ପାଚିଲା କଦଳୀ ଖାଇଲେ ଦୂର ହେବ ଏସବୁ ସମସ୍ୟା

କଦଳୀ କଞ୍ଚା ହେଉ କି ପାଚିଲା, ଏଥିରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ପାଚିଲା କଦଳୀ ଖାଇଲେ ତାହା ପାଚନ କ୍ରିୟାକୁ ଆହୁରି ସକ୍ରିୟ କରାଇଥାଏ। ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି ଯେ, ଯଦି ଜଣେ ଉଚ୍ଚ ରକ୍ତଚାପ ରୋଗୀ ନିୟମିତ ଦୁଇଟି ପାଚିଲା କଦଳୀ ଖାଆନ୍ତି, ତେବେ ତାଙ୍କର ରକ୍ତଚାପ ସନ୍ତୁଳିତ ରହିଥାଏ। ଆଉ ଏକ ଖାସ୍‌ କଥା ହେଲା ୟୁନିଭର୍ସିଟି ଅଫ୍‌ ଟୋକିଓର ପୁଷ୍ଟିବିଜ୍ଞାନୀମାନେ ଜାଣିପାରିଛନ୍ତି ଯେ ପାଚିଲା କଦଳୀ ଖାଇଲେ ତାହା ଅବସାଦଠାରୁ କେତେକାଂଶରେ ଦୂରେଇ ରଖିଥାଏ। କ୍ୟାଲସିୟମର ଅନ୍ୟତମ ପ୍ରମୁଖ ଉତ୍ସ ହେଲା ପାଚିଲା କଦଳୀ। ଏହା ମଧ୍ୟ ଶରୀରକୁ ସୁସ୍ଥ ରଖିବାରେ ଅନେକାଂଶରେ ସାହାଯ୍ୟ କରିଥାଏ। କେବଳ ସେତିକି ନୁହେଁ, ହୃତ୍‌ପିଣ୍ଡର କାର୍ଯ୍ୟଧାରାକୁ ଆହୁରି ସକ୍ରିୟ କରେ। ଆନିମିଆ ସହ ଲଢ଼ିବା ଶକ୍ତି ମଧ୍ୟ ପାଚିଲା କଦଳୀ ପାଖରେ ରହିଛି। ଶରୀରରେ ଅମ୍ଳଜାନଜନିତ ପ୍ରଦାହ ସୃଷ୍ଟି କରିବାକୁ ଦେଇ ନ ଥାଏ ପାଚିଲା କଦଳୀ। ଏହା ମଧ୍ୟ କୋଷ୍ଠକାଠିନ୍ୟ ସମସ୍ୟାକୁ ଦୂର କରେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲ୍‌କା ଡଟ୍‌ ଫ୍ୟାଶନ

ସମୟାନୁସାରେ ଫ୍ୟାଶନରେ ମଧ୍ୟ ପରିବର୍ତ୍ତନ ଆସିଥାଏ। କିନ୍ତୁ ପୋଲ୍‌କା ଡଟ୍‌ ଫ୍ୟାଶନ ହେଉଛି ଏମିତି ଏକ ଟ୍ରେଣ୍ଡ ଯାହା କେବେ ବି ଆଉଟ୍‌ ଅଫ୍‌ ଫ୍ୟାଶନ...

ସ୍ତ୍ରୀଙ୍କ ପାଖରେ ଏହି ୫ ଗୁଣ ଥିଲେ ଭାଗ୍ୟଶାଳୀ ହୋଇଥାନ୍ତି ପୁରୁଷ

ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବା ପାଇଁ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁ ବ୍ୟକ୍ତି ଏହାକୁ ଅନୁସରଣ କରେ ତାର ଜୀବନରୁ...

ଜୀବନ ବରବାଦ କରିଦିଅନ୍ତି ଏହି ଝିଅ

ନାରୀ ଘର ଭାଙ୍ଗିଥାଏ ଏବଂ ଗଢ଼ିଥାଏ ମଧ୍ୟ। ତେବେ ପ୍ରତେକ ବ୍ୟକ୍ତିଙ୍କ ଜୀବନରେ ଜଣେ ମହିଳା ବା ନାରୀର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ। କିନ୍ତୁ ଏହି...

ଓଜନ କମାଇବାକୁ ଚାହୁଁଥିଲେ…

ଲଣ୍ଡନ: ବ୍ରିଟେନ୍‌ର ବ୍ରିଘମ୍‌ ୟଙ୍ଗ୍‌ ୟୁନିଭର୍‌ସିଟିର ବିଶେଷଜ୍ଞମାନେ ଏକ ଗବେଷଣା କରି କହିଛନ୍ତି, ଓଜନ କମାଇବା ପାଇଁ ବ୍ୟାୟାମ ଜରୁରୀ। ତେଣୁ ବିଶେଷଜ୍ଞମାନେ ୧୨୦ ଛାତ୍ରୀଛାତ୍ରଙ୍କୁ...

ଲକ୍ଷଣ ବଦଳାଉଛି କରୋନା

କରୋନା ମହାମାରୀ ବ୍ୟାପିବାର ଦୁଇବର୍ଷ ବିତିଗଲାଣି। ବର୍ତ୍ତମାନ ପର୍ଯ୍ୟନ୍ତ ସାରା ବିଶ୍ୱରେ କୋଟି କୋଟି ଲୋକ ସଂକ୍ରମିତ ବି ହୋଇସାରିଛନ୍ତି। ଏହି ସମୟରେ କିଙ୍ଗ୍‌ସ କଲେଜ...

ମେଦବହୁଳତା ସମସ୍ୟା ନେଇ ଚିନ୍ତିତ କି ? ଖାଆନ୍ତୁ ଏହି ୫ ଫଳ

ପରିବର୍ତ୍ତିତ ଜୀବନଶୈଳୀ ମେଦବହୁଳତାର ମୁଖ୍ୟ କାରଣ। ଛୋଟରୁ ବଡ଼ ପ୍ରାୟ ସମସ୍ତେ ଏହାର ଶିକାର ହେଉଛନ୍ତି। ଏଥିରୁ ମୁକ୍ତି ପାଇବା ଲାଗି ନିଜ ଖାଦ୍ୟପେୟରେ ବିଶେଷ...

ସ୍ତନ୍ୟପାନ ଲାଗି ପ୍ରୋତ୍ସାହନ

ମା’ କ୍ଷୀର ମା’ କ୍ଷୀର ସବୁ ମମତାର ଗନ୍ତାଘର ସେ, ସବୁ ସେନେହର ଧାର ମା’ କ୍ଷୀର ମା’ କ୍ଷୀର ପ୍ରଭୁଙ୍କ ଆଶିଷ ଝରିଯାଏ ଯହିଁ...

ଟିଟାନ୍‌ରେ ଜୀବର ସମ୍ଭାବନା

ଟିଟାନ୍‌ ହେଉଛି ଶନିର ବୃହତ୍ତମ ଉପଗ୍ରହ। ଏହାର ବ୍ୟାସ ହେଉଛି ୫୧୫୦ କିମି ଏବଂ ଏହା ହେଉଛି ସୌରଜଗତର ଦ୍ୱିତୀୟ ବୃହତ୍ତମ ଗ୍ରହ। ସୌରଜଗତର ବୃହତ୍ତମ...

Advertisement
Archives

Model This Week