ବାଲାଟ ପେପରରେ ତ୍ରୁଟି: କେନ୍ଦ୍ରାପଡା, ଯାଜପୁରରେ ନିର୍ବାଚନ ବାତିଲ

ଭୁବନେଶ୍ୱର, ୨୨।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମଙ୍ଗଳବାର ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି ରହିଛି। ତେବେ ମଧ୍ୟାହ୍ନ ୧୨ଟା ସୁଦ୍ଧା ୪୫ ପ୍ରତିଶତରୁ ଅଧିକ ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ କହିଛନ୍ତି। ।ବର୍ତ୍ତମାନ ସୁଦ୍ଧା ପ୍ରାୟ ସମସ୍ତ ସ୍ଥାନରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ଚାଲିଛି । ବାଲାଟ ପେପରରେ ତ୍ରୁଟି ଯୋଗୁ କେନ୍ଦ୍ରାପଡ଼ା ଓ ଯାଜପୁରରେ ନିର୍ବାଚନ ବାତିଲ ହୋଇଛି । ସେଠାରେ ପରବର୍ତ୍ତୀ ସମୟରେ ରି-ପୁଲିଂ କରାଯିବ।
ପ୍ରଥମ ଓ ଦ୍ବିତୀୟ ପର୍ଯ୍ୟାୟରେ ମତଦାନ ବାଧାପ୍ରାପ୍ତ ହୋଇଥିବା ୪୫ଟି ବୁଥ୍‌ରେ ବୁଧବାର ରି-ପୁଲିଂ ହେବ । ଏହି ପୁଲିଂ ସେଣ୍ଟର ଗୁଡ଼ିକରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ । ଭୋଟ ସରିବା ପରେ ବାଲାଟ ବକ୍ସ ଗୁଡିକ ବ୍ଲକ ଅଫିସର ଅନ୍ୟ ଏକ ସ୍ବତନ୍ତ୍ର ସ୍ଥାନରେ ରଖାଯିବ । ତୃତୀୟ ପର୍ଯ୍ୟାୟରେ ୩୦ଟି ସ୍ଥାନରେ ମତଦାନ ବାଧାପ୍ରାପ୍ତ ହୋଇଛି । ସେଠାରେ ଆସନ୍ତା ୨୫ତାରିଖରେ ରି-ପୁଲିଂ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବେପରୁଆ ଅର୍ଥ ପରିଚାଳନା: ୨୭ ବିଭାଗ ଫେରାଇଛନ୍ତି ୧୩୦୪.୧୭ କୋଟି

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟର ବିତ୍ତୀୟ ପରିଚାଳନା ଠିକ୍‌ ଢଙ୍ଗରେ ହେଉ ନାହିଁ। ପୂର୍ଣ୍ଣାଙ୍ଗ ଏବଂ ଅତିରିକ୍ତ ବଜେଟ ପ୍ରସ୍ତୁତି ବେଳେ ଖର୍ଚ୍ଚ ଉପରେ ଧ୍ୟାନ ଦିଆଯାଉ ନାହିଁ।...

ଆଣ୍ଡାମାନ ଛୁଇଁଲା ମୌସୁମୀ, ଜୁନ୍‌ରେ ଓଡ଼ିଶା ଆସିବ; ଜଳୁଛି ସାରା ଓଡ଼ିଶା, ୪୫.୮ ଡିଗ୍ରୀରେ ଟିଟିଲାଗଡ଼

ଭୁବନେଶ୍ୱର, ୧୯।୫(ବ୍ୟୁରୋ)/ରଣପୁର (ସ୍ବ.ପ୍ର.)- ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତିରେ ତ୍ରାହି ତ୍ରାହି ଡାକୁଛନ୍ତି ଲୋକେ। ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ୪୦...

ଜମି ଲାଗି ହଜାରେ ବର୍ଷର ସମ୍ପର୍କ ଖରାପ କରନି

ଭୁବନେଶ୍ୱର,୨୧।୨(ବ୍ୟୁରୋ): କୋଟିଆ ପ୍ରସଙ୍ଗକୁ ନେଇ ବିବାଦ ଥମିବାର ନଁା ଧରୁ ନ ଥିବାବେଳେ ଏହାକୁ ନେଇ ବର୍ତ୍ତମାନ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ...

ଫେକ୍‌ ସିମ୍‌କାର୍ଡ ମାମଲା: ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୨।୫(ବ୍ୟୁରୋ): ଫେକ୍‌ ସିମ୍‌କାର୍ଡ ଜାଲିଆତି ମାମଲାରେ ଗିରଫ ହୋଇଥିବା ତିନି ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ। ଏଥିପାଇଁ କୋର୍ଟ ଅନୁମତି ଦେଇଛନ୍ତି। ବୁଧବାରଠାରୁ...

ବ୍ୟାଗ୍‌ରେ ଶ୍ରୀମନ୍ଦିର ଚିତ୍ର: ପ୍ରତିବାଦ କଲେ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ

ପୁରୀ ଅଫିସ,୨୪ା୧୨: ପୁରୀ ସହରକୁ ସ୍ବଚ୍ଛ ଓ ପରିଷ୍କାର ରଖିବା ଲାଗି ପୌରସଂସ୍ଥା ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ବିଶେଷକରି ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ ଓ...

ଚୋର ସନ୍ଦେହରେ ବ୍ୟାଙ୍କ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଭଞ୍ଜନଗର,୧୨।୩: ଗଞ୍ଜାମ ଜିଲା ତାରସିଂ ଥାନା ଅଞ୍ଚଳରେ ଚୋରି ବଢ଼ିବାରେ ଲାଗିଛି। ଏଭଳି ସ୍ଥିତିରେ ଗୁରୁବାର ରାତିରେ ଗେରେଡ଼ା ନିକଟ ଏକ ସାହିରେ ଜଣେ ବ୍ୟାଙ୍କ...

ବଡ଼ଦିନ, ନୂଆବର୍ଷ ପାଇଁ କଟକଣା

ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): କରୋନା ସଂକ୍ରମଣ ଜାରି ରହିଥିବାବେଳେ ନୂଆ ଭାରିଆଣ୍ଟ ଓମିକ୍ରନ୍‌କୁ ନେଇ ଏବେ ଚିନ୍ତା ବଢ଼ିଛି। ସଂକ୍ରମଣ ଏଡାଇବାକୁ ବଡ଼ଦିନ ଓ ନୂଆବର୍ଷ ପାଇଁ...

ଜିଲା ପରିଷଦ ଆସନ: ସବୁ ପୋଛିନେଲା ବିଜେଡି

ପୁରୀ ଅଫିସ,୨୮।୨: ପୁରୀ ଜିଲାର ୧୧ଟି ଯାକ ଜିଲା ପରିଷଦ ଆସନରେ ବିଜୁ ଜନତା ଦଳ (ବିଜେଡି) ପ୍ରାର୍ଥୀ ବିଜୟ ଲାଭ କରିଛନ୍ତି। ଅସ୍ତରଙ୍ଗ ବ୍ଲକର...

Advertisement
Archives

Model This Week