Posted inଖେଳ

ଆରସିବି ସହ ଯୋଡ଼ି ହେଲେ ବାଙ୍ଗର

ବାଙ୍ଗାଲୁରୁ, ୧୦ା୨- ଭାରତୀୟ ଦଳର ପୂର୍ବତନ ବ୍ୟାଟିଂ କୋଚ୍‌ ସଞ୍ଜୟ ବାଙ୍ଗର ଆଇପିଏଲ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)ର ସହ ବ୍ୟାଟିଂ ପରାମର୍ଶଦାତା ଭାବେ ଯୋଡ଼ି ହୋଇଛନ୍ତି। ତାଙ୍କ ସହ କେବଳ ଗୋଟିଏ ସିଜନ ପାଇଁ ଚୁକ୍ତି କରିଛି ଆରସିବି। ସେ ମୁଖ୍ୟ କୋଚ୍‌ ସାଇମନ କ୍ୟାଟିଚ୍‌ଙ୍କ ନେତୃତ୍ୱରେ କାର୍ଯ୍ୟ କରିବେ। ଏମାନଙ୍କ ବ୍ୟତୀତ ଆରସିବିର କୋଚିଂ ଷ୍ଟାଫରେ ଶ୍ରୀଧରଣ ଶ୍ରୀରାମ (ବ୍ୟାଟିଂ ଓ ସ୍ପିନ ବୋଲିଂ ପରାମର୍ଶଦାତା) ଓ ଆଡାମ ଗ୍ରିଫିଥ (ବୋଲିଂ କୋଚ୍‌) ରହିଛନ୍ତି।

୨୦୧୪ରେ ବାଙ୍ଗରଙ୍କୁ ଟିମ୍‌ ଇଣ୍ଡିଆର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତ କରାଯାଇଥିଲା। ୨୦୧୯ ବିଶ୍ୱକପ୍‌ ପର୍ଯ୍ୟନ୍ତ ସେ ଏହି ପଦରେ ଥିଲେ। ଆଇପିଏଲରେ ମଧ୍ୟ ତାଙ୍କ ଅଭିଜ୍ଞତା ରହିଛି। ସେ ମୁଖ୍ୟ କୋଚ୍‌ ଥିବାବେଳେ କିଙ୍ଗ୍ସ ଏକାଦଶ ପଞ୍ଜାବ ଦଳ ଆଇପିଏଲ ଫାଇନାଲ ଖେଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫିଫା ୱାର୍ଲଡ କପ ୨୦୨୨: ଟ୍ରଫି ଅନାବରଣରେ ଗର୍ଜିୟସ ଲୁକରେ ନଜର ଆସିଲେ ଦୀପିକା

ମୁମ୍ବାଇ: ସାରା ବିଶ୍ୱରେ ଏବେ ଫିଫା ୱାର୍ଲଡ କପ ୨୦୨୨ର ଧୁମ ଚାଲିଛି । ଏହି ଟ୍ରଫିରେ ଭାରତର ଯୋଗଦାନ ବି ଯୋଡି ହୋଇଯାଇଛି ।...

ଓଡ଼ିଶା ବାଳିକାଙ୍କୁ ରୌପ୍ୟ

ଭୁବନେଶ୍ୱର, ୨୩।୧୨(ସ୍ପୋଟର୍‌ସ ବ୍ୟୁରୋ):ଜାତୀୟ ସବ୍‌ଜୁନିୟର ମହିଳା ରଗ୍‌ବୀ ଚାମ୍ପିୟନଶିପରେ ଓଡ଼ିଶା ବାଳିକା ଦଳକୁ ମିଳିଛି ରୌପ୍ୟ ପଦକ। ଗୁଜରାଟରେ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟ ଗୁରୁବାର ଉଦ୍‌ଯାପିତ...

କୋହଲିଙ୍କ ସମସ୍ୟା ଚିନ୍ତାଜନକ ନୁହେଁ

ସାଉଥମ୍ପଟନ,୨ା୬(ପିଟି)- ନେଟ୍ସର ଅଭ୍ୟାସ କରୁଥିବାବେଳେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ବୁଢ଼ା ଆଙ୍ଗୁଠିରେ ଆଘାତ ଲାଗିଥିଲା। ହେଲେ ତାଙ୍କ ସମସ୍ୟା ଚିନ୍ତା ଜନକ ବିଷୟ...

ଧୋନୀଙ୍କ କ୍ରିକେଟ ଜୀବନ:ରନ୍‌ ଆଉଟ୍‌ରୁ ଆରମ୍ଭ-ରନ୍‌ ଆଉଟ୍‌ରେ ଶେଷ

ନୂଆଦିଲ୍ଲୀ, ୧୬।୮: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ୧୬ ବର୍ଷର କ୍ରିକେଟ କ୍ୟାରିଅର ବେଶ୍‌ ରୋମାଞ୍ଚକର ଥିଲା। କ୍ରିକେଟ ଖେଳରେ...

ଏଫଆଇଏଚ୍‌ ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ହକି: ଦୀପ୍‌ଗ୍ରେସ୍‌, ଲିଲିମା ଓ ନମିତାଙ୍କୁ ସୁଯୋଗ; କଳିଙ୍ଗରେ ଭାରତୀୟ ମହିଳା ହକି କ୍ୟାମ୍ପ

ଭୁବନେଶ୍ୱର, ୧୩।୧୦(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ନଭେମ୍ବର ୧ ଓ ୨ ତାରିଖରେ ଏଫଆଇଏଚ୍‌ ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ହକି ମ୍ୟାଚ ଖେଳାଯିବ। ଉଭୟ...

ଅଲିମ୍ପିକ୍ସ ପାଇଁ ନୀରଜ କଳିଙ୍ଗରେ ନେଇଥିଲେ ଟ୍ରେନିଂ

ଭୁବନେଶ୍ୱର, ୮।୮(କ୍ରୀଡ଼ା ପ୍ରତିନିଧି): ଟୋକିଓ ଅଲିମ୍ପିକ୍ସର ପୁରୁଷ ଜାଭେଲିନ ଥ୍ରୋ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତି ଭାରତକୁ ଗର୍ବିତ କରିଛନ୍ତି ତାରକା ଆଥଲେଟ୍‌ ନୀରଜ ଚୋପ୍ରା।...

ପ୍ରମୋଦ ସେମିଫାଇନାଲରେ

ଭୁବନେଶ୍ୱର, ୨୫ା୨ (କ୍ରୀଡ଼ା ପ୍ରତିନିଧି): ସ୍ପେନ୍‌ର ଭିକ୍ଟୋରିଆଠାରେ ଚାଲିଥିବା ସ୍ପାନିଶ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଶୁକ୍ରବାର...

ଆଇପିଏଲ୍‌-୨୦୨୩: ଲକ୍ଷ୍ନୌ ସୁପର୍ ଜିଆଣ୍ଟସ୍‌କୁ ୧୨ ରନ୍‌ରେ ପରାସ୍ତ କଲା ସିଏସକେ

ଚେନ୍ନାଇ, ୩।୪- ସ୍ଥାନୀୟ ଏମଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗ୍ସ ୧୨ ରନରେ ଲକ୍ଷ୍ନୌ ସୁପର...

Advertisement
Archives

Model This Week