ବାଲେଶ୍ୱର ଜିଲାପାଳଙ୍କୁ ଏସଆର୍‌ସି କ୍ଷମତା

ବାଲେଶ୍ୱର ଅଫିସ ୨୧।୮: ରାଜ୍ୟରେ ବନ୍ୟା ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିଛନ୍ତି । ବାଲେଶ୍ୱର ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ଏସଆର୍‌ସି କ୍ଷମତା ପ୍ରଦାନ କରିଛନ୍ତି। ଆଗକୁ ବାଲେଶ୍ବର ଜିଲାରେ ବଡ଼ ଧରଣର ବନ୍ୟା ହେବା ନେଇ ଆଶଙ୍କା କରାଯାଉଛି । ସୁବର୍ଣ୍ଣରେଖା ନଦୀରେ ବଡ଼ ଧରଣର ବନ୍ୟା ଆସିବା ନେଇ ଏସଆର୍‌ସି ପ୍ରଦୀପ ଜେନା କହିଛନ୍ତି । ଆଉ ବନ୍ୟା ଆସିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଜିଲାପାଳଙ୍କୁ ଏସଆରସି କ୍ଷମତା ଦେଇଛନ୍ତି । ଏପରି ସମୟରେ ଅବଶ୍ୟକ ପଡ଼ିଲେ ଉଦ୍ଧାର ପାଇଁ ସ୍ବତନ୍ତ୍ର ହେଲିକପ୍ଟର ବ୍ୟବହାର କରିବାକୁ ନିର୍ଦ୍ଦଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ନେଉଥିବାବେଳେ ଧରାପଡିଲେ, ମହିଳାଙ୍କ ସମେତ ୪ ଗିରଫ

ସୁନ୍ଦରଗଡ଼,୧୯।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଟାଉନ ଥାନା ପୋଲିସ ପ୍ରାୟ ୫ ଲକ୍ଷ ଟଙ୍କା ମୂଲ୍ୟର ଗଞ୍ଜେଇ ଓ ଏକ ମାରୁତି କାର ଜବତ କରିଛି। ଘଟଣାରେ ସମ୍ପୃକ୍ତ...

ଘାସ ବିକ୍ରିରେ ବଞ୍ଚିଛି ସଂସ୍ଥା

ବାରିପଦା ଅଫିସ,୭ା୮-ମୟୂରଭଞ୍ଜ ଜିଲା ବାରିପଦା ସଦର ଉପକଣ୍ଠରେ ରହିଛି ଏସିଆର ସର୍ବବୃହତ ଷଣ୍ଢ ପାଳନ କେନ୍ଦ୍ର। ପୂର୍ବରୁ ଏଠାରେ ଗୋ-ପ୍ରଜନନ ଓ ଦୁଗ୍ଧ ଉତ୍ପାଦାନ କେନ୍ଦ୍ର...

ମୁଖ୍ୟ ଶାସନ ସଚିବଙ୍କ ବଡବିଲ ଗସ୍ତ, ଉଦଘାଟନ କଲେ ଉସୁ ଇଣ୍ଡୋର ଷ୍ଟାଡିୟମ

ବଡବିଲ, ୧୯।୧୨(ସ୍ବ.ପ୍ର.): ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ବଡବିଲ ଗସ୍ତରେ ଯାଇଛନ୍ତି। ସେଠାରେ ଉସୁ ଇଣ୍ଡୋର ଷ୍ଟାଡିୟମ ଉଦଘାଟନ କରିବା ସହ...

କୋଶଲୀ ଭାଷାକୁ ସାମ୍ବିଧାନିକ ସ୍ବୀକୃତି ନ ମିଳିଲେ ଆନ୍ଦୋଳନ

ବଲାଙ୍ଗୀର ଅଫିସ,୨୧।୨: କୋଶଲ ସାହିତ୍ୟ ସଂସ୍କୃତି ଏକାଡେମୀ ପକ୍ଷରୁ ବଲାଙ୍ଗୀର ସାମ୍ବାଦିକ ଭବନରେ ସୋମବାର ବିଶ୍ବ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ପଦ୍ମଶ୍ରୀ ବିଦ୍ୟାବାଚସ୍ପତି ଡ....

ଆଉ ଜଣେ କୋଟିପତି କନଷ୍ଟେବଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ,୨୯ା୧୧: ପୁଣି ଥରେ ଖାକିରେ ଦାଗ ଲାଗିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୋଲିସ ଜିଲାରେ କାର୍ଯ୍ୟରତ କନଷ୍ଟେବଳ ସୁଦର୍ଶନ ପ୍ରଧାନଙ୍କ...

କେନ୍ଦ୍ରାପଡ଼ାରେ ଗୁଳିକାଣ୍ଡ: ଯୁବ ଔଷଧ ବ୍ୟବସାୟୀଙ୍କ ମୃତ୍ୟୁ

କେନ୍ଦ୍ରାପଡ଼ା ଅଫିସ,୧୮।୯: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ମଣିକୁଣ୍ଡ ଛକରେ ଘଟିଥିବା ଗୁଳିକାଣ୍ଡରେ ବୁଧବାର ସକାଳେ ଜଣେ ଯୁବ ଔଷଧ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ସେ...

ବ୍ୟବସାୟୀଙ୍କ ଘରୁ ଡକାୟତି: ଜବତ ହେଲା ଚୋରି ୩୧ ଲକ୍ଷ ଟଙ୍କା

ଭବାନୀପାଟଣା/ଧର୍ମଗଡ଼,୯।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ସହରରେ ଗତ ୩୦ ତାରିଖ ରାତିରେ ହୋଇଥିବା ଡକାୟତି ଘଟଣାରେ କଳାହାଣ୍ଡି ପୋଲିସ ୪ଜଣଙ୍କୁ ଗିରଫ କରିଛି। ସେମାନେ ଟିଟିଲାଗଡ଼...

ବଢ଼ି ବଢ଼ାଇଲା ବିପତ୍ତି

ଭୁବନ, ୩୦।୮(ଡି.ଏନ.ଏ.) କରୋନା ମହାମାରୀ ଦୋହଲାଇ ଦେଇଥିଲା ଆର୍ଥିକ ମେରୁଦଣ୍ଡ। କିଛି ନ ହେଲେ ବର୍ଷକର ଦାନା ଯୋଗାଡ଼ କରିବାକୁ ଜମି ମୁହାଁ ହୋଇଥିଲେ ଚାଷୀ।...

Advertisement
Archives

Model This Week