କେନ୍ଦୁଝର, ୧୮ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରର ମାଇନିଂ ରୋଡସ୍ଥିତ ନିର୍ମଳା କନଭେଣ୍ଟ ସ୍କୁଲ ପରିସରରେ ସିଆଇଏସ୍ସିଇ ତରଫରୁ ରାଜ୍ୟସ୍ତରୀୟ ଖୋ-ଖୋ ଏବଂ ଟାଏକୋଣ୍ଡୋ ପ୍ରତିଯୋଗିତା ଶନିବାର ଉଦ୍ଯାପିତ ହୋଇଛି। ୭ ଜୋନ୍ର ୨୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ଏଥିରେ ଅଂଶଗ୍ରହଣ କରିଥିଲେ। ୧୪ ବର୍ଷରୁ କମ୍,୧୭ ବର୍ଷରୁ କମ୍ ଏବଂ ୧୯ ବର୍ଷରୁ କମ୍ ଏହିପରି ୩ଟି ବର୍ଗରେ ଖୋ-ଖୋ ଖେଳରେ କେବଳ ଛାତ୍ରମାନେ ଅଂଶଗ୍ରହଣ କରିଥିଲେ। ୩ଟି ଯାକ ବୟସ ବର୍ଗରେ ବାଲେଶ୍ୱର ଚାମ୍ପିୟନ ଆଖ୍ୟା ଅର୍ଜନ କରିଥିଲା। ଟାଏକୋଣ୍ଡୋ ପ୍ରତିଯୋଗିତାରେ ଉକ୍ତ ୩ଟି ବର୍ଗରେ ଉଭୟ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ।
Posted inHome Left, ଆମ ଜିଲା ଖବର, କେନ୍ଦୁଝର View All
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ
ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...
RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ
ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...
ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...
ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...
ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି
ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...
ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ
ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...
ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ
ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...
Archives


