ଆଜି ୩ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୪।୭: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ଅନୁଷ୍ଠିତ ହେବ। ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ସେଥିପାଇଁ ସା ୬ରୁ ରାତି ୯ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ହେଲେ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ। ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri