ବାଲେଶ୍ୱରରେ କର୍ଫ୍ୟୁ କୋହଳ, ସ୍ଥିତିରେ ଆସୁଛି ସୁଧାର

ବାଲେଶ୍ୱର,୨୦ା୬(ମାନସ ବିଶ୍ୱାଳ): ବାଲେଶ୍ବର ସହରର ଭୁଜାଖିଆପିରସ୍ଥିତ ଏକ ସରକାରୀ ପାଣି ନାଳରେ ନାଲି ରଙ୍ଗପାଣି ପ୍ରବାହ ପ୍ରସଙ୍ଗକୁ ନେଇ ଗତ ସୋମବାର ସୃଷ୍ଟି ହୋଇଥିବା ଗୋଷ୍ଠୀ ସଂଘର୍ଷ ପୋଲିସ ପ୍ରଶାସନ ଓ ଜନ ପ୍ରତିନିଧିଙ୍କ ଉଦ୍ୟମରୁ ଆପାତତଃ ଏବେ ନିୟନ୍ତ୍ରଣାଧୀନ ରହିଛି। ସହରରେ କର୍ଫ୍ୟୁ ଗୁରୁବାର ସକାଳ ୭ଟା ପର୍ଯ୍ୟନ୍ତ ବଳବତ୍ତର ଥିବାବେଳେ ସକାଳ ୭ରୁ ୧୧ଟା ପର୍ଯ୍ୟନ୍ତ କୋହଳ କରାଯାଇଛି। ସହରବାସୀ ଅତ୍ୟାବଶ୍ୟକୀୟ ଜିନିଷ ଯଥା ପନିପରିବା, ରାଶନ, କ୍ଷୀର ଓ ଅନ୍ୟାନ୍ୟ ଜିନିଷ କିଣିବାରେ ଭିଡ଼ ଜମାଇଥିବାର ଦେଖିବାକୁ ମିଳିଛି। ସ୍କୁଲ କଲେଜ ଆହୁରି ଦୁଇଦିନ ପର୍ଯ୍ୟନ୍ତ ବନ୍ଦ ରହିବ। ଅତ୍ୟବଶ୍ୟକୀୟ ସାମଗ୍ରୀ ପାଇଁ ସହରର କେତେକ ଅଞ୍ଚଳରେ ଦୋକାନ ବଜାର ଖୋଲା କରାଯିବାର ପ୍ରଶାସନ ପକ୍ଷରୁ କୁହାଯାଇଛି। ଗତ ଦୁଇଦିନ ଭିତରେ କୌଣସି ଗଣ୍ଡଗଳ ହୋଇ ନ ଥିବା ବେଳେ ସନ୍ଧ୍ୟା ଓ ସକାଳ ସମୟରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଅତିଷ୍ଠ କରୁଥିବାର ବୁଦ୍ଧିଜୀବୀ ମହଲରେ ଅଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି! D ଏରିଆରେ ପ୍ରବେଶ କଲେ ୩ ସନ୍ଦିଗ୍ଧ

ମୋତିହାରୀ,୧୮।୭: ମୋତିହାରୀର ଗାନ୍ଧୀ ମଇଦାନରେ ଶୁକ୍ରବାର ଆୟୋଜିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲି ସମୟରେ କଡ଼ା ସୁରକ୍ଷା ମଧ୍ୟରେ, ସନ୍ଦେହଜନକ ପରିସ୍ଥିତିରେ ତିନି ଜଣ ବ୍ୟକ୍ତି...

ଇନ୍‌କମ୍‌ ଟ୍ୟାକ୍ସ ଦେବା ଏବେ ଆହୁରି ହେଲା ସହଜ, ଅନ୍‌ଲାଇନ୍‌ରେ ଏମିତି ପୂରଣ କରିପାରିବେ ITR-2 ଫର୍ମ

ନୂଆଦିଲ୍ଲୀ,୧୮ା୭: ଆୟକର ବିଭାଗ ୧୮ ଜୁଲାଇ ୨୦୨୫ରୁ ଅନ୍‌ଲାଇନ୍‌ରେ ITR-୨ ଫର୍ମ ଦାଖଲ କରିବାର ସୁବିଧା ଆରମ୍ଭ କରିଛି। ଏବେ ଯେଉଁ ବେତନଭୋଗୀ କରଦାତାମାନଙ୍କର ପୁଞ୍ଜି...

ସୌମ୍ୟାଶୀଙ୍କ ମୃତ୍ୟୁ ଘଟଣା: ପୁଣି ବଡ଼ ଘୋଷଣା କରିଦେଲେ ଭକ୍ତ, ହେବ…

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡି ଆରଡିସି ସ୍ତରୀୟ ବିକ୍ଷୋଭ ପାଇଁ ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଫ୍‌ଏମ୍‌...

ଶ୍ରାବଣ ମାସରେ KFC ବନ୍ଦ, ହିନ୍ଦୁ ସଂଗଠନର କଡା ଚେତାବନୀ

ଗାଜିଆବାଦ,୧୮।୭: ଉତ୍ତରପ୍ରଦେଶର ଗାଜିଆବାଦର ବସୁନ୍ଧରା ଅଞ୍ଚଳରେ ଶୁକ୍ରବାର ହିନ୍ଦୁ ରକ୍ଷା ଦଳର ସଦସ୍ୟମାନେ ଶ୍ରାବଣ ମାସ ଓ କାଉଡିଆ ଯାତ୍ରା ଚାଲିଥିବା ବେଳେ ଦୁଇଟି ଲୋକପ୍ରିୟ...

କ୍ଲାସ୍‌ ଚାଲିଥିବାବେଳେ ଇଞ୍ଜିନିୟରିଂ କଲେଜରେ ଲାଗିଲା ନିଆଁ: ୬୦ରୁ ଅଧିକ ଛାତ୍ରୀଛାତ୍ର…

ଭୁବନେଶ୍ୱର,୧୮ା୭: ରାଜଧାନୀର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଶୁକ୍ରବାର ପୂର୍ବାହ୍ନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ଅଗ୍ନିକାଣ୍ଡ ପରେ ୬୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ...

FM କଲେଜ ଛାତ୍ର ମୃତ୍ୟୁ ଘଟଣା: ପୁଣି ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ। କଟକ, ସମ୍ବଲପୁର, ବ୍ରହ୍ମପୁର ଆରଡିସି ଜୋନରେ ବିକ୍ଷୋପ କରିବ ବୋଲି ବିଜେଡି ନିଷ୍ପତ୍ତି ନେଇଛି।...

ଗୋଟିଏ ଯୁବତୀଙ୍କୁ ବିବାହ କଲେ ୨ ଭାଇ: ଏହି ଜିଲାର ପରମ୍ପରା ବିଷୟରେ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମହାଭାରତ ଯୁଗରେ ଦ୍ରୌପଦୀ ପାଞ୍ଚ ଭାଇଙ୍କୁ ବିବାହ କରିଥିଲେ ଏବଂ ସେ ପାଞ୍ଚ ଭାଇଙ୍କ ସହିତ ସମୟ ବିତାଉଥିଲେ। କିନ୍ତୁ ଆଜିର ସମୟରେ, ଯଦି କେହି...

କୋରମ ଅଭାବରୁ ଆରମ୍ଭ ହୋଇପାରୁନି ଜିଲାପରିଷଦ ବୈଠକ, ୧୯ ସଭ୍ୟ ଅନୁପସ୍ଥିତ

ନୟାଗଡ଼,୧୮ା୭(ଲୋକନାଥ ମିଶ୍ର): କୋରମ ଅଭାବରୁ ଆରମ୍ଭ ହୋଇପାରୁନି ନୟାଗଡ଼ ଦଶମ ଜିଲା ପରିଷଦ ବୈଠକ। ୨୨ ଜିଲା ପରିଷଦ ସଭ୍ୟ ମଧରୁ ୧୯ ସଭ୍ୟ ଅନୁପସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri