ଆଜି ଶ୍ରୀମନ୍ଦିରରେ ବନକଲାଗି: ୪ ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୧୫।୧୨: ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହି ସ୍ବତନ୍ତ୍ର ନୀତି ପ୍ରାୟ ଚାରି ଘଣ୍ଟା ଧରି ଚାଲିବ । ଏଥିପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ ପାଇଁ ଭକ୍ତମାନଙ୍କୁ ଶ୍ରୀମନ୍ଦିର ଭିତରକୁ ଛଡାଯିବ ବୋଲି ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି । ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବା ପରେ ପୁଣି ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କାଠ ବୋଝେଇ ଟ୍ରାକ୍ଟର ଜବତ୍‌, ଜଣେ ଗିରଫ

ଖପ୍ରାଖୋଲ, ୨୧ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ହରିଶଙ୍କର ରେଞ୍ଜ ସାନ ବାଂଜିପାଲି ଗାଁ ନିକଟରେ ଜଙ୍ଗଲ ବିଭାଗ ଚଢାଉ କରି ସୋମବାର ବିଳମ୍ବିତ ରାତିରେ ଖଇର କାଠ...

ରାଜଧାନୀରେ ଚାଞ୍ଚଲ୍ୟ: ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ରାଜଧାନୀର ନାଲ୍‌କୋ ଛକରେ ଥିବା ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଛି । ଯୁବକଙ୍କୁ କେହି ହତ୍ୟା ପରେ ଏଠାରେ...

ଏମାର ମଠରେ ଖନନ, ମିଳିଲାନି ଗୁପ୍ତଧନ

ପୁରୀ ଅଫିସ, ୫ା୨: ପୁଣି ଚର୍ଚ୍ଚାରେ ସବୁଠାରୁ ବିତ୍ତଶାଳୀ ମଠ ପୁରୀର ଏମାର ମଠ। ପ୍ରାୟ ୫ମାସର ବ୍ୟବଧାନ ପରେ ପୁନର୍ବାର ଶୁକ୍ରବାର ପ୍ରଶାସନ ପକ୍ଷରୁ...

ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ହାଲୁକା ପବନ

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଗତ ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୪ କିଲୋମିଟର ବେଗରେ ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେଉଛି ।...

ଲକ୍‌ଡାଉନ ବଢାଇଲା ଚାଷୀଙ୍କ ଦୁର୍ଦ୍ଦଶା

କର୍ଲାମୁଣ୍ଡା, ୧୩ା୪(ଡି.ଏନ.ଏ.) ଲକ୍‌ଡାଉନ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳର ପରିବା ଓ ତରଭୁଜ ଚାଷୀ ସଙ୍କଟରେ ପଡିଛନ୍ତି। ଚଳିତ ବର୍ଷ ଅନୁକୂଳ ପାଗ...

ରାଜ୍ୟରେ ପୁଣି ୪୧୮ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୪୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୭...

ଅଧାଗଢ଼ା ରହିଗଲା ବ୍ରହ୍ମତାଳଧ୍ୱଜ ରଥ: ଝୁଲଣ ଘରେ ମାଉସୀମା’ ଆଡ଼ପ ମଣ୍ଡପ

କେନ୍ଦ୍ରାପଡ଼ା ଅଫିସ,୧୯ା୬: କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରଠାରେ ପ୍ରସ୍ତୁତ ହେଉଥିବା ବ୍ରହ୍ମତାଳଧ୍ୱଜ ରଥ ଅଧାଗଢ଼ା ହୋଇ ରହିଗଲା। ଚଳିତବର୍ଷ ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉ ଏହି ରଥରେ...

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଗୁଳି କରି ହତ୍ୟା: ଦେଢମାସ ପରେ ମାଟିତଳୁ ଉଦ୍ଧାର ହେଲା ମୃତଦେହ

ଆର୍‌.ଉଦୟଗିରି,୨୭ା୯(ଡି.ଏନ୍‌.ଏ.)-ଆର୍‌.ଉଦୟଗିରି ଥାନା ଅବାରସିଂ ପଞ୍ଚାୟତ ଗୁଣ୍ଡୁଲୁ ଗ୍ରାମର ଜଣେ ବୃଦ୍ଧଙ୍କ ମୃତଦେହ ଦେଢମାସପରେ ପୋଲିସ ମାଟିତଳୁ ଉଦ୍ଧାର କରିଛି। ଗୁଣିଗାରେଡିକୁ ନେଇ ତାଙ୍କୁ ଅଗଷ୍ଟ ୯...

Advertisement
Archives

Model This Week