ଜମୁଛି ବାଲିଯାତ୍ରା, ଗ୍ରାହକଙ୍କୁ ଆକର୍ଷିତ କରୁଛି ଫାବୋ

କଟକ,୨୭।୧୧(କାର୍ତ୍ତିକ ସାହୁ): ବାଲିଯାତ୍ରାରେ ଗ୍ରାହକଙ୍କୁ ଆକର୍ଷିତ କଲା ଭଳି ଅଫର ପ୍ରଦାନ କରୁଛି ଫାବୋ। କମ୍ପାନୀର ବିଭିନ୍ନ ଉତ୍ପାଦ ଉପରେ ଗୋଟିଏ କିଣିଲେ ଗୋଟିଏ ମାଗଣା ସହ ଅନ୍ୟାନ୍ୟ ଉପହାର ପ୍ରଦାନ କରାଯାଉଛି। ସାଦା ସିମେଇ, ଭଜା ସିମେଇ, ଫୁସିଲ, ପାସ୍ତା ଓ କର୍ନ ଫ୍ଲୁରୋ ଗୋଟିଏ କିଣିଲେ ଗୋଟିଏ ମାଗଣା ଦିଆଯାଉଛି। ସେହିପରି ସୋୟା ବଡ଼ି ୮୦୦ ଗ୍ରାମର ପ୍ୟାକେଟ କିଣିଲେ ୨୦୦ ଗ୍ରାମ ମାଗଣା ମିଳୁଛି। ଫାବୋ ସର୍ବତି ଅଟା ୧ କେଜିରେ ୧୦ ଟଙ୍କାର ଫୁସିଲ, ୫ କେଜିରେ ୪୦୦ ଗ୍ରାମ ସିମେଇ ଏବଂ ଭଜା ସୁଜି ୫୦୦ ଗ୍ରାମ କିଣିଲେ ୧୦ ଟଙ୍କା ଫୁସିଲ ମାଗଣା ଦିଆଯାଉଛି। କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ଶୁଭ୍ରଜିତ ସାହୁ ଷ୍ଟଲ୍‌କୁ ଉଦ୍‌ଘାଟନକରି ଗ୍ରାହକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

SBI କ୍ରେଡିଟ କାର୍ଡ ଗ୍ରାହକ ସାବଧାନ! ଡିସେମ୍ବର ୧ରୁ ବଦଳିବ ନିୟମ, ଦେବାକୁ ପଡ଼ିବ ଅତିରିକ୍ତ ଚାର୍ଜ

ନୂଆଦିଲ୍ଲୀ,୨୭।୧୧: ଯଦି ଆପଣ SBI କ୍ରେଡିଟ କାର୍ଡ ବ୍ୟବହାର କରୁଛନ୍ତି ଏବଂ ଯାତ୍ରା, ପରିବହନ କିମ୍ବା ପେଟ୍ରୋଲ-ଡିଜେଲ ପାଇଁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି, ତେବେ ଡିସେମ୍ବର…

ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ଅପଡେଟ୍‌! ଡିସେମ୍ବରରୁ ନୂଆ ନିୟମ, ବୁକିଂ ପୂର୍ବରୁ ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୧: ପ୍ରତ୍ୟେକ ଘରର ରୋଷେଇ ଘରର ବଜେଟ ବହୁ ପରିମାଣରେ ଏଲପିଜି ଗ୍ୟାସ ସିଲିଣ୍ଡର ଉପରେ ନିର୍ଭର କରିଥାଏ। ଯଦି ଆପଣ ଇଣ୍ଡେନ (Indane), ଏଚ୍ପି ଗ୍ୟାସ…

ଚନ୍ଦ୍ରଶେଖରନ୍‌ଙ୍କ ପୁନଃ ନିଯୁକ୍ତିକୁ ଚ୍ୟାଲେଞ୍ଜ, ହାଇକୋର୍ଟ ଗଲା ଟାଟା ଟ୍ରଷ୍ଟ

ମୁମ୍ବାଇ,୨୭।୧୧(ପି.ଟି.): ଟାଟା ସନ୍ସର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ଏନ୍‌. ଚନ୍ଦ୍ରଶେଖରନ୍‌ଙ୍କୁ ତୃତୀୟ ୫ ବର୍ଷିଆ କାର୍ଯ୍ୟକାଳ ପାଇଁ ଦିଆଯାଇଥିବା ପୁନଃ ନିଯୁକ୍ତିକୁ ଚ୍ୟାଲେଞ୍ଜ କରାଯାଇ ‘ସାର୍‌ ଦୋରାବଜୀ…

ଭିତ୍ତିଭୂମି ସରଞ୍ଜାମ ଉତ୍ପାଦନ କ୍ଷେତ୍ରରେ ଚାଇନାକୁ ଟକ୍କର

ନୂଆଦିଲ୍ଲୀ,୨୬ା୧୧: ନିର୍ମାଣ ଓ ଭିତ୍ତିଭୂମି କ୍ଷେତ୍ରରେ ଉପଯୋଗ ହେଉଥିବା ଭାରି ଯନ୍ତ୍ରପାତି ଉତ୍ପାଦନ ଦିଗରେ ଚାଇନାକୁ ଟକ୍କରଦେବା ପାଇଁ କେନ୍ଦ୍ର କ୍ୟାବିନେଟ ଏମ୍‌ଏସ୍‌ଏମ୍‌ଇ ପାଇଁ ୧୧,୦୦୦ କୋଟି…

ଡିସେମ୍ୱର ପହିଲାରୁ LPG କୁ ନେଇ ଆସିଲା ବଡ଼ ଅପଡେଟ୍‌? ବଢିଯିବ ଗ୍ୟାସ ସିଲିଣ୍ଡର ରେଟ୍‌!

ନୂଆଦିଲ୍ଲୀ,୨୬।୧୧: ପ୍ରତ୍ୟେକ ଘରର ରୋଷେଇ ବଜେଟ ଅନେକାଂଶରେ ଏଲପିଜି (LPG) ଗ୍ୟାସ ସିଲିଣ୍ଡର ଉପରେ ର୍ନିଭରଶୀଳ ହୋଇଥାଏ । ଯଦି ଆପଣ ଇଣ୍ଡିଆନ (Indane), ଏଚପି ଗ୍ୟାସ…

Jio ୟୁଜର୍ସଙ୍କ ପାଇଁ ଖୁସି ଖବର: ୧୫ ଟଙ୍କାରେ 5G ଡାଟା, ୩୯୯ ରୁ ୩,୯୯୯ ଟଙ୍କା ଯାଏ ଆସିଲା ନୂଆ ପ୍ଲାନ

ଯଦି ଆପଣ Jioର ସିମ ବ୍ୟବହାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ଅଛି। କମ୍ପାନୀ ତାହାର ଗ୍ରାହକମାନଙ୍କ ପାଇଁ ’Happy New Year…

ପୁଣି ଶସ୍ତା ହେଲା ସୁନା-ରୂପା: ୧.୨୫ ଲକ୍ଷ ତଳକୁ ଖସିଲା ସୁନା, ୧.୫୦ ଲକ୍ଷ ତଳେ କାରବାର କରୁଛି…

ନୂଆଦିଲ୍ଲୀ,୨୪।୧୧: ସୁନା ଏବଂ ରୂପା ଦରରେ ପୁଣି ଥରେ ବିକ୍ରି ଚାପ ଦେଖିବାକୁ ମିଳିଛି। ଦେଶର ପ୍ରମୁଖ ଫ୍ୟୁଚର ବଜାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ସୁନା…

ଡିସେମ୍ୱର ୧ରୁ ବଦଳୁଛି ୭ ବଡ଼ ନିୟମ: LPG ଦର, SBI କାର୍ଡ ଚାର୍ଜରୁ ପେନଶନ ଯାଏ ପଡ଼ିବ ସିଧା ପ୍ରଭାବ

ନୂଆଦିଲ୍ଲୀ,୨୪।୧୧: ନଭେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ମାତ୍ର କିଛି ଦିନ ମଧ୍ୟରେ ଡିସେମ୍ୱର ୨୦୨୬ ଆରମ୍ଭ ହେବାକୁ ଯାଉଛି। ପ୍ରତ୍ୟେକ ନୂଆ ମାସର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?