କଦଳୀ ଡଜନ ୫୦୦, ଅଙ୍ଗୁର କିଲୋ ୧୬୦୦ ଟଙ୍କା

ଇସଲାମାବାଦ୍‌,୨୭।୩: ପାକିସ୍ତାନରେ ଅର୍ଥନୈତିକ ସଙ୍କଟର ପ୍ରଭାବ ରମଜାନ ମାସରେ ପଡିଛି। ଏଠାରେ ଏକ ଡଜନ କଦଳୀ ମୂଲ୍ୟ ୫୦୦ ଟଙ୍କାରେ ପହଞ୍ଚିଛି। କେବଳ ଏତିକି ନୁହେଁ, ବର୍ତ୍ତମାନ ପାକିସ୍ତାନରେ ଅଙ୍ଗୁର କିଲୋଗ୍ରାମ ୧୬୦୦ ଟଙ୍କାରେ ବିକ୍ରି ହେଉଛି।
କେବଳ କଦଳୀ ଏବଂ ଅଙ୍ଗୁର ନୁହେଁ, ଦୈନନ୍ଦିନ ଜିନିଷର ମୂଲ୍ୟ ମଧ୍ୟ ଆକାଶଛୁଆଁ ହେଉଛି। ପିଆଜ ଦର ୨୨୮.୨୮ ପ୍ରତିଶତ ବୃଦ୍ଧି ପାଇଛି। ଅଟା ମୂଲ୍ୟ ୧୨୦.୬୬ ପ୍ରତିଶତକୁ ବୃଦ୍ଧି ପାଇଛି। ଏହି ସମୟରେ ପାକିସ୍ତାନରେ ଡିଜେଲ ଦର ମଧ୍ୟ ୧୦୨.୮୪ ପ୍ରତିଶତ ଏବଂ ପେଟ୍ରୋଲ ୮୧.୧୭ ପ୍ରତିଶତ ମହଙ୍ଗା ବିକ୍ରି ହେଉଛି।
ଗରିବ ପାକିସ୍ତାନକୁ ଋଣ ଦେବା ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ଅନେକ ସର୍ତ୍ତ ରଖିଛି। ଫେବୃଆରୀ ଆରମ୍ଭରୁ ପାକିସ୍ତାନ ଏବଂ ଆଇଏମଏଫ ମଧ୍ୟରେ ୧.୧ ବିଲିୟନ ଡଲାରର ଋଣ ଛାଡକୁ ନେଇ ଆଲୋଚନା ଚାଲିଛି। ଯଦି ଆଇଏମଏଫ ଏହି ଋଣ ପ୍ରଦାନ କରେ, ତେବେ ପାକିସ୍ତାନର ଅର୍ଥନୀତି ପୁନରୁତ୍ଥାନ ପାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri