ରୁଷିଆ ସୈନ୍ୟଙ୍କ ମନୋବଳ ବଢ଼ାଇବେ ବ୍ୟାଣ୍ଡ୍‌-ସର୍କସ କଳାକାର…

ମସ୍କୋ,୧୯।୧୨ : ଗତ ୧୦ ମାସ ଧରି ୟୁକ୍ରେନରେ ଯୁଦ୍ଧ କରୁଥିବା ସୈନ୍ୟଙ୍କର ମନୋବଳ ବଢ଼ାଇବା ପାଇଁ ରୁଷିଆ ବର୍ତ୍ତମାନ ଗାୟକ, ସଙ୍ଗୀତଜ୍ଞ ଏବଂ ସର୍କସ କଳାକାରଙ୍କୁ ନିୟୋଜିତ କରିବ। ଏହା ଯୁଦ୍ଧକ୍ଷେତ୍ରରେ ପୁରୁଣା ଦିନଗୁଡ଼ିକର ଅନୁଭବ ଦେବ।

ରୁଷିଆ କହିଛି ଯେ ୟୁକ୍ରେନରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସଙ୍ଗୀତକାର ଏବଂ ଗାୟକମାନଙ୍କୁ ଯୁଦ୍ଧର ଆଗ ଧାଡ଼ିରେ ନିୟୋଜିତ କରିବ। ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ଏକ ଫ୍ରଣ୍ଟ-ଲାଇନ କ୍ରିଏଟିଭ ବ୍ରିଗେଡ ଗଠନ କରିବାକୁ ଘୋଷଣା କରି କହିଛି ଯେ ଏଥିରେ ସର୍କସ କଳାକାର ମଧ୍ୟ ସାମିଲ ହେବେ। ଗୁପ୍ତଚର ସୂତ୍ରରୁ ମିଳିଥିବା ସୂଚନା ଆଧାରରେ ବ୍ରିଟେନର ପ୍ରତିରକ୍ଷା ମନ୍ତ୍ରଣାଳୟ ଏହି ସୂଚନା ଦେଇଛି।

ବ୍ରିଟେନର ଗୁପ୍ତଚର ରିପୋର୍ଟରେ ଏହା କୁହାଯାଇଛି ଯେ ରୁଷିଆ ସୈନ୍ୟଙ୍କର ମନୋବଳ ଦୁର୍ବଳ ହେବାରେ ଲାଗିଛି। ଏହି କାରଣରୁ ଯୁଦ୍ଧରେ ବାଧା ସୃଷ୍ଟି ହେଉଛି। ବ୍ରିଟେନ କହିଛି ଯେ ନୂତନ ସୃଜନଶୀଳ ବ୍ରିଗେଡ ଗଠନ ହେବା ପୂର୍ବରୁ ରୁଷିଆର ଜନସାଧାରଣଙ୍କୁ ସଙ୍ଗୀତ ଉପକରଣ ଦାନ କରିବାକୁ ଏକ ନିବେଦନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

Gen Zକୁ ମୋହନ ଭାଗବତଙ୍କ ବଡ଼ ବାର୍ତ୍ତା, ଧର୍ମ ବୃଦ୍ଧାବସ୍ଥା….

ନୂଆଦିଲ୍ଲୀ,୧୮।୯: Gen Z ଓ ଯୁବପିଢ଼ିକୁ ଧର୍ମ ନେଇ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ପ୍ରମୁଖ ମୋହନ ଭାଗବତ । ଶୁକ୍ରବାର ଉଜ୍ଜୟିନୀରେ…

ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, ବର୍ତ୍ତମାନ ରଖିଲାଣି ବଡ଼ ସର୍ତ୍ତ

ଢାକା,୧୮।୯: ବାଂଲାଦେଶରେ ତାରିକ ରହମାନଙ୍କ ନେତୃତ୍ୱାଧୀନ ପ୍ରଶାସନ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ଦାବିକୁ ନେଇ ଧମକପୂର୍ଣ୍ଣ ଆଭିମୁଖ୍ୟ ଗ୍ରହଣ କରିଛି। ଭାରତ ପ୍ରତି ଏକ ଆକ୍ରମଣାତ୍ମକ ମନୋଭାବ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?