Posted inଫୁରସତ

Viral Video: ଯାହାକୁ କଦଳୀ ଭାବି ଖାଇବାକୁ ଯାଉଥିଲେ, ଉଠାଇବା ମାତ୍ରେ ଭୟରେ ଥରିଲେ ବ୍ୟକ୍ତି; ଭିଡିଓ ଦେଖିଲେ…

ବେଳେବେଳେ ଆଖି ଧୋକା ଖାଇଥାଏ। ହଠାତ ଏଭଳି କିଛି ସାମ୍ନାକୁ ଆସିଯାଇତାଏ, ଯାହାକୁ ଦେଖିବା ପରେ ଆମେ ଚକିତ ହୋଇଯାଉ। ଏଭଳି ଏକ ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ଦେଖିବାକୁ ମିଳିଛି। ଭିଡିଓକୁ ଦେଖି ସମସ୍ତେ ଆଖିକୁ ବିଶ୍ୱାସ କରିପାରୁନାହାନ୍ତି।

ଭାଇରାଲ ଭିଡିଓରେ ଦେଖିବାକୁ ମିଳୁଛି ଯେ ଜଣେ ବ୍ୟକ୍ତି କଦଳୀ ଖାଇବା ଲାଗି ଧରୁଛନ୍ତି। ହେଲେ ତାହା କଦଳୀ ନଥାଏ। ଯେମିତି ବ୍ୟକ୍ତି ତାହା ବୁଝନ୍ତି ତୁରନ୍ତ ତାକୁ ରଖି ଦିଅନ୍ତି। କାରଣ ତାହା କଦଳୀ ନୁହେଁ ଏକ ବଲ୍‌ ପାଇଥନ୍‌ ଥିଲା, ଯାହାକି ଦେଖିବାକୁ ଅବିକଳ କଦଳୀ ପରି ଦେଖାଯାଇଥାଏ। ଆପଣ ବି ଚକିତ ହୋଇପାରନ୍ତି, ଏଥିଲାଗି ସାବଧାନ ରୁହନ୍ତି ଏବଂ ସତର୍କ ମଧ୍ୟ।

ଟୁଇଟରରେ ଭିଡିଓଟି ଭାଇରାଲ ହେଉଥିବା ବେଳେ ଅନେକେ ପ୍ରତିକ୍ରିୟା ରଖୁଛନ୍ତି। ଯଦି ବ୍ୟକ୍ତିଜଣଙ୍କ ଧ୍ୟାନ ଦେଇ ନ ଥାନ୍ତେ ତେବେ ମୃତ୍ୟୁମୁଖରେ ପଡ଼ିଥାନ୍ତେ ବୋଲି କୁହାଯାଉଛି। ଏଯାବତ ୧.୨ ମିଲିୟନରୁ ଅଧିକ ଲୋକ ଏହାକୁ ଦେଖିସାରିଲେଣି। ଆପଣ ବି ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ମହାଯୁଦ୍ଧର କାଉଣ୍ଟଡାଉନ୍‌! ଆମେରିକା ଆରମ୍ଭ କରିବାକୁ ଯାଉଛି ସବୁଠୁ ବଡ଼ ଅପରେଶନ…

ନୂଆଦିଲ୍ଲୀ/ତେହେରାନ,୧।୫: ମଧ୍ୟପ୍ରାଚ୍ୟରେ ଯେକୌଣସି ସମୟରେ ଏକ ବଡ଼ ଧରଣର ବିନାଶ ଦେଖିବାକୁ ମିଳିପାରେ । ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଥିବା…

ଆଇଏମ୍‌ଡିର ବଡ଼ ଚେତାବନୀ, ମେ’ରେ ସ୍ବାଭାବିକଠାରୁ ହେବ ଅଧିକ ବର୍ଷା

ନୂଆଦିଲ୍ଲୀ,୧।୫: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ବର୍ଷ ମେ ମାସରେ ଦେଶରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ…

ଶର୍ଟ ସର୍କିଟରୁ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ମୋହନା,୧।୫(ମନ୍ମଥ ମିଶ୍ର ): କିଛି ଦିନ ହେଲା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଚାଲିଥିବା ବେଳେ ଶୁକ୍ରବାର ପୁଣି ଏକ ଅଘଟଣ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

ମଇ ଆରମ୍ଭରୁ ଫୋନ୍‌ ଦାମ୍‌ ବଢ଼ାଇଲେ ଏହି ୩ କମ୍ପାନୀ, ଗ୍ରାହକଙ୍କ ପକେଟରେ ଚାବୁକ୍‌; ଜାଣନ୍ତୁ ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୫:ଯଦି ଆପଣ ଏକ ନୂଆ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟ ଉପରେ ଏବେ ଅଧିକ ଚାପ ପଡ଼ିପାରେ। Nothing, Realme ଏବଂ OnePlus…

କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା…

କମର୍ସିଆଲ ଏଲ୍‌ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା!

ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri