ବାଲେଶ୍ବର FM ଛାତ୍ରୀ ଆତ୍ମାହୁତି ଘଟଣା: ଯିଏ ଉଦ୍ଧାର କରିଥିଲେ ତାଙ୍କୁ ବାନ୍ଧିଲା ପୋଲିସ

ବାଲେଶ୍ୱର,୪।୮: ବାଲେଶ୍ବର FM ଛାତ୍ରୀ ଆତ୍ମାହୁତି ଘଟଣାରେ ୨ ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ଜଣେ ଛାତ୍ର ଓ ଜଣେ ଅଣଛାତ୍ର ରହିଛନ୍ତି। ସେମାନେ ହେଲେ ଛାତ୍ରୀଙ୍କୁ ଉଦ୍ଧାର କରିଥିବା ଜ୍ୟୋତି ପ୍ରକାଶ ବିଶ୍ବାଳ ଓ ଶୁଭ୍ର ସମ୍ବିତ ନାୟକ। ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇ ୧୫ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ଫଳରେ ଏହି ଘଟଣାରେ ମୋଟ ଗିରଫଦାରୀ ସଂଖ୍ୟା ୪ରେ ପହଞ୍ଚିଛି।
ସୂଚନାଯୋଗ୍ୟ, ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ (ଏଚଓଡି) ତଥା ଅଧ୍ୟାପକ ସମୀର କୁମାର ସାହୁଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇଥିବା ଜଣେ ଛାତ୍ରୀ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ। ତାଙ୍କୁ ଜ୍ୟୋତି ପ୍ରକାଶ ବିଶ୍ୱାଳ ଉଦ୍ଧାର କରିଥିଲେ। ଜ୍ୟୋତି ମଧ୍ୟ ନିଆଁରେ କିଛି ପୋଡ଼ି ଯାଇ ଚିକିତ୍ସିତ ହେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri