ବାଲାଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କଲେ କିମ୍‌…

ପୋଙ୍ଗୟାଙ୍ଗ,୨୭।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରବଳ ଯୁଦ୍ଧ ଜାରି ରହିଛି। ଏହା ଯୋଗୁ ପୃଥିବୀରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ରବିବାର ସମୁଦ୍ରରେ ଏକ ବାଲାଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ଜାପାନ ଏହି କ୍ଷେପଣାସ୍ତ୍ରର ପ୍ରତ୍ୟକ୍ଷ ଲକ୍ଷ୍ୟ ବୋଲି କୁହାଯାଉଛି। ଉତ୍ତର କୋରିଆର କ୍ଷେପଣାସ୍ତ୍ର ପରୀକ୍ଷଣ ପରେ ଆମେରିକା ଉପରେ ଚାପ ପଡିଛି। ୟୁକ୍ରେନ ସଙ୍କଟରେ ଆମେରିକାର ଧ୍ୟାନ ୟୁକ୍ରେନ୍‌ ଉପରେ କେନ୍ଦ୍ରୀତ ହୋଇଥିବାବେଳେଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଏହାର ଲାଭ ଉଠାଇବାକୁ ଚେଷ୍ଟା କରୁଛନ୍ତି।

ଉତ୍ତର କୋରିଆ ଦ୍ୱାରା ଏଥର ଉତକ୍ଷେପଣ ହୋଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ର ଚଳିତ ବର୍ଷ ଅଷ୍ଟମ ଏବଂ ଜାନୁଆରୀ ୩୦ ପରଠାରୁ ପ୍ରଥମ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା। କେତେକ ବିଶେଷଜ୍ଞ କହିଛନ୍ତି ଯେ ଉତ୍ତର କୋରିଆ ଏହାର ଅସ୍ତ୍ରଶସ୍ତ୍ର ପ୍ରଯୁକ୍ତିବିଦ୍ୟାକୁ ସିଦ୍ଧ କରିବାକୁ ଚେଷ୍ଟା କରୁଛି ଏବଂ ଉତ୍ତର କୋରିଆ ବର୍ତ୍ତମାନ ଆମେରିକା ଉପରେ ଚାପ ପ୍ରୟୋଗ କରିବାକୁ ଚେଷ୍ଟା କରୁଛି। ଉତ୍ତର କୋରିଆ ଆମେରିକା ସହ ଅସ୍ତ୍ରଶସ୍ତ୍ର ନିରସ୍ତ୍ରୀକରଣ କ୍ଷେତ୍ରରେ ପୁଣି ଆଲୋଚନା କରିବାକୁ ଚାହୁଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

ବଦଳିବ ଓ୍ବେଷ୍ଟ୍‌ବେଙ୍ଗଲ ନାଁ, ବିଧାନସଭା ପ୍ରଥମ ଅଧିବେଶନରେ ଆସିବ ବିଲ୍‌, ସୂଚନା ଦେଇ କହିଲେ…

କୋଲକାତା,୭ା୧୦: ଓ୍ବେଷ୍ଟବେଙ୍ଗଲ ନାଁ ପରିବର୍ତ୍ତନ କରି ‘ପଶ୍ଚିମ ବଙ୍ଗ’ (Paschim Banga) ରଖାଯିବାକୁ ଯାଉଛି। ଏଥିପାଇଁ ବିଧାନସଭାର ପ୍ରଥମ ଅଧିବେଶନରେ ହିଁ ଏକ ନୂତନ ବିଲ ଆଗତ…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?