ସକାଳୁ ସକାଳୁ ଥରିଲା ବଲାଙ୍ଗୀର: ଲୋକେ ଭୟଭୀତ

ବଲାଙ୍ଗୀର, ୨।୫ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାରେ ଶନିବାର ଭୋର ସକାଳେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ପ୍ରାୟ ୪ଟା ୪୦ ମିନିଟ ସମୟରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଅଳ୍ପ ସମୟ ପାଇଁ ଘରର ଜିନିଷ ପତ୍ର ଥରି ଉଠିଥିଲା। ଲୋକେ ଶୋଇଥିଲେ। ତେବେ ଭୂମିକମ୍ପ ଝଟକା ଅନୁଭୂତ ହେବାରୁ ବହୁ ଲୋକ ଉଠି ପଡ଼ିଥିବା ଜଣାପଡ଼ିଛି। ଘରେ ଲାଗିଥିବା କାଚ ଲଗା ଡୋର୍‌ ଉଇଣ୍ଡୋ ବହୁ ଜୋର୍‌ ଆବାଜ ଦେଇଥିଲା। କିଛି ଦିନ ତଳେ ପଡ଼ୋଶୀ କଳାହାଣ୍ଡି ଜିଲାରେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଆଜି ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିବାରୁ ଲୋକେ ଭୟଭୀତ ହୋଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରୁ TMCକୁ ଶକ୍ତ ଝଟକା, କୋର୍ଟ କହିଲେ, ‘କେନ୍ଦ୍ରୀୟ କର୍ମଚାରୀଙ୍କୁ ବିଶ୍ୱାସ କରନ୍ତୁ’

ନୂଆଦିଲ୍ଲୀ,୨।୫: ଶନିବାର ସୁପ୍ରିମକୋର୍ଟରେ ନିର୍ବାଚନ କମିଶନଙ୍କ ବିରୋଧରେ ତୃଣମୂଳ କଂଗ୍ରେସ (TMC) ଦ୍ୱାରା ଦାୟର ଏକ ଆବେଦନର ଶୁଣାଣି ହୋଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ…

ଚାକିରି ରେଗୁଲାର କରାଇଦେବା ନାଁରେ ଚାହୁଁଥିଲେ ଯୌନ ସୁଖ: ରସିକିଆ ସମ୍ପାଦକ ବାବୁଙ୍କ ନାଁରେ ମାମଲା ରୁଜ୍ଜୁ

ଅତାବିରା,୨।୫(ଯୁଧିଷ୍ଠିର ମହାପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ନାଁରେ ଆସିଲା ଯୌନ କେଳେଙ୍କାରୀର ଅଭିଯୋଗ। ବରଗଡ଼ ଜିଲା ଅତାବିରା ଆରଏମସି ସମ୍ପାଦକ ଶଶାଙ୍କ ଶେଖର ସାହାଣି ନିଜ…

ନୃଶଂସ କାଣ୍ଡ: ପୁଅର ଶିଳପୁଆ ମାଡରେ ବାପର ମୃତ୍ୟୁ

ଆଠଗଡ,୨।୫(ସତ୍ୟ ପ୍ରସାଦ ରଥ): ଆଠଗଡ ଥାନା ଅନ୍ତର୍ଗତ ଜାଗିଆପଡା ଗ୍ରାମ ତଅଁଳା ସାହିରେ ଶନିବାର ସକାଳୁ ଘଟିଯାଇଛି ଅଘଟଣ।ନିଶାଶକ୍ତ ପୁଅ ବିଭୂତି ନାଏକ(୪୦)ର ଶିଳପୁଆ ମାଡରେ ବାପା…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଚିଡ଼ାଇବା ପଡ଼ିଲା ମହଙ୍ଗା: ଏହି କ୍ରିକେଟର୍‌ଙ୍କୁ ଦଣ୍ଡ ଦେଲା BCCI

ନୂଆଦିଲ୍ଲୀ,୨।୫: IPL 2026 ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ରାଜସ୍ଥାନର ଜୟପୁରର ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିବା ଏହି…

ଅଣ୍ଟା ଭାଙ୍ଗି ଖଟରେ ପଡ଼ିଛନ୍ତି ରୋଜଗାରିଆ ପୁଅ: ଅର୍ଥ ଅଭାବରୁ ଅଧାରେ ଚିକିତ୍ସା

ଥୁଆମୂଳ ରାମପୁର,୨।୫(ଦୁର୍ଗା କୀର୍ତ୍ତି): ବଡ଼ ବଡ଼ କମ୍ପାନୀର ବେପରୁଆ କାର୍ଯ୍ୟଶୈଳୀ କେମିତି ଜଣେ ଗରିବ ପରିବାରର ହସଖୁସି ଛଡ଼ାଇ ନିଏ, ତାହାର କରୁଣ ଚିତ୍ର ଦେଖିବାକୁ ମିଳିଛି…

ଦେଢବର୍ଷ ବିତିଗଲା,ସମ୍ପୂର୍ଣ୍ଣ ହୋଇପାରୁନି ଅଙ୍ଗନବାଡି କେନ୍ଦ୍ର: ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା

କେସିଙ୍ଗା,୨।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର କଛାରପଦର ଗ୍ରାମର ଅଙ୍ଗନବାଡି କେନ୍ଦ୍ର ଆଜିକୁ ଏକ ବର୍ଷ ୫ ମାସ ବିତିଗଲାଣି…

କାଳବୈଶାଖୀର କରାଳ ରୂପ: ଉଡ଼ିଗଲା ଗରିବଙ୍କ ଘରର ଛାତ, ଗଛ ପଡ଼ି ଗାଈ- ବାଛୁରୀର ମୃତ୍ୟୁ

ଥୁଆମୂଳ ରାମପୁର, ୨।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ୩୦ ତାରିଖ ରାତିରୁ ଆରମ୍ଭ କରି ୧ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ କାଳବୈଶାଖୀ…

ସିମନବାଡିରେ ବିଦ୍ୟୁତ ସେବା ଠପ୍‌: ଆସୁନି ଇଣ୍ଟରନେଟ, ଲୋକେ ହନ୍ତସନ୍ତ

ଦାରିଙ୍ଗବାଡି,୨।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡରେ ଗତ ୩ ଦିନ ହେଲା ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇପଡିଛି। ପ୍ରାୟ ୮ ପଞ୍ଚାୟତବାସୀ ଅନ୍ଧାରରେ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri