ବନ୍ଧନ ବ୍ୟାଙ୍କର ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର, ୩୦।୭: ବନ୍ଧନ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଏହି ବୈଠକରେ ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଆର୍ଥତ୍କ ଫଳାଫଳ ଘୋଷଣା କରାଯାଇଛି। ବ୍ୟାଙ୍କର ମୋଟ ବ୍ୟବସାୟ ୨୨% ବୃଦ୍ଧି ପାଇ ୨.୫୯ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି, ମୋଟ ଜମାରେ ବ୍ୟାଙ୍କର ଖୁଚୁରା ଅଂଶ ବର୍ତ୍ତମାନ ପ୍ରାୟ ୬୯% ରହିଛି। ବିତରଣ, ବ୍ୟବସାୟ ଦକ୍ଷତା ଏବଂ ଅନୁକୂଳ ପରିଚାଳନା ବାତାବରଣରେ ଏହାର ସମ୍ପ୍ରସାରଣ ଯୋଗୁଁ ଗତ ତ୍ରୟମାସରେ ଉତ୍ସାହଜନକ ଅଭିବୃଦ୍ଧି ଘଟିଛି। ସେହିଭଳି ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ବ୍ୟାଙ୍କର ଜମା ପୂର୍ବ ବର୍ଷର ସମାନ ସମୟ ତୁଳନାରେ ୨୩% ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri