Posted inଜାତୀୟ

ଚାଇନିଜ ମାଞ୍ଜା ଉପରେ ପ୍ରତିବନ୍ଧକ, ଉଲ୍ଲଂଘନ କଲେ ଜରିମାନା…

ଚେନ୍ନାଇ,୧।୧୧ : ତାମିଲନାଡୁ ସରକାର ଏକ ବିଜ୍ଞପ୍ତି ଜାରି କରି ରାଜ୍ୟରେ ନାଇଲନ ସୂତା ଏବଂ ଚାଇନିଜ ମାଞ୍ଜା ଉତ୍ପାଦନ ତଥା ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଜାରି କରାଯାଇଥିବା ବିଜ୍ଞପ୍ତିରେ ତାମିଲନାଡୁ ସରକାର ଦର୍ଶାଇଛନ୍ତି ଏହି ମାଞ୍ଜା ମଣିଷ ଏବଂ ପ୍ରାଣୀମାନଙ୍କ ପାଇଁ ବିପଜ୍ଜନକ ଅଟେ। ବେଳେବେଳେ ଏହା ଯୋଗୁ ଗୁରୁତର ଆଘାତ ହେବା ସହିତ ମୃତ୍ୟୁ ମଧ୍ୟ ଘଟିିଥାଏ ।

ପରିବେଶ, ପାଣିପାଗ ଏବଂ ଜଙ୍ଗଲ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁପ୍ରିୟା ସାହୁ ଏହି ବିଜ୍ଞପ୍ତିକୁ କାର୍ଯ୍ୟକାରୀ କରିଛନ୍ତି। ସେ କହିଛନ୍ତି ପ୍ରତିବନ୍ଧକ ଉଲ୍ଲଂଘନ କଲେ ପରିବେଶ ସୁରକ୍ଷା ଅଧିନିୟମ, ୧୯୮୬ ଅନୁଯାୟୀ ସମ୍ପୃକ୍ତ ବ୍ୟକ୍ତି ଦଣ୍ଡିତ ହେବେ। ତାଙ୍କ ଉପରେ ଜରିମାନା ଲାଗୁ ହେବ। ୨୦୧୭ ରେ, ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ ଗୁଡ଼ି ଉଡ଼ାଇବାରେ ଚାଇନିଜ ମାଞ୍ଜା ଏବଂ ଅନ୍ୟାନ୍ୟ ନାଇଲନ ସୂତା ବ୍ୟବହାର ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri