Posted inଜାତୀୟ

ଦିଲ୍ଲୀରେ ୩ ଦିନ ବନ୍ଦ ରହିବ ଅନ୍‌ଲାଇନ ଅର୍ଡର

ନୂଆଦିଲ୍ଲୀ,୫।୯: ଜି -୨୦ ଶିଖର ସମ୍ମିଳନୀ ଯୋଗୁ ରାଜଧାନୀ ଦିଲ୍ଲୀରେ ଅନେକ ପ୍ରତିବନ୍ଧକ ଲଗାଯାଇଛି। ଏହି କ୍ରମରେ ଦିଲ୍ଲୀ ପୋଲିସ ସୋମବାର ଏକ ଘୋଷଣା କରିଛି। ଘୋଷଣା ଅନୁଯାୟୀ, ଜି -୨୦ ସମ୍ମିଳନୀ ଯୋଗୁ ସେପ୍ଟେମ୍ବର ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀରେ ଅନ୍‌ଲାଇନ ଅର୍ଡର ଏବଂ ଅନ୍ୟାନ୍ୟ ସେବା ଯୋଗାଇବା ଉପରେ ପ୍ରତିବନ୍ଧକ ଲଗାଯିବ।

ସ୍ବତନ୍ତ୍ର ପୋଲିସ କମିଶନର ସ୍‌ଏସ.ଏସ ଯାଦବ କହିଛନ୍ତି ଯେ, ଦିଲ୍ଲୀର ସମସ୍ତ କ୍ଲାଉଡ କିଚେନ୍‌, ବାଣିଜ୍ୟିକ ପ୍ରତିଷ୍ଠାନ, ବଜାର, ଖାଦ୍ୟ ବିତରଣ ଏବଂ ବାଣିଜ୍ୟିକ ବିତରଣ ସେବା ସେପ୍ଟେମ୍ବର୮ ରୁ ୧୦ପର୍ଯ୍ୟନ୍ତ ବନ୍ଦ ରହିବ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ନୂଆଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେଶନ (ଏନଡିଏମସି) ଅଞ୍ଚଳରେ ଆମାଜନ ଏବଂ ଫ୍ଲିପକାର୍ଟ ଭଳି କମ୍ପାନୀ ମାଧ୍ୟମରେ ଡେଲିଭରୀ କରାଯାଉଥିବା ଅର୍ଡର ମଧ୍ୟ ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

ମୁକୁଳା ୧୧ କେଭି ଟ୍ରାନ୍ସଫର୍ମର ସାଙ୍ଗକୁ ଗଭୀର ଗର୍ତ୍ତ: ବଡ଼ ଅଘଟଣ ଆଶଙ୍କାରେ ଧୁଲିଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର,୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୁଲିଗୁଡ଼ା (ମାନିଆଁଗୁଡ଼ା) ଠାରେ ବିଦ୍ୟୁତ ବିଭାଗର ଅବହେଳା ଦେଖିବାକୁ ମିଳିଛି । ଥୁଆମୂଳ…

ଲେବଲକ୍ରସିଂ ପାର୍‌ ବେଳେ ଧକ୍କା ଦେଲା ଟ୍ରେନ୍‌, ଆଉ ତା’ପରେ ଯାହା ଘଟିଲା…

ଭଦ୍ରକ,୭।୬(ସନାତନ ରାଉତ): ଭଦ୍ରକ-ଧାମରା ରେଳପଥର ତିହିଡି଼ ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ରାସ୍ତା ଲେବଲକ୍ରସିଂ ନିକଟରେ ରବିବାର ଏକ ଟ୍ରେନ ଧକ୍କାରେ ଜଣେ ବାଇକ୍‌ ଆରୋହୀ…

ଋଣ ଆଦାୟ ଟଙ୍କା ଆତ୍ମସାତ ଅଭିଯୋଗ, ଫାଇନାନ୍ସ କର୍ମଚାରୀ ଗିରଫ

ବଞ୍ଚୋ/ଆନନ୍ଦପୁର/ହାଟଡିହୀ,୭ା୬(ପ୍ରଦୋଷ କୁମାର/ବିଶ୍ୱାଳସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ ): ଋଣଗ୍ରାହକଙ୍କ ଠାରୁ ଆଦାୟ ହୋଇଥିବା ଇଏମଆଇ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଘସିପୁରା ପୋଲିସ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ…

ଘରେ କେହି ନଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର, ସହଯୋଗ କରିଥିଲେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଅଭାବନୀୟ ଘଟଣା ଦେଖାଯାଇଛି । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…

ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍‌ ଷ୍ଟପ୍‌ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ…

‘କକ୍ରୋଚ ଜନତା ପାର୍ଟି’, ପରେ ‘ପିମ୍ପୁଡ଼ି ଜନତା ପାର୍ଟି’ ନୂଆ ଦଳ ଗଠନ କଲେ ପୂର୍ବତନ ଭାଜପା ନେତା

ମେରଠ,୭।୬: ମେରଠରେ ଏକ ନୂଆ ରାଜନୈତିକ ଦଳ ଗଠନ ଘୋଷଣା କରାଯାଇଛି। ପୂର୍ବତନ ଭାଜପା ନେତା ଅନୁପ ରାଘବ ‘ଚିଣ୍ଟିି ଜନତା ପାର୍ଟି’ ନାମରେ ଏକ ସଂଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri