ବୁଧବାର ୩ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୨।୩: ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ସା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ୩ ଘଣ୍ଟା ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ନୀତି ହେବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୫: ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ଯୋଗୁଁ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ଏବଂ ଦିନ...

ସୂଚନାଦାତା ସନ୍ଦେହରେ ଯୁବକଙ୍କୁ ମାଓବାଦୀଙ୍କ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁରରେ ମାଓବାଦୀମାନେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି। ଗୁରୁତର ଅବସ୍ଥାରେ ଆହତ ବ୍ୟକ୍ତିଙ୍କୁ ସୁରକ୍ଷା କର୍ମୀମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି।...

ବିଳମ୍ବରେ ଆସିଲେ କଟିବ ଦରମା, କଠୋର ହେଲା BMC

ଭୁବନେଶ୍ୱର,୮ା୫: ଏଣିକି ବିଳମ୍ବରେ ଆସିଲେ କର୍ମଚାରୀ ମାନଙ୍କର ଦରମା କାଟିବ ଭୁବନେଶ୍ୱର ମହାନଗର ନିଗମ(ବିଏମସି)। ବିଳମ୍ବରେ ଅଫିସ୍ ଆସୁଥିବା କର୍ମଚାରୀଙ୍କ ପ୍ରତି କଠୋର ହୋଇଛି ବିଏମସି।...

ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର):  ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ...

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଖଇରପୁଟରେ ବୁଧବାର ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଭାଜପା କର୍ମୀମାନେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ମୁଦୁଲିପଡ଼ା...

୧୫ ମିନିଟ୍‌ ଅନ୍ଧାରରେ ରହିଲା ଶ୍ରୀମନ୍ଦିର

ପୁରୀ,୮ା୫: ଶ୍ରୀମନ୍ଦିର ବୁଧବାର ରାତିରେ ୧୫ ମିନିଟ୍‌ ପର୍ଯ୍ୟନ୍ତ ଅନ୍ଧକାରରେ ରହିଥିଲା। ପାଓ୍ବାର କଟ୍‌ ହେବାରୁ ୧୫ରୁ ୨୦ ମିନିଟ୍‌ ଧରି ଶ୍ରୀମନ୍ଦିର ଅନ୍ଧାର ହୋଇଯାଇଥିଲା।...

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର...

ରାଜନୀତି ସରଗରମ: ଆଉ ୫ ଦିନ ପରେ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା କ୍ଷେତ୍ରର କେସିଙ୍ଗା ବ୍ଳକରେ ରାଜନୈତିକ ଉଷ୍ମତା ବଢ଼ିଚାଲିଛି। ଆସନ୍ତା ୧୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri