ସୁଶାନ୍ତ ସିଂହଙ୍କ ଆତ୍ମହତ୍ୟା ଘଟଣାରେ ଫିଲ୍ମ ନିର୍ଦ୍ଦେଶକଙ୍କୁ ସମନ ଜାରି କଲା ବାନ୍ଦ୍ରା ପୋଲିସ

ମୁମ୍ବାଇ,୨।୭: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ୧୯ ଦିନ ବିତିଯାଇଥିଲେ ମଧ୍ୟ ତାଙ୍କ ପରିବାର ଲୋକେ, ସମ୍ପର୍କୀୟ ଓ ପ୍ରଶଂସକ ଏହାକୁ ଗ୍ରହଣ କରିପାରୁ ନାହାନ୍ତି। ତାଙ୍କ ଆତ୍ମହତ୍ୟା ପଛରେ କ’ଣ ରହସ୍ୟ ରହିଛି ସେନେଇ ଜାଣିବାକୁ ସମସ୍ତେ ଅପେକ୍ଷାରତ ରହିଛନ୍ତି। ତେବେ ଏହି ରହସ୍ୟକୁ ସାମ୍ନାକୁ ଆଣିବା ପାଇଁ ମୁମ୍ବାଇ ପୋଲିସ ବିଭିନ୍ନ ଆଙ୍ଗେଲରୁ ଖୋଳତାଡ଼ କରୁଛି। ଏହି କ୍ରମରେ ବାନ୍ଦ୍ରା ପୋଲିସ ବଲିଉଡ୍‌ ଫିଲ୍ମ ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭଂସାଲୀଙ୍କୁ ସମନ ଜାରି କରିଛି। ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣାରେ ତାଙ୍କୁ ପଚରା ଉଚୁରା କରିବା ପାଇଁ ପୋଲିସ ଏହି ସମନ ଜାରି କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସୁଶାନ୍ତଙ୍କ ମୃତ୍ୟୁ ପରେ ବଲିଉଡ୍‌ରେ ବଂଶବାଦକୁ ନେଇ ଚର୍ଚ୍ଚା ହୋଇଥିଲା। ଆଉ ଏଥିରେ ବଲିଉଡ୍‌ର କେତେକ ଷ୍ଟାର, ନିର୍ଦ୍ଦେଶକ ଓ ପ୍ରଯୋଜକଙ୍କ ନାଁ ଯୋଡାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିପିଇ କିଟ୍‌ ପିନ୍ଧି କରୋନା ରୋଗୀଙ୍କୁ ଭେଟିଲେ ବିଧାୟକ, ତା’ପରେ ଘଟିଲା ଏମିତି

ଅଗରତାଲା,୪।୮: କରୋନା ପ୍ରଭାବିତ ରାଜ୍ୟ ତ୍ରିପୁରାର ବିଧାୟକ ସୁଦୀପ ରାୟବର୍ମନ ପିପିଇ କିଟ୍‌ ପିନ୍ଧି କରୋନା ରୋଗୀଙ୍କୁ ଭେଟିବାକୁ ଯିବା ମହଙ୍ଗା ପଡିଛି। ପଶ୍ଚିମ ତ୍ରିପୁରାର...

ଅଯୋଧ୍ୟା ମାମଲାରେ ସୁପ୍ରିମ୍‌କୋର୍ଟଙ୍କ ରାୟକୁ ସ୍ବୀକାର କରିବି: ଇକ୍‌ବାଲ୍‌ ଅନସାରୀ

ନୂଆଦିଲ୍ଲୀ,୧୭।୧୦: ଅଯୋଧ୍ୟା ମାମଲାରେ ଏତେ ବର୍ଷ ପରେ ସୁପ୍ରିମ୍‌କୋର୍ଟ ରାୟର ନିକଟବର୍ତ୍ତୀ ହୋଇଛନ୍ତି। ଦୀର୍ଘଦିନ ଧରି ଏଠାରେ ଚାଲିଥିବା ରାଜନୀତି ଏବେ ବନ୍ଦ ହୋଇଯିବ। ସ୍ଥାନୀୟ...

ବିମାନରେ ମିଳିବ ଷ୍ଟାର୍‌ଲିଙ୍କ୍‌ ବ୍ରଡ୍‌ବ୍ୟାଣ୍ଡ

ନୂଆଦିଲ୍ଲୀ,୨।୧୧: ଆଗାମୀ ଦିନରେ ବିମାନଗୁଡ଼ିକରେ ଷ୍ଟାର୍‌ଲିଙ୍କ୍‌ ବ୍ରଡ୍‌ବ୍ୟାଣ୍ଡ୍‌ ସୁବିଧା ଉପଲବ୍ଧ ହେବ। ଏ ନେଇ ବିମାନ କମ୍ପାନୀଗୁଡ଼ିକ ସହ ଆଲୋଚନା ଚାଲିଥିବା ସୂଚନା ଦେଇଛନ୍ତି ବିଲିୟନେୟାର...

ଆଲିଆଙ୍କ ସେଲ୍ଫି

ମୁମ୍ବାଇ: ପାଖାପାଖି ୨ ବର୍ଷ ହେବ ବଲିଉଡ୍ ନାୟିକା ଆଲିଆ ଭଟ୍ଟ ଓ ରଣବୀର କପୁରଙ୍କ ଯୋଡି ରହି ଆସୁଛନ୍ତି ଚର୍ଚ୍ଚାରେ । ଏହି ଲଭ...

ଭୁଲି ପାରୁନାହାନ୍ତି ସୁକାନ୍ତି

”ଶେଖର! ତୁମେ ଜାଣିନ, ମୋ ଭାଇକୁ ମୁଁ କେତେ ଭଲ ପାଏ। ତୁମ ସହ ଯିବା ତ ଅଲଗା କଥା, ଯଦି ଭଗବାନ ଆସି ମୋତେ...

ଇମ୍ରାନ ବହୁତ ସୁନ୍ଦର ବ୍ୟକ୍ତି: ମଲ୍ଲିକା

ଇମ୍ରାନ ହାସ୍‌ମି ଯେତେବେଳେ ତାଙ୍କ କ୍ୟାରିଅର୍‌ ଆରମ୍ଭ କରିଥିଲେ, ସେତେବେଳେ ସେ ବଲିଉଡରେ ଏକ ସିରିୟଲ କିସର୍‌ ଭାବରେ ଜଣାଶୁଣା ଥିଲେ। ସେହି ସମୟରେ ମଲ୍ଲିକା...

ସଦୟ ହେଲା ‘ନିସର୍ଗ’

ମୁମ୍ବାଇ/ନୂଆଦିଲ୍ଲୀ,୪।୬: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇ ବାତ୍ୟା ‘ନିସର୍ଗ’ ପ୍ରଭାବରୁ ବର୍ତ୍ତିଯାଇଛି। ମୁମ୍ବାଇରେ ସେଭଳି କୌଣସି ବଡ଼ଧରଣର କ୍ଷୟକ୍ଷତି ହୋଇ ନ ଥିବା ଜଣାପଡ଼ିଛି। ମହାରାଷ୍ଟ୍ରର...

କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ କରୋନା

ନୂଆଦିଲ୍ଲୀ,୭।୧୦-କେନ୍ଦ୍ର ସଂସଦୀୟ ବ୍ୟାପାର ଓ କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ବୁଧବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କୋଭିଡ ରିପୋର୍ଟ ପଜିଟିଭ ଆସିଛି। ଡାକ୍ତରଙ୍କ ପରାମର୍ଶକ୍ରମେ...

Advertisement
Archives

Model This Week