ବାଲେଶ୍ୱର ଜିଲାପାଳଙ୍କୁ ଏସଆର୍‌ସି କ୍ଷମତା

ବାଲେଶ୍ୱର ଅଫିସ ୨୧।୮: ରାଜ୍ୟରେ ବନ୍ୟା ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିଛନ୍ତି । ବାଲେଶ୍ୱର ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ଏସଆର୍‌ସି କ୍ଷମତା ପ୍ରଦାନ କରିଛନ୍ତି। ଆଗକୁ ବାଲେଶ୍ବର ଜିଲାରେ ବଡ଼ ଧରଣର ବନ୍ୟା ହେବା ନେଇ ଆଶଙ୍କା କରାଯାଉଛି । ସୁବର୍ଣ୍ଣରେଖା ନଦୀରେ ବଡ଼ ଧରଣର ବନ୍ୟା ଆସିବା ନେଇ ଏସଆର୍‌ସି ପ୍ରଦୀପ ଜେନା କହିଛନ୍ତି । ଆଉ ବନ୍ୟା ଆସିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଜିଲାପାଳଙ୍କୁ ଏସଆରସି କ୍ଷମତା ଦେଇଛନ୍ତି । ଏପରି ସମୟରେ ଅବଶ୍ୟକ ପଡ଼ିଲେ ଉଦ୍ଧାର ପାଇଁ ସ୍ବତନ୍ତ୍ର ହେଲିକପ୍ଟର ବ୍ୟବହାର କରିବାକୁ ନିର୍ଦ୍ଦଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଫଳତାର ସହ ମହିଳାଙ୍କ କହୁଣି ପ୍ରତିରୋପଣ

ଜଟଣୀ,୧୬ା୪(ଡି.ଏନ.ଏ.): ଜଟଣୀସ୍ଥିତ ରେଲୱେ ମେଡିକାଲରେ ଜଣେ ୬୦ ବର୍ଷୀୟା ବୃଦ୍ଧାଙ୍କ ଭାଙ୍ଗି ଯାଇଥିବା ବାମ ହାତ କହୁଣି ସଫଳତାର ସହ ଅସ୍ତ୍ରୋପଚାର ଦ୍ୱାରା ପୟତିରୋପଣ କରାଯାଇଛି।...

ପ୍ରସ୍ତାବିତ ପ୍ରକଳ୍ପକୁ ବିରୋଧ କଲେ ପଞ୍ଚାୟତବାସୀ

ଝାରସୁଗୁଡ଼ା ଅଫିସ,୧୮ା୧୦: ଝାରସୁଗୁଡ଼ା ଜିଲା କୋଲାବିରା ତହସିଲ ଅନ୍ତର୍ଗତ ପରମାଣପୁର ପଞ୍ଚାୟତ କାଲିବାହାଲ ଗ୍ରାମ ନିକଟରେ ଏକ କେମିକାଲ ପ୍ରକଳ୍ପ ପ୍ରତିଷ୍ଠା ହେବାକୁ ଯାଉଛି। ଏନେଇ...

ଟ୍ରେନ୍‌ ଲାଇନ୍‌ ଉଡ଼ାଇଲେ ମାଓବାଦୀ

ରାଉରକେଲା ଅଫିସ,୨୬।୪: ବିସ୍ଫୋରଣ କରି ଟ୍ରେନ୍‌ ଲାଇନ ଉଡ଼ାଇ ଦେଇଛନ୍ତି ମାଓବାଦୀ। ରବିବାର ବିଳମ୍ବିତ ରାତିରେ ମାଓବାଦୀମାନେ ଝାଡ଼ଖଣ୍ଡ ସୀମା ଚକ୍ରଧରପୁର ଲୋଟା ପାହାଡ଼ ନିକଟରେ...

ଆରସିରୋଡରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ଭଞ୍ଜନଗର,୧୭।୭(ଡି.ଏନ.ଏ) -ଭଞ୍ଜନଗର ସହର ଆର୍‌ସିରୋଡ଼କୁ ଅଧିକାଂଶ ଲୋକେ ବର୍ଷବର୍ଷ ଧରି ଜବରଦଖଲ କରି ରଖିଥିଲେ। ଫଳରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଥିଲା। ବିଭିନ୍ନ ସମୟରେ ଜବରଦଖଲ...

ସ୍କୁଲ ଭ୍ୟାନ୍‌ରେ ଲାଗିଲା ନିଆଁ

ସୋନପୁର,୯ା୫(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବିନିକା ସହର କଲେଜ ଛକଠାରେ ଏକ ସ୍କୁଲ ଭ୍ୟାନ୍‌ରେ ନିଆଁ ଲାଗି ଯାଇଥିଲା। ସୌଭାଗ୍ୟବଶତଃ ଛାତ୍ରୀଛାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସ୍ଥାନୀୟ...

ବିଲୁପ୍ତ ହେବାକୁ ବସିଲାଣି କୁଣ୍ଡି ନଦୀ

ତିହିଡ଼ି,୧୮ା୩(ସ୍ବ.ପ୍ର.)- ନଦୀ ଏକ, ନାମ ଏକାଧିକ । ଏପରି ଏକ ନଦୀ ହେଲା କୁଣ୍ଡି ନଦୀ। ଭିନ୍ନ ଭିନ୍ନ ସ୍ଥାନରେ ଲୋକେ ଏହାକୁ ଚୂଡ଼ାଖିଆ, ଗୁପ୍ତଗଙ୍ଗା,...

ଅନିର୍ଦ୍ଦିଷ୍ଟ କାଳ ପାଇଁ ଚକା ଜାମ୍‌ ଆନ୍ଦୋଳନ

ସୁନ୍ଦରଗଡ଼,୧୮ା୯(ଡି.ଏନ୍‌.ଏ.): ଏମ୍‌ସିଏଲ କୋଇଲା ଖଣିରୁ କୋଇଲା ପରିବହନ ଭଡ଼ା ବୃଦ୍ଧି ଦାବି ନେଇ ରବିବାରଠାରୁ ସୁନ୍ଦରଗଡ଼ ମିଳିତ ଟ୍ରକ ମାଲିକ ସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ...

ବାଲେଶ୍ୱରରେ ଆଉ ୨ ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୨୩କୁ ବୃଦ୍ଧି

ଭୁବନେଶ୍ୱର, ୫।୫(ବ୍ୟୁରୋ): ବାଲେଶ୍ୱରରେ ଆଉ ୨ କରୋନା ପଜିଟିଭ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଦ୍ୱୟ ୫୦ ବର୍ଷର ମହିଳା ଓ ୨୬ ବର୍ଷର ଯୁବକ।...

Advertisement
Archives

Model This Week