ଉତ୍କଳ ଦିବସରେ ‘ବନ୍ଦେ ଉତ୍କଳ ଜନନୀ’ର ସାମୂହିକ ଗାନ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଏପ୍ରିଲ ୧ ତଥା ଉତ୍କଳ ଦିବସ ଅବସରରେ ‘ବନ୍ଦେ ଉତ୍କଳ ଜନନୀ’ର ସାମୂହିକ ଗାନ ପାଇଁ ଆୟୋଜନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶାର ୮୭ତମ ପ୍ରତିଷ୍ଠା ଦିବସ ଅବସରରେ ଏହି ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତକୁ ସନ୍ଧ୍ୟା ୬ଟାରେ ସମୂହ ଗାନ କରାଯିବ ବୋଲି ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୟୁନିଟ୍‌- ୩ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହରେ ଯୋଗ ଦେବେ। ସେଠାରେ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ କରାଯିବା ସହ ଉତ୍କଳ ଦିବସ ଅବସରରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା ପାଠ କରାଯିବ। ଏହାସହିତ ମୁଖ୍ୟମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା ମଧ୍ୟ ପ୍ରସାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?