ଫେରାର ବାଲେଶ୍ୱର ଟାଉନ ଥାନା ଆଇଆଇସି

ବାଲେଶର ଅଫିସ,୪।୭: ବାଲେଶ୍ୱର ଟାଉନ ଥାନା ଅଧିକାରିଣୀ ସରୋଜିନୀ ନାୟକ ଗତ ୧ରୁ ଫେରାର ଥିବା ଅଭିଯୋଗ ହୋଇଛି। ତାଙ୍କୁ ଫୋନ କଲେ ଫୋନ ଉଠାଉନାହାନ୍ତି। ଏପରିକି ଅନେକ ସମୟରେ ତାଙ୍କ ମୋବାଇଲ ବନ୍ଦ ଥିବା ନେଇ ସୂଚନା ଦେଇଛନ୍ତି ବାଲେଶ୍ୱର ଭିଜିଲାନ୍ସ ଏସ୍‌ପି। କିନ୍ତୁ ଶୁକ୍ରବାର ମଧ୍ୟାହ୍ନ ୧ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସରୋଜିନୀ ଥାନାରେ ରହିଥିବା ବେଳେ ହଠାତ୍‌ କୁଆଡେ ଚାଲିଯାଇଥିଲେ। ଏନେଇ ଥାନାର କୌଣସି କର୍ମଚାରୀଙ୍କ ପାଖରେ ମଧ୍ୟ ଖବର ନ ଥିବା ଜଣାପଡ଼ିଛି। ସନ୍ଧ୍ୟା ୮ଟାରେ ଭିଜିଲାନ୍ସର ଏକ ଟିମ୍‌ ଥାନାରେ ପହଞ୍ଚି ଆଇଆଇସିଙ୍କୁ ଖୋଜିବା ପରେ ତାଙ୍କ ନିଖୋଜ ନେଇ ସନ୍ଦେହ ବଢ଼ିଥିଲା। ତେବେ ଆଇଆଇସି କେଉଁଠି, ତାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଗତ ୧ ତାରିଖରେ ଏକ ଜମିଜମା ବିବାଦର ସମାଧନ ପାଇଁ ବାଲେଶ୍ୱର ଟାଉନ ଥାନା ସବ୍‌ ଇନ୍ସପେକ୍ଟର ବିମଳ କର ଜଣେ ଦଲାଲଙ୍କଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ। ଏହି ଘଟଣାରେ ଉଭୟ ଗିରଫ ହୋଇ ଜେଲ୍‌ ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ…

ବୈତରଣୀ ନଦୀରେ ପକାଇଥିଲେ ଜାଲ, ପଡ଼ିଲା ୨୨୦ କେଜି ଓଜନର ବିଶାଳ ମାଛ

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମର ରୁଗୁଡ଼ିଭାଡ଼ି ସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ଏକ ବଡ଼ଧରଣର…

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

ସଫା ହୋଇନାହିଁ ଘୋଡ଼ାହାଡ଼ ଡ୍ୟାମ ଶାଖା କେନାଲ: ଖରିଫ ଚାଷ ପାଇଁ ମିଳୁନି ପାଣି, ଆନ୍ଦୋଳନ ପାଇଁ…

ଦିଗପହଣ୍ଡି, ,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟର ପ୍ରଶାସନିକ ଅବହେଳା କାରଣରୁ ଅଞ୍ଚଳର ଚାଷୀମାନେ ଗଭୀର ସମସ୍ୟାର ସମ୍ମୁଖୀନ…

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri