Posted inଜାତୀୟ

ଫେବୃୟାରୀ ୧୦ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ଏକ୍‌ଜିଟ୍‌ ପୋଲ୍‌ ଉପରେ ରୋକ…

ନୂଆଦିଲ୍ଲୀ, ୨୯।୧ : ଆଗକୁ ୫ ଟି ରାଜ୍ୟରେ ବିଧାନସଭା ନିର୍ବାଚେନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଫେବୃୟାରୀ ୧୦ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ଏକ୍‌ଜିଟ୍‌ ପୋଲ୍‌ ଉପରେ ରୋକ ଘୋଷଣା କରାଯାଇଛି। ଏହାର ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କମିଶନଙ୍କ ପକ୍ଷରୁ କୁହାଯାଇଛି।

ଫେବୃୟାରୀ ୧୦ ସକାଳ ୭ଟା ଠାରୁ ମାର୍ଚ୍ଚ ୭ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ।

ବିଧାନସଭା ନିର୍ବାଚନ ହେବାକୁଥିବା ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆ ପାଇଁ ଏହି ନିର୍ଦ୍ଦେଶ ଜାରି ହୋଇଛି ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆରେ ପୁଣି ବଢ଼ିଲା କର୍ଫ୍ୟୁ

ପାନାଜି,୨୯ା୫: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ସଂକ୍ରମଣ ବଢୁଥିବାରୁ ଅଧିକାଂଶ ରାଜ୍ୟରେ ଲଗାତର ଲକ୍‌ଡାଉନ୍‌ ଏବଂ ନାଇଟ୍‌ କର୍ଫ୍ୟୁ କ୍ରମାଗତ ଭାବେ ବଢ଼ାଯାଉଛି।କରୋନା...

ଉତ୍ତର ପ୍ରଦେଶରେ ହେବ ଦେଶର ସବୁଠାରୁ ସୁନ୍ଦର ଫିଲ୍ମ ସିଟି: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୧୯ ।୯: ଗୋଟିଏ ପଟେ ମୁମ୍ବାଇ ଫିଲ୍ମ ସିଟିକୁ ନେଇ ବିବାଦ ଲାଗି ରହିଥିବା ବେଳେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଦେଶର...

ସ୍ବାଇନ୍‌ ଫ୍ଲୁରେ ଭାଜପା ନେତାଙ୍କ ମୃତ୍ୟୁ

ଲୁଧିଆନା,୨୨।୬: ଚଳିତ ବର୍ଷ ପଞ୍ଜାବରେ ସ୍ବାଇନ୍‌ ଫ୍ଲୁରେ ପ୍ରଥମ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ଲୁଧିଆନାରେ ୪୬ ବର୍ଷ ବୟସ୍କ ଆଡଭୋକେଟ ତଥା ଭାଜପା ନେତା...

ନିର୍ଭୟା ମାମଲାକୁ ୭ ବର୍ଷ: କେନ୍ଦ୍ର ଆଣିଛି କଠୋର ଆଇନ; ତଥାପି ଥମୁନି ବର୍ବରତା

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଠିକ୍‌ ସାତ ବର୍ଷ ପୂର୍ବେ ଦେଶକୁ ସ୍ତବ୍ଧ କରିଦେଇଥିଲା ନିର୍ଭୟା ମାମଲା। ୨୩ ବର୍ଷୀୟା ପାରାମେଡିକାଲ ଛାତ୍ରୀଙ୍କୁ ଚଳନ୍ତା ବସ୍‌ରେ ଗଣବଳାତ୍କାର ପରେ ଫିଙ୍ଗିଦିଆଯାଇଥିଲା।...

ଫାରୁକ୍‌ ଅବଦୁଲ୍ଲା ହସ୍ପିଟାଲରେ ଭର୍ତ୍ତି

ଶ୍ରୀନଗର,୩।୪: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନ୍ସ୍‌ର ଅଧ୍ୟକ୍ଷ ଫାରୁକ୍‌ ଅବଦୁଲ୍ଲାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମାର୍ଚ୍ଚ ୩୦ରେ ତାଙ୍କ ନମୁନା ପରୀକ୍ଷା ରିପୋର୍ଟ...

ପୁଣି ଆସିବ ତିନି ତଲାକ୍‌ ବିଲ୍‌

ନୂଆଦିଲ୍ଲୀ,୪ା୬(ପି.ଟି.)-ତତ୍କାଳ ତିନି ତଲାକ୍‌ ପ୍ରଥାକୁ ନିଷିଦ୍ଧ କରିବା ଲାଗି ସରକାର ପାର୍ଲାମେଣ୍ଟରେ ପୁଣି ଥରେ ବିଲ୍‌ ଆଣିବେ। କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ସୋମବାର...

କରୋନା ଲଢ଼େଇରେ ଜିତି ବି କାହିଁକି ଆକ୍ରାନ୍ତଙ୍କ ଘଟୁଛି ମୃତ୍ୟୁ, ବିଶେଷଜ୍ଞ ଦେଲେ ଉତ୍ତର…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ସୁସ୍ଥ ହୋଇ ସାରିଥିବା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାରୁ ଲୋକେ...

ପାକିସ୍ତାନର ରାଷ୍ଟ୍ରନୀତି ଆତଙ୍କବାଦ: ରାଜନାଥ ସିଂ

ନୂଆଦିଲ୍ଲୀ,୭।୧୨: ପାକିସ୍ତାନର ରାଷ୍ଟ୍ରନୀତି ହେଉଛି ଆତଙ୍କବାଦ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ ଅବସରରେ ଭାରତୀୟ ସେନାଙ୍କୁ ସମ୍ବୋଧିତ କରି ଏଭଳି...

Advertisement
Archives

Model This Week