Posted inଜାତୀୟ

ପିଏଫ୍‌ଆଇ ବ୍ୟାନ୍‌ ଉପରେ କେନ୍ଦ୍ରକୁ ସମାଲୋଚନା କଲେ ମାୟାବତୀ

ଲକ୍ଷ୍ନୌ,୧।୧୦: ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ବ୍ୟାନ୍‌ କରିବା ନେଇ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ମୁଖ୍ୟ ମାୟାବତୀ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ଆଗାମୀ ଦିନରେ ବିଭିନ୍ନ ରାଜ୍ୟରେ ହେବାକୁ ଥିବା ନିର୍ବାଚନକୁ ଦୃଷ୍ଟିରେ ରଖି ଭାଜପା ସରକାର ଏପରି ନିଷ୍ପତ୍ତି ନେଇଥିବା ମୟାବତୀ କହିଛନ୍ତି।

ପିଏଫ୍‌ଆଇକୁ ବ୍ୟାନ୍‌ କରିବା ପଛରେ କେନ୍ଦ୍ର ସରକାରଙ୍କ ରାଜନୈତିକ ସ୍ବାର୍ଥ ରହିଛି। ନିଜ ଟୁଇଟର ପୋଷ୍ଟରେ ମାୟାବତୀ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ ବ୍ୟାନ୍‌ କରିବା ପାଇଁ ଦାବି କରିଛନ୍ତି। ଯଦି ପିଏଫ୍‌ଆଇ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ବ୍ୟବସ୍ଥା ପାଇଁ ଘାତକ ତେବେ ଅନ୍ୟ ଦଳକୁ ତୁରନ୍ତ ବ୍ୟାନ୍‌ କରାଯିବା ଜରୁରୀ ବୋଲି ମାୟାବତୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

୧୫୦ ହଜିଥିବା ମୋବାଇଲ୍  ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍‌ ଫେରିପାଇଲେ…

ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ଆଜି କାଲି କହି ଭଣ୍ଡାଉଛନ୍ତି ପୋଷ୍ଟ ଅଫିସ କର୍ମଚାରୀ: ଉପଭୋକ୍ତା ଅତିଷ୍ଠ

ଗଞ୍ଜାମ,(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବଡ଼ ବଜାର ସ୍ଥିତ ପୋଷ୍ଟ ଅଫିସର କର୍ମଚାରୀମାନଙ୍କ ମନମୁଖୀ ଆଚରଣ ନେଇ ଗ୍ରାହକମାନେ ଅତିଷ୍ଠ ହୋଇପଡ଼ିଛନ୍ତି। ଏମିତିକି ଗ୍ରାହକମାନଙ୍କ ସହ କର୍ମଚାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri