Posted inଜାତୀୟ

ରିକ୍ସା ସହ ଧକ୍କା ହେଲା ବନ୍ଦେ ଭାରତ ଏକ୍ସପ୍ରେସ୍‌: ଚାଲିଗଲା ୩ ଜୀବନ

ମିରୁଟ,୨୯।୧୦: ମିରୁଟ କଙ୍କରଖେଡା ଅଞ୍ଚଳର କାସିମପୁର ଫାଟକରେ ଡେରାଡୁନ ଅଭିମୁଖେ ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ୍‌ ସହ ଏକ ରିକ୍ସା ଧକ୍କା ହୋଇଛି। ଫଳରେ ଜଣେ ମହିଳା ଏବଂ ତାଙ୍କର ଦୁଇ ଝିଅଙ୍କର ମୃତ୍ୟୁ ଘଟିଛି। ସୂଚନା ମୁତାବକ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଇଥିଲା।
କଙ୍କରଖେରା ବାସିନ୍ଦା ନରେଶ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ଏବଂ ଦୁଇ ଝିଅଙ୍କ ସହ ଘରକୁ ଫେରୁଥିଲେ। ରମେଶ ରିକ୍ସା ଚଳାଉଥିଲେ ଏବଂ ତାଙ୍କ ସ୍ତ୍ରୀ ଏବଂ ଝିଅ ପଛରେ ବସିଥିଲେ। ଦୁର୍ଘଟଣା ପରେ ଟ୍ରେନ କିଛି ସମୟ ପାଇଁ ଅଟକି ଯାଇ ପରେ ଡେରାଡୁନ ଅଭିମୁଖେ ଯାତ୍ରା କଲା। ପୋଲିସ ଏବଂ ଜିଆର୍‌ପି ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri