ଆଜି ଶ୍ରୀମନ୍ଦିରରେ ବନକଲାଗି: ୪ ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୧୫।୧୨: ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହି ସ୍ବତନ୍ତ୍ର ନୀତି ପ୍ରାୟ ଚାରି ଘଣ୍ଟା ଧରି ଚାଲିବ । ଏଥିପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ ପାଇଁ ଭକ୍ତମାନଙ୍କୁ ଶ୍ରୀମନ୍ଦିର ଭିତରକୁ ଛଡାଯିବ ବୋଲି ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି । ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବା ପରେ ପୁଣି ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri