ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା, ନବୀନଙ୍କୁ ପଠାଇଲେ ଇସ୍ତଫାପତ୍ର

ବାଲେଶ୍ୱର, ୧୧।୩:(ବାଞ୍ଛାନିଧି ଦେ) ବାଲେଶ୍ୱରରେ ଭୁଶୁଡୁଛି ବିଜେଡି ଗଡ଼। ଜଣଙ୍କ ପରେ ଜଣେ ଛାଡୁଛନ୍ତି ଦଳ। ଏବେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା ସୁନୀତା ବେହେରା ବିଜେଡି ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ନେଇ ସୁନୀତା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଇସ୍ତଫାପତ୍ର ପଠାଇଛନ୍ତି। ଗତକାଲି ପୂର୍ବତନ ଏମ୍‌ପି ରବୀନ୍ଦ୍ର ଜେନା, ବସ୍ତା ବ୍ଲକ ଅଧ୍ୟକ୍ଷା ବିଜେଡି ଛାଡ଼ିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିତୁ ମୁଣ୍ଡା ଘଟଣାରେ ମୁହଁ ଖୋଲିଲେ ନବୀନ: କହିଲେ ମୁଁ ବଞ୍ଚିଥିବା ଯାଏ…

ଭୁବନେଶ୍ୱର,୩୦।୪: କେନ୍ଦୁଝର କଙ୍କାଳ ଘଟଣାକୁ ନେଇ ବର୍ଷିଲେ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ମାଟି ତଳୁ କଙ୍କାଳ କାଢ଼ି ପ୍ରମାଣ ଦେବା…

ସ୍ବତନ୍ତ୍ର ଅଧିବେଶନରେ ବର୍ଷିଲେ ମୁଖ୍ୟମନ୍ତ୍ରୀ: ରାଷ୍ଟ୍ରପତି-କେନ୍ଦ୍ର ଅର୍ଥମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀଙ୍କ ଉଦାହରଣ ଦେଇ କହିଲେ…

ଭୁବନେଶ୍ୱର,୩୦ା୪: ବିଧାନସଭା ସ୍ବତନ୍ତ୍ର ଅଧିବେଶନରେ ପ୍ରବଳ ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କୁ ଉଚିତ୍‌ ନ୍ୟାୟ ଦେବାରେ ଅବହେଳା କରାଯାଇଛି। ଆଲୋଚନାକୁ ଆଗେଇ…

ବଢୁଛି କିଡନୀ ରୋଗ: ୪ ଦିନରେ ଗଲାଣି ଏତିକି ଜଣଙ୍କ ଜୀବନ

ଅମରପାଲି, ୩୦।୪ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ଓ ଦୁର୍ଜନତୈଲା ପଞ୍ଚାୟତ ଅଞ୍ଚଳରେ କିଡନୀ ରୋଗ ଏବେ ମହାମାରୀ ଭଳି…

ଦୁଇ ଟ୍ରକ୍‌ ମୁହାଁମୁହିଁ ପରେ ଲାଗିଲା ନିଆଁ: ଜିଅନ୍ତା ଜଳିଗଲେ ଚାଳକ

ହେମଗିର,୩୦ା୪(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାସ୍ଥିତ ଗୋପାଳପୁର ଡିବିଏଲ କମ୍ପାନୀ ସମ୍ମୁଖରେ ଦୁଇଟି ଟ୍ରକ୍‌ ମୁହାଁମୁହିଁ ହେବାରୁ ନିଆଁ ଲାଗିଯାଇଥିଲା। ଫଳରେ ଟ୍ରକ୍‌ ଚାଳକ ନିଆଁରେ ପୋଡ଼ି ହୋଇ…

‘ପାକିସ୍ତାନ ଯିବୁ ନାହିଁ’, ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ କାହିଁକି ଏଭଳି କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩୦ା୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ କମ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ କଠୋର ଆଭିମୁଖ୍ୟ ଗ୍ରହଣ…

ଇରାନର ନୂଆ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ, କହିଲେ…

ଓ୍ବାଶିଂଟନ୍‌,୩୦।୪: ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ପୁଣିଥରେ ସ୍ଥଗିତ ରହିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ନୂତନ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ସେ କହିଛନ୍ତି…

ଶେଷ ପର୍ଯ୍ୟାୟରେ ମା’ ରାମଚଣ୍ଡୀ ମନ୍ଦିରର ନବୀକରଣ କାର୍ଯ୍ୟ: ଏମ୍‌ପି-ବିଧାୟକ ସମୀକ୍ଷା କରି କହିଲେ…

ମହାକାଳପଡ଼ା,୩୦ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମା’ ରାମଚଣ୍ଡୀ ମନ୍ଦିର ନବୀକରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଏମ୍‌ପି…

କାଜୁ ବଗିଚାରେ ପଡ଼ିଛି ଦନ୍ତାହାତୀର ମୃତଦେହ, ବନବିଭାଗର ତଦନ୍ତ ଆରମ୍ଭ

ବଲାଙ୍ଗୀର,୩୦।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଚାନୁଟମାଲ ଗାଁର ଏକ କାଜୁ ବଗିଚାରେ ଗୋଟିଏ ଦନ୍ତାହାତୀର ମୃତଦେହ ପଡିଥିବାର ଦେଖିବାକୁ ମିଳିଛି। ବନ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri