ବାଲେଶ୍ୱର-ଭଦ୍ରକ ଲୋକାଲ ଟ୍ରେନ ଭଡ଼ା କମିବ

ଭଦ୍ରକ,୨୧ା୧୨(ସନାତନ ରାଉତ): କୋଭିଡ୍‌ ସମୟରୁ ଓଡ଼ିଶାରେ ସମସ୍ତ ଲୋକାଲ ଟ୍ରେନ୍‌ରେ ଏକ୍ସପ୍ରେସ୍‌ ଭଡ଼ା ଲାଗୁ କରାଯାଇଥିଲା। ବାଲେଶ୍ୱରରୁ ଭଦ୍ରକ ଆସୁଥିବା ଲୋକାଲ ଟ୍ରେନ୍‌ରେ ୨୦ ଟଙ୍କା ଭଡ଼ା ନିଆଯାଉଥିବା ବେଳେ ଭଦ୍ରକରୁ ବାଲେଶ୍ୱର ଯାଉଥିବା ଯାତ୍ରୀଙ୍କଠାରୁ ୪୦ ଟଙ୍କା ଭଡ଼ା ନିଆଯାଉଥିଲା।

ଏହାର ପ୍ରତିବାଦରେ ଭଦ୍ରକ ଜିଲା ସର୍ବୋଦୟ ମଣ୍ଡଳ ପକ୍ଷରୁ ସଭାପତି ଅମର କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ଇଷ୍ଟକୋଷ୍ଟ ରେଲୱେ ଡିଭିଜନ ମ୍ୟାନେଜରଙ୍କ ନିକଟରେ ବାରମ୍ବାର ଅଭିଯୋଗ କରାଯାଇଥିଲା। ଏହା ଉପରେ ରେଳ ବିଭାଗ ବିଚାର କରି ଶୁକ୍ରବାରଠାରୁ ଭଦ୍ରକରୁ ବାଲେଶ୍ୱର ଲୋକାଲ ଭଡ଼ା ୨୦ ଟଙ୍କା ନିଆଯିବାକୁ ସ୍ଥିର କରାଯାଇଛି।

ଇଷ୍ଟକୋଷ୍ଟ ରେଲୱେ ପ୍ରିନ୍ସିପାଲ ଚିଫ୍‌ କମର୍ସିଆଲ ମ୍ୟାନେଜର ଅଶ୍ୱିନୀ କୁମାର ଗୁରୁବାର ଖୋର୍ଦ୍ଧା ଡିଭିଜନାଲ କମର୍ସିଆଲ ମ୍ୟାନେଜରଙ୍କୁ ଚିଠି ମାଧ୍ୟମରେ ଜଣାଇଛନ୍ତି। ଏହି ଚିଠିର ଏକ ନକଲ ସର୍ବୋଦୟ ମଣ୍ଡଳ ଭଦ୍ରକ ସଭାପତିଙ୍କୁ ମଧ୍ୟ ପ୍ରେରଣ କରାଯାଇଛି। ଏହି ନିଷ୍ପତ୍ତି ପରେ ସର୍ବୋଦୟ ମଣ୍ଡଳ ପାଣିଗ୍ରାହୀ ଇଷ୍ଟକୋଷ୍ଟ ରେଲୱେ ଜେନେରାଲ ମ୍ୟାନେଜର ଓ ଡିଆର୍‌ଏମ୍‌ଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri