୨ ଜଣ କରୋନା ପଜିଟିଭ ଚିହ୍ନଟ: ବାଲିପଦରକୁ ୭ ଦିନ ଶଟଡାଉନ ଘୋଷଣା

ବୁଗୁଡ଼ା,୭।୭:(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଳକ ଅନ୍ତର୍ଗତ ବାଲିପଦରକୁ ମଙ୍ଗଳବାରଠାରୁ ଆସନ୍ତା ସୋମବାର ପର୍ଯ୍ୟନ୍ତ ୭ ଦିନ ଶଟ୍‌ଡାଉନ୍‌ ଘୋଷଣା ହୋଇଛି। ଜିଲାପାଳ କ୍ଷମତା ପ୍ରଯୋଗ କରି ସରପଞ୍ଚ ପୂର୍ଣ୍ଣଚନ୍ଦ୍ର ଜେନା ଶଟଡାଉନ ଘୋଷଣାକରିଛନ୍ତି।
ବାଲିପଦର କୁମୁଟି ସାହି ଏବଂ ମୁଖ୍ୟ ସଡକ ସାହିରେ ଦୁଇ ଜଣ କରୋନା ପଜିଟିଭ ଚିହ୍ନଟ ପରେ ଗୋଷ୍ଠୀ ସଂକ୍ରମଣ ରୋକିବା ପାଇଁ ସରପଞ୍ଚ ଏଭଳି ପଦକ୍ଷେପ ନେଇଛନ୍ତି। ତେବେ ଏହି ୭ ଦିନ ମଧ୍ୟରେ କେବଳ ସକାଳ ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀକୁ ଛାଡି ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରହିବ। ଏହି ସମୟରେ ଜରୁରୀ କାମ ନ ଥିଲେ ଘରୁ ପଦାକୁ ବାହାରିବା ପାଇଁ ମନା କରାଯାଇଛି। ଏ ନେଇ ବିଡିଓ ତନ୍ମୟ ପାତ୍ର ଏବଂ ତହସିଲଦାର ସଂଗ୍ରାମ କେଶରୀ ଜେନାଙ୍କ ସହ ଆଲୋଚନା କରିଥିବା ସରପଞ୍ଚ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାରେ ୧୪୨ ମାଛଧରା ଡଙ୍ଗା ଯାଞ୍ଚ

ବାଲୁଗାଁ, ୫-୨(ଡି.ଏନ.ଏ.):ଚିଲିକାରେ ଡଙ୍ଗାବୁଡ଼ି ଘଟଣା ପରେ ପ୍ରଶାସନର ଚେତା ପଶିଛି। ଅସୁରକ୍ଷିତ ଭାବେ ଯାତ୍ରୀ ପରିବହନ କରୁଥିବା ମାଛଧରା ଓ ଯାତ୍ରୀବାହୀ ଡଙ୍ଗା ଯାଞ୍ଚ ପାଇଁ...

ମହିଳାଙ୍କୁ ଯୌନ ଶୋଷଣ, ବ୍ଲାକମେଲିଂ ଅଭିଯୋଗ: କନଷ୍ଟେବଳ କୋର୍ଟଚାଲାଣ

ସାକ୍ଷୀଗୋପାଳ, ୧୭।୧୦(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କୁ ଯୌନ ଶୋଷଣ ଓ ବ୍ଲାକମେଲିଂ ଅଭିଯୋଗରେ ଜଣେ ପୋଲିସ କନେଷ୍ଟବଳଙ୍କୁ ବୁଧବାର...

ମଝିଗଡ଼ିଆରୁ ହରିଣ ଉଦ୍ଧାର

କପ୍ତିପଦା,୨୦।୫(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ଅଧୀନ ମଝିଗଡ଼ିଆ ଗ୍ରାମରେ ମଙ୍ଗଳବାର ଏକ ହରିଣକୁ ଉଦ୍ଧାର କରାଯାଇଛି ା ଉଦ୍ଧାର ହରିଣଟିକୁ ଶିମିଳିପାଳ ଅଭୟାରଣ୍ୟ ସଂଲଗ୍ନ...

ଦାରିଦ୍ର୍ୟ ନେଲା ଜୀବନ: ୩ ଭଉଣୀ ଏବେ ଅନାଥ, ଅସହାୟ

ଝୁମ୍ପୁରା, ୭।୧୨(ଡି.ଏନ.ଏ.)- ବର୍ଷକ ପୂର୍ବରୁ ମା’ ନିଆଁରେ ପୋଡ଼ିହୋଇ ମୃତ୍ୟୁବରଣ କରିଥିଲେ। ଏବେ ବେକରେ ଦଉଡ଼ି ଲଗାଇ ବାପା ରାମ ମୁଣ୍ଡା (୫୩) ଆତ୍ମହତ୍ୟା କରିବା...

ସ୍ବେଚ୍ଛାକୃତ ରକ୍ତଦାନ ଶିବିର, ୪୦ୟୁନିଟ୍‌ ରକ୍ତ ସଂଗ୍ରହ

ଜୁନାଗଡ,୬ା୫(ଡି.ଏନ୍‌.ଏ)-କରିବା ରକ୍ତ ଦାନ, ବଞ୍ଚାଇବା ଜୀବନ ଏହି ଉଦ୍ଦେଶ୍ୟ ନେଇ ମଙ୍ଗଳବାର ବିଜେଡି ପକ୍ଷରୁ ଭବାନୀପାଟଣା ରକ୍ତ ଭଣ୍ଡାରଠାରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ...

ଦୋରାଗୁଡା ଘାଟରେ ଡଙ୍ଗାଚାଳକ ବନ୍ଦ; ଲୋକେ ହନ୍ତସନ୍ତ

ଚିତ୍ରକୋଣ୍ଡା, ୨୯ା୮(ଡି.ଏନ.ଏ.)- ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ୬ଟି ପଞ୍ଚାୟତ ଦୋରାଗୁଡା, ନୁଆଗୁଡା, ଗୁଣ୍ଠାଓ୍ବାଡା, କପାତୁଟି, କୁରୁମାନୁର ଓ ପାପୁଲୁର ପାଇଁ ଦୋରାଗୁଡା ଡଙ୍ଗା ଘାଟ...

ବାଇକ୍‌କୁ ଧକ୍କା ଦେଲା ଅଟୋ: ଜଣେ ମୃତ, ଜଣେ ଆହତ

ଯାଜପୁର ରୋଡ, ୨୭।୫(ନି.ପ୍ର.): ଯାଜପୁର ଜିଲା ଯାଜପୁର ରୋଡ ଥାନା ଅନ୍ତର୍ଗତ ପାଇକେରାପୁର ଛକ ନିକଟରେ ସୋମବାର ଅଟୋ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ...

ସଡ଼କ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ

କୋକସରା,୨୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ବୁଧବାର ସଡ଼କ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ ଅୟୋଜନ କରାଯାଇଛି । ଥାନା ଅଧିକାରୀ ସତ୍ୟାନନ୍ଦ ପାତ୍ରଙ୍କ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *