ବିକ୍ରି ଉପରେ କଟକଣା, ତଥାପି ଚାଲିଥିଲା ବାଣ କାରଖାନା

ଆସିକା,୧ା୧୧(ଡି.ଏନ.ଏ.): ଆସିକା-ବ୍ରହ୍ମପୁର ୫୯ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ନଳବଣ୍ଟା ଗ୍ରାମରେ ପୋଲିସ ଚଢାଉ କରି ବାଣ ପ୍ରସ୍ତୁତି କାରଖାନାରୁ ବହୁ ପରିମାଣର ବାଣ ଓ ବାରୁଦ ଜବତ କରିଛି । ଏସବୁର ମୂଲ୍ୟ ପ୍ରାୟ ୧୦ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି। ଏହି କାରବାରରେ ପୋଲିସ ଉକ୍ତ ଗ୍ରାମର ମାଧବ ବେହେରାଙ୍କୁ ଗିରଫ କରିଛି । ଏନେଇ ଆସିକା ଥାନାରେ ଏକ ମାମଲା(ନଂ.୭୧୮/୨୧) ରୁଜୁ କରିଛି। ଏହାପୂର୍ବରୁ କାଳଷଣ୍ଢପୁର, ଖଣ୍ଡଦେଉଳି ଓ ପାଟଳିଗୁଡା ଗ୍ରାମରେ ପୋଲିସ ଚଢାଉ କରି ୫ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଘରୁ ପ୍ରାୟ ୧୦ ଲକ୍ଷ ଟଙ୍କାର ବାଣ ଓ ବାରୁଦ ଜବତ କରିଥିଲା। ସୂଚନାଯୋଗ୍ୟ, ଗଞ୍ଜାମ ଜିଲାରେ ବାଣ ପ୍ରସ୍ତୁତିରେ ନଳବଣ୍ଟା ଗ୍ରାମର ଏକ ସ୍ବତନ୍ତ୍ର ପରିଚୟ ରହିଛି। ବର୍ଷସାରା ଏଠାରୁ ଜିଲା ତଥା ଜିଲା ବାହାରକୁ ଲକ୍ଷ ଲକ୍ଷ ଟଙ୍କାର ବାଣ ଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri