Posted inଜାତୀୟ

ସାରା ଦେଶରେ ଆଜିଠାରୁ ବନ୍ଦ ସିଙ୍ଗଲ ୟୁଜ ପ୍ଲାଷ୍ଟିକ

ନୂଆଦିଲ୍ଲୀ,୧ ।୭: ସାରା ଦେଶରେ ଶୁକ୍ରବାର ଅର୍ଥାତ୍ ଜୁଲାଇ ପହିଲାରୁ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ବସ୍ତୁର ଉତ୍ପାଦନ, ବିକ୍ରି ଓ ବ୍ୟବହାର ଉପରେ ପ୍ରତିବନ୍ଧକ ଲାଗାଯାଇଛି । ପ୍ଲାଷ୍ଟିକ ଆବର୍ଜନା ପ୍ରବନ୍ଧନ ନିୟମ ଆଧାରରେ ସିଙ୍ଗଲ ୟୁଜ ପ୍ଲାଷ୍ଟିକର ପାଖାପାଖି ୧୯ଟି ବସ୍ତୁ ଉପରେ ଏହି ପ୍ରତିବନ୍ଧକ ଲଗାଯାଇଛି । ଏଥିରେ ରହିଛି ଥର୍ମୋକୁଲରେ ପ୍ରସ୍ତୁତ ପ୍ଲେଟ, କପ, ଗ୍ଲାସ, କଣ୍ଟା ଚମାଚ, ଛୁରି, ଗିନା, ଟ୍ରେ, ମିଠା ଡବାରେ ଦିଆଯାଇଥିବା ଫିଲ୍ମ, ନିମନ୍ତ୍ରଣ କାର୍ଡ, ସିଗାରେଟ ପ୍ୟାକେଟର ଫିଲ୍ମ, ପ୍ଲାଷ୍ଟିକ ପତାକା, ବେଲୁନରେ ବ୍ୟବହାର ହେଉଥିବା କାଠି ଓ ଆଇସକ୍ରିମରେ ଲାଗୁଥିବା ଷ୍ଟିକ, କ୍ରିମ, କ୍ୟାଣ୍ଡି ଷ୍ଟିକ ଓ ୧୦୦ ମାଇକ୍ରୋନରୁ କମ୍ ବ୍ୟାନର ।

ଅଗଷ୍ଟ ୨୦୨୧ର ଅଧିସୂଚନା ନିୟମ ଓ ୨୦୨୨ରେ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ବା ଏକକ ବ୍ୟବହାର ପ୍ଲାଷ୍ଟିକକୁ ଶେଷ କରିବାକୁ ୩୧ ଡିସେମ୍ବର ୨୦୨୨ ପର୍ଯ୍ୟନ୍ତ ପ୍ଲାଷ୍ଟିକ କ୍ୟାରି ବ୍ୟାଗର ମୋଟେଇକୁ ୭୫ ମାଇକ୍ରନରୁ ବଢାଇ ୧୨୦ ମାଇକ୍ରନ୍ କରାଯିବ । ସିଙ୍ଗଲ ୟୁଜ ପ୍ଲାଷ୍ଟିକକୁ ଶେଷ କରିବାକୁ ମୋଟା କ୍ୟାରିବ୍ୟାଗକୁ ବ୍ୟବହାର ପାଇଁ ଅନୁମତି ମିଳିବ । ଏହି ନିଷେଧାଦେଶକୁ କାର୍ଯ୍ୟକାରୀ କରିବାକୁ ଜାତୀୟ ତଥା ରାଜ୍ୟ ସ୍ତରରେ ନିୟନ୍ତ୍ରଣ କକ୍ଷ ଗଠନ କରାଯିବ ଏବଂ ବେଆଇନ ଉତ୍ପାଦନ, ଆମଦାନୀ, ବଣ୍ଟନ, ନିଷିଦ୍ଧ ପ୍ଲାଷ୍ଟିକ ସାମଗ୍ରୀର ବିକ୍ରି ଯାଞ୍ଚ ପାଇଁ ଅଧିକାରୀଙ୍କ ଏକ ଟିମକୁ ଦାୟିତ୍ୱ ଦିଆଯିବ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri