ବାଲିଯାତ୍ରାରେ ଅଘଟଣ: ରାମଦୋଳିରୁ ପଡ଼ି ଚାଲିଗଲା ଯୁବକଙ୍କ ଜୀବନ

କଟକ,୨୭ା୧୧(ଶିଳ୍ପା ପ୍ରିୟଦର୍ଶିନୀ):କଟକ ବାଲିଯାତ୍ରାରେ ଗୁରୁବାର ଅଘଟଣ ଘଟିଛି। ବାଲିଯାତ୍ରା ତଳ ପଡ଼ିଆରେ ରାମଦୋଳି ଚାଲିବା ସମୟରେ ସେଥିରୁ ଖସିପଡ଼ି ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାମ ଜଣାପଡ଼ି ନାହିଁ। ଘଟଣାସ୍ଥଳରୁ ଅଗ୍ନିଶମ ଓ ପୋଲିସ କର୍ମଚାରୀ ଗୁରୁତର ଅବସ୍ଥାରେ ଉକ୍ତ ଯୁବକଙ୍କୁ ଉଦ୍ଧାର କରି ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏ ନେଇ ଏସିପି ଗିରିଜା ଚକ୍ରବର୍ତ୍ତୀ କହିଛନ୍ତି, ୧୦ଟା ୪୫ ସମୟରେ ଦୋଳିରୁ ଖସି ଜଣଙ୍କର ମୃତ୍ୟୁ ହୋଇଛି, ଘଟଣାସ୍ଥଳରୁ ତାଙ୍କୁ ଉଦ୍ଧାର କରାଯାଇ ମେଡିକାଲ ନିଆଯାଇଥିଲା। ଦୋଳିର ଫିଟନେସ ଥିବା ତଦନ୍ତରୁ ଜଣାପଡ଼ିଛି ଏବଂ ଅନ୍ୟାନ୍ୟ ବିଷୟରେ ତଦନ୍ତ କରାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ପ୍ରତ୍ୟେକ ଶିଶୁଙ୍କୁ ମିଳିବ ୨ଟି ଲେଖାଏ ସ୍ପେସ୍‌-ଏକ୍ସ ଶେୟାର

ଓ୍ବାଶିଂଟନ,୨୭ା୧୧: ଆମେରିକାର ପ୍ରତ୍ୟେକ ଶିଶୁଙ୍କୁ ସ୍ପେସ୍‌-ଏକ୍ସର ୨ଟି ଲେଖାଏ ସେୟାର ମିଳିବ ବୋଲି କମ୍ପାନୀର ସିଇଓ ଏଲନ୍‌ ମସ୍କ ଗୁରୁବାର ଘୋଷଣା କରିଛନ୍ତି। ଏଥିମଧ୍ୟରୁ ଗୋଟିଏ ସେୟାର…

ନେଟଫ୍ଲିକ୍ସକୁ କେନ୍ଦ୍ରର ନିର୍ଦ୍ଦେଶ, ଭାରତରେ ପାକିସ୍ତାନୀ ଓ୍ବେବସିରିଜ୍ ମନା

ନୂଆଦିଲ୍ଲୀ,୨୭।୧୧(ପି.ଟି.): ନେଟ୍‌ଫ୍ଲିକ୍ସର ପ୍ରଥମ ପାକିସ୍ତାନୀ ଶୋ’ ‘ଜୋ ବଚେ ହୈଁ ସଙ୍ଗ ସମେଟ୍‌ ଲୋ’ ଭାରତରେ ରିଲିଜ୍‌୍‌ ହେବା ସମ୍ଭାବନାକୁ ନେଇ ଏକାଧିକ ଅଭିଯୋଗ ମିଳିବା ପରେ…

ପଡିଆରେ ରାଗିକି ପଞ୍ଚମ ହୋଇଗଲେ ବୈଭବ ସୂର୍ଯ୍ୟବଂଶୀ: କଲେ ଏମିତି କାମ,ଦେଖନ୍ତୁ VIDEO

ଦୋହା,୨୭।୧୧: ଏସିଆ କପ ରାଇଜିଂ ଷ୍ଟାର୍ସ ୨୦୨୬ର ସେମିଫାଇନାଲରେ ଭାରତ-ଏକୁ ୮ ଉଇକେଟ୍‌ରେ ପରାସ୍ତ କରି ଫାଇନାଲରେ ପହଞ୍ଚିଛି ଶ୍ରୀଲଙ୍କା-ଏ। ମ୍ୟାଚ୍‌ରେ ଏକ LBW ଅପିଲ୍କୁ ଅମ୍ପାୟାର…

ଦ୍ୱିତୀୟ ଟେଷ୍ଟର ପ୍ଲେଇଂ ଇଲେଭେନ୍‌ରେ ବଡ଼ ପରିବର୍ତ୍ତନ, ବାଦ୍ ପଡିଲେ ଏହି ୨ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୨୭।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ କ୍ରାଇଷ୍ଟଚର୍ଚ୍ଚରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟରେ ଟିମ୍‌ ଇଣ୍ଡିଆର ଚୂଡ଼ାନ୍ତ ଏକାଦଶକୁ ନେଇ ପୁଣି ଚର୍ଚ୍ଚା ଆରମ୍ଭ ହୋଇଛି । ଦ୍ୱିତୀୟ…

ଚନ୍ଦ୍ରଶେଖରନ୍‌ଙ୍କ ପୁନଃ ନିଯୁକ୍ତିକୁ ଚ୍ୟାଲେଞ୍ଜ, ହାଇକୋର୍ଟ ଗଲା ଟାଟା ଟ୍ରଷ୍ଟ

ମୁମ୍ବାଇ,୨୭।୧୧(ପି.ଟି.): ଟାଟା ସନ୍ସର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ଏନ୍‌. ଚନ୍ଦ୍ରଶେଖରନ୍‌ଙ୍କୁ ତୃତୀୟ ୫ ବର୍ଷିଆ କାର୍ଯ୍ୟକାଳ ପାଇଁ ଦିଆଯାଇଥିବା ପୁନଃ ନିଯୁକ୍ତିକୁ ଚ୍ୟାଲେଞ୍ଜ କରାଯାଇ ‘ସାର୍‌ ଦୋରାବଜୀ…

ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ଆୟୋଜନ କରିବ ଏକ ଉଚ୍ଚସ୍ତରୀୟ ବୈଠକ; ଏଥିରେ ରହିବେ ମୋଦି, ଶାହା, ନଡ୍ଡା

ନୂଆଦିଲ୍ଲୀ,୨୬।୧୧: ନଭେମ୍ବର ୨୭ ଏବଂ ୨୮ ତାରିଖରେ ଦିଲ୍ଲୀସ୍ଥିତ ପୁସା (Pusa) ପରିସରରେ ଭାଜପାର ଜାତୀୟ ପଦାଧିକାରୀମାନଙ୍କର ଏକ ଦୁଇ ଦିନିଆ ବୈଠକ ଅନୁଷ୍ଠିତ ହେବ। ଏହି…

ଲଗାତାର Playing 11ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ସ୍ଥାନ ନ ମିଳିବାରୁ ବିଶେଷଜ୍ଞଙ୍କ କଡ଼ା ସମାଲୋଚନା; ଗମ୍ଭୀରଙ୍କୁ ଦେଲେ ପରାମର୍ଶ

ନୂଆଦିଲ୍ଲୀ,୨୬।୧୧: ଆଇପିଏଲ (IPL) ରେ ଚମତ୍କାର ପ୍ରଦର୍ଶନ କରିବା ପରେ, ବୈଭବ ସୂର୍ଯ୍ୟବଂଶୀ ଚଳିତ ବର୍ଷ ଆନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଛନ୍ତି। ସେ ଭାରତ ପାଇଁ ଟି-୨୦…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, କାରଣ ଖୋଜୁଛି ପୋଲିସ

ଛତ୍ରପୁର,୨୬।୧୧(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ବିପୁଳିଙ୍ଗି ଗ୍ରାମରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରି ବିଲ ମଝିରେ ଫିଙ୍ଗିଦେବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?