ଥମୁନି ବାଲିଯାତ୍ରା ବିବାଦ: ଚାଲିଛି ଗୁରୁତ୍ୱପୂର୍ଣ୍ଣ ବୈଠକ

କଟକ,୨୯।୯(କାର୍ତ୍ତିକ ସାହୁ): ବାଲିଯାତ୍ରାକୁ ନେଇ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛି। ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ନେଇ ଆଲୋଚନା ଚାଲିଛି। ଜିଲା ପ୍ରଶାସନ ପକ୍ଷରୁ ଉପର ପଡ଼ିଆରେ ବାଲିଯାତ୍ରା ବନ୍ଦ କରାଯାଇଥିବାରୁ ବିଭିନ୍ନ ମହଲରେ ବିରୋଧ ଆରମ୍ଭ ହୋଇଥିଲା। ଏହାକୁ ନେଇ ବିସ୍ତୃତ ଆଲୋଚନା ହେଉଛି। ବିଧାୟିକା ସୋଫିଆ ଫିର୍ଦ୍ଦୋଷ, ବିଧାୟକ ପ୍ରକାଶ ସେଠି, ମହାନଗର ଶାନ୍ତି କମିଟି ସଭାପତି ଦେବେନ୍ଦ୍ର ସାହୁ, ସମ୍ପାଦକ ଭିକାରୀ ଦାସ, ପୂର୍ବାଞ୍ଚଳ ଶାନ୍ତି କମିଟି ସଭାପତି ବିଜୟ କୁମାର ସାହୁ, ସମ୍ପାଦକ ପ୍ରଫୁଲ୍ଲ କୁମାର ସାହୁଙ୍କ ସମେତ ଅନ୍ୟାନ୍ୟ ନେତୃବୃନ୍ଦ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଏୟାରଷ୍ଟ୍ରାଇକ୍‌କୁ ନେଇ ଚାଇନାର ବଡ଼ ବୟାନ, ଯୁଦ୍ଧ ଭିତରେ ଚମକି ପଡିଲା ବିଶ୍ୱ!

ବେଜିଂ,୧୭।୩: ଆଫଗାନିସ୍ତାନର କାବୁଲରେ ପାକିସ୍ତାନୀ ସାମରିକ ଆକ୍ରମଣ ପରେ ପରିସ୍ଥିତି ଏତେ ଗମ୍ଭୀର ହୋଇଯାଇଛି। ଯାହାଯୋଗୁ ପାକ୍‌ର ଘନିଷ୍ଠ ସହଯୋଗୀ ଚାଇନା ମଧ୍ୟ ଚୁପ ରହିପାରି ନାହିଁ।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ଇଣ୍ଡିଆ ପୋଷ୍ଟର ବଡ଼ ପଦକ୍ଷେପ: ଏସବୁ ସହରରେ ମିଳିବ ‘ନେକ୍ସଟ୍ ଡେ ଗ୍ୟାରେଣ୍ଟିଡ୍ ଡେଲିଭରି’ ସେବା

ନୂଆଦିଲ୍ଲୀ,୧୭।୫: ଡାକ ସେବାକୁ ଅଧିକ ଦ୍ରୁତ ଓ ଭରସାଯୋଗ୍ୟ କରିବା ପାଇଁ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ନୂତନ ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର, ମାର୍ଚ୍ଚ…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri