Posted inରାଜ୍ୟ

ବାଲେଶ୍ୱର-ତିର୍ତ୍ତୋଲ ବିଧାନସଭା କାଉଣ୍ଟଡାଉନ୍‌: ଆଗରେ ଶଙ୍ଖ, ପଛରେ ପଡ଼ିଛି ପଦ୍ମ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଗଣତି ଜାରି ରହିଛି। ଉଭୟ ଆସନରେ ଭାଜପାକୁ ପଛରେ ପକାଇଛି ବିଜେଡି। ତିର୍ତ୍ତୋଲ ବିଧାନସଭାରେ ୧୬ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୨୪,୬୯୭ ଭୋଟରେ ଆଗୁଆ ରହିଛି। ସେହିଭଳି ବାଲେଶ୍ୱର ବିଧାନସଭାରେ ୧୫ ରାଉଣ୍ଡ ଶେଷ ସୁଦ୍ଧା ବିଜେଡତି ୬୨୫୧ ଭୋଟରେ ଆଗୁଆ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୫୫ ନମ୍ବର ଜାତୀୟ ରାଜପଥ ଅବରୋଧ

ଢେଙ୍କାନାଳ ଅଫିସ, ୧୩।୭: ଢେଙ୍କାନାଳ ସହର କଲେଜ ବାଇପାସଠାରେ ୫୫ ନମ୍ବର ଜାତୀୟ ରାଜପଥକୁ ବୁଧବାର ସକାଳେ ଅଞ୍ଚଳବାସୀ ଅବରୋଧ କରିଛନ୍ତି। ୫୫ ନମ୍ବର ଜାତୀୟ...

କେନ୍ଦୁଝରରେ ଅଦିନିଆ ବର୍ଷା

କେନ୍ଦୁଝର,୩୦ା୧(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ପୂର୍ବାହ୍ନରେ ଅଦିନିଆ ବର୍ଷା ସାଙ୍ଗକୁ ପବନ ଓ କୁଆପଥର ମାଡ଼ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି।...

ଅନିଶ୍ଚିତତାରେ ସୁବର୍ଣ୍ଣରେଖା ବନ୍ଦର

ଭୋଗରାଇ, ୧୭ା୧୦: ୨୦୦୬ ଡିସେମ୍ବର ୧୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଗରାଇ ଥାନାଛକଠାରେ ଏକ ସଭାରେ ସମ୍ବୋଧିତ କରି ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ମୁହାଣ ଭୋଗରାଇର...

ଏଣିକି ଫାଣ୍ଡି ଦାୟିତ୍ୱରେ ରହିବେ ଏସ୍‌ଆଇ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱରେ ଏଣିକି ସବ-ଇନ୍ସପେକ୍ଟର (ଏସ୍‌ଆଇ)ମାନେ ରହିବେ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ପୂର୍ବରୁ...

ଫାଷ୍ଟ ଫୁଡ୍‌ ଦୋକାନ ଆଳରେ ବନ୍ୟପ୍ରାଣୀଙ୍କ ଚମଡ଼ା ବିକ୍ରି

ଭୁବନେଶ୍ୱର,(ବ୍ୟୁରୋ)/ବୌଦ୍ଧ,୨୦ା୩(ସ୍ବ.ପ୍ର.):ଫାଷ୍ଟଫୁଡ୍‌ ଦୋକାନ ଆଳରେ ଚଳାଇଥିଲେ ବନ୍ୟପ୍ରାଣୀଙ୍କ ଚମଡ଼ା ବିକ୍ରି କାରବାର। ଖବର ପାଇ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌)ରବିବାର ରାତିରେ ବୌଦ୍ଧ ଜିଲା ହରଭଙ୍ଗା...

ଦୁବାଇରୁ ଓଡ଼ିଶା ଯାଏ ଚାଲିଛି ଆଇପିଏଲ୍‌ ବେଟିଂ

ଝାରସୁଗୁଡ଼ା ଅଫିସ,୨୩ା୯: ଦୁବାଇରେ ଆଇପିଏଲ୍‌ କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ପୂରା ଦେଶରେ ସକ୍ରିୟ ହୋଇ ଉଠିଛି ବେଟିଂ ର଼୍ୟାକେଟ୍‌। ଝାରସୁଗୁଡ଼ାରେ ଏହାର ଲିଙ୍କ୍‌ ଉନ୍ମୋଚନ କରିବାରେ...

ଉଦୟପୁରରେ କଙ୍ଗାରୁ କୋର୍ଟ

ନୟାଗଡ଼ ଅଫିସ,୨୧ା୧୧: ନୟାଗଡ଼ ସଦର ଥାନା ଅଧୀନ ଦୁର୍ଦ୍ଦୁରା ପଞ୍ଚାୟତର ଉଦୟପୁର ଗାଁରେ କଙ୍ଗାରୁ କୋର୍ଟର ଜୁଲମ ସଂକ୍ରାନ୍ତରେ ଥାନାରେ ଅଭିଯୋଗ ହୋଇଛି। ଗାଁରେ ଖଟ...

କମିବାର ନାଁ ନେଉନି: ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୨୧ ରେ ପହଞ୍ଚିଥିବା...

Advertisement
Archives

Model This Week