ପରେ ଅସୁସ୍ଥତାର କାରଣ ସ୍ପଷ୍ଟ ହେବ ବୋଲି କହିଛନ୍ତି। ମହିଳା କର୍ମଚାରୀଙ୍କ ଅସୁସ୍ଥତାର କାରଣ ଜଣାପଡ଼ି ନ ଥିଲେ ମଧ୍ୟ କର୍ମଚାରୀଙ୍କ ବିବାଦ କାରଣ ହୋଇପାରେ ବୋଲି ତହସିଲ ଅଫିସରେ ଚର୍ଚ୍ଚା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri