କିରୋସିନ ଢାଳି ସ୍ତ୍ରୀଙ୍କୁ ଜୀବନ୍ତ ଜାଳିଦେଲେ ସ୍ବାମୀ

କୁଚିଣ୍ଡା,୩୦୩(ଡି.ଏନ୍‌.ଏ.): ସ୍ତ୍ରୀଙ୍କୁ ଜୀବନ୍ତ ଜାଳିଦେଲେ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲା ମହୁଲପାଲି ଥାନା ଫଠାଟାଙ୍ଗର ଗ୍ରାମରେ। ସ୍ବାମୀ ରଘୁରାଜ ରଣା ସ୍ତ୍ରୀ ଲିଲିମାଙ୍କର କୌଣସି କାରଣରୁ ବଚସା ହୋଇଥିଲା। ଏଥିରେ ରାଗିଯାଇ  ରଘୁରାଜ ଏଭଳି ଭୟଙ୍କର କାଣ୍ଡ ଭିଆଇଥିଲେ।
ସୂଚନାଯୋଗ୍ୟ, ଲିଲିମା ମଙ୍ଗଳବାର ମହୁଲଫୁଲ ଗୋଟାଇ ଘରକୁ ଫେରିବା ପରେ ରଘୁରାଜ ମଦପିଇ ତାଙ୍କ ସହ ଗଣ୍ଡଗୋଳ କରିଥିଲା। ରାଗିକରି ଲିଲିମା ଗାଁରେ ଥିବା ବାପା ଘରକୁ ପଳାଇଥିଲେ। ପରେ ବାପା ଲିଲିମାକୁ ବୁଝାଇ ସ୍ବମୀ ଘରେ ରାତିରେ ଛାଡ଼ିଯାଇଥିଲେ। ମଦ ନିଶାରେ ରଘୁରାଜ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ କୁଚିଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଚ୍ଛା ମୃତ୍ୟୁ ମାଗିଲେ ଦିବ୍ୟାଙ୍ଗ: ପ୍ରଶାସନ ଡକାଇ ଆଲୋଚନା କରି ସହାୟତା ପ୍ରତିଶ୍ରୁତି ଦେଲା

ଭଦ୍ରକ ଅଫିସ, ୨୧ା୮- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଇରମ ପଞ୍ଚାୟତ ରଥପଦା ଗାଁର ଦିବ୍ୟାଙ୍ଗ ଯୁବକ ଉମାକାନ୍ତ ଦାସ(୩୧) ଟୁଇଟ କରି ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ...

ଘରୁ ବାହାରି ପାରୁନାହାନ୍ତି ୯ ପରିବାର

ବାହାନଗା, ୪।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଆରୁହାବାଡ ପଞ୍ଚାୟତ ରୂପଖଣ୍ଡ ଗ୍ରାମରେ ଥିବା ଗୋଚର ଜମି ଉପରେ ଏକ ରାସ୍ତାକୁ ଏକ ପରିବାର ପକ୍ଷରୁ...

ଫେକ୍‌ ଆକାଉଣ୍ଟରେ ନାବାଳିକାଙ୍କ ଅଶ୍ଳୀଳ ଫଟୋ, ଯୁବକ ଗିରଫ

ପାଟଣା, ୮।୯(ସ୍ବ. ପ୍ର.): ଫେସବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି କେନ୍ଦ୍ରାପଡା ଟାଉନ ଥାନା ଅଞ୍ଚଳର ଜଣେ ନାବାଳିକା ଓ ତାଙ୍କ ମା’ ବାପାଙ୍କ ଅଶ୍ଲୀଳ ଫଟୋ...

ଧାନ ବିକ୍ରି ନେଇ ଦ୍ୱନ୍ଦ୍ୱରେ ଚାଷୀ

ଆରଡ଼ି, ୬।୧(ଡି.ଏନ.ଏ.)  ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ସୁନ୍ଦରପୁର ଏବଂ ଓଳଗ ପଞ୍ଚାୟତରେ ବୁଧବାର ଧାନ ମଣ୍ଡି ଖୋଲିଛି। ଚାଷୀମାନଙ୍କ ଧାନ ବିକ୍ରୟ ବ୍ୟବସ୍ଥାକୁ ତ୍ୱରାନ୍ବିତ...

ଚିକିତ୍ସା ଲାଗି ଟଁକା ଅଭାବ୍‌: ରୋଗ୍‌ରେ ଶଢ଼ୁଛନ୍‌ ମା’ଛେଉଁଡ଼ କେଦାର

ପଦ୍ମପୁର, ୧୧।୭ (ଡି.ଏନ୍‌.ଏ.):  ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅଧୀନ ସରେଇକେଲା ପଁଚେତ୍‌ ସମ୍ବଲପୁରୀ ଗାଁର କୈଳାଶ ବରିହାକଁର ପୁଓ କେଦାର ବରିହା(୫)। ୨ ବଛତର...

ଜିଲାରେ ବଢୁଛି ଆରୋଗ୍ୟ ହାର

ଢେଙ୍କାନାଳ ଅଫିସ, ୪।୭ – ଢେଙ୍କାନାଳ ଜିଲାରେ କରୋନା ଆକ୍ରାନ୍ତ କ୍ରମାଗତ ସୁସ୍ଥ ହେବା ପ୍ରଶାସନ ପାଇଁ ଆଶ୍ୱସ୍ତି ଆଣିଛି। ଏପ୍ରିଲ୍‌ ୯ରେ ଢେଙ୍କାନାଳ ସହରରୁ...

ରଙ୍ଗଡ଼ିହି-ଜଗଦଳା ଶିଳ୍ପାଞ୍ଚଳ ରାସ୍ତା ମରଣଯନ୍ତା

କେନ୍ଦୁଝର,୧୦ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବହୁ ଉଦ୍ୟୋଗୀ ଖଣି ଓ ଶିଳ୍ପ ପ୍ରତିଷ୍ଠା କରି ଜିଲା ଖଣିଜ ପ୍ରତିଷ୍ଠାନ ପାଣ୍ଠି, ସରକାରଙ୍କୁ ରାଜସ୍ବ ଦେଉଛନ୍ତି। ରାଜ୍ୟ ସରକାର...

ସ୍ବାଧୀନତା ଦିବସରେ ଅଘଟଣ: ଜାତୀୟ ପତାକା ଉତ୍ତୋଳନ ବେଳେ ଗ୍ରାମରକ୍ଷୀଙ୍କ ଜୀବନ ଗଲା

ଖୋର୍ଦ୍ଧା ଅଫିସ,୧୫ା୮: ସମଗ୍ର ରାଜ୍ୟରେ ୭୫ତମ ସ୍ବାଧୀନତା ଦିବସ ପାଳନ କରାଯାଉଥିବା ବେଳେ ଖୋର୍ଦ୍ଧାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଙ୍କିଆ ଥାନା ସିକୋ ଫାଣ୍ଡିରେ...

Advertisement
Archives

Model This Week