Posted inଖେଳ

ଭାରତ ବିପକ୍ଷ ଟେଷ୍ଟ୍‌ ସିରିଜ୍‌ ପାଇଁ ଟିମ୍‌ ଘୋଷଣା କଲା ବାଂଲାଦେଶ, ଏହି ଭେଟେରାନ୍‌ ଖେଳାଳି ପଡ଼ିଲେ ବାଦ୍‌

ଢାକା,୧୨ା୯: ଭାରତ ବିପକ୍ଷ ଟେଷ୍ଟ୍‌ ସିରିଜ୍‌ ପାଇଁ ବାଂଲାଦେଶ କ୍ରିକେଟ୍‌ ବୋର୍ଡ ଟିମ୍‌ ଘୋଷଣା କରିଛି। ବୋର୍ଡ ନାଜମୁଲ ହୁସେନ ଶାଣ୍ଟୋଙ୍କୁ ଅଧିନାୟକ କରିଛି। ଏହା ସହ ବାଂଲାଦେଶ ଏକ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ନେଇଛି। ଟିମ୍‌ ଜାକିର ଅଲିଙ୍କୁ ଏକ ସୁଯୋଗ ଦେଇଥିବା ବେଳେ ଶୋରଫୁଲ୍‌ ଇସଲାମକୁ ବାହାର କରିବାର ରାସ୍ତା ଦେଖାଇଛି। ବାଂଲାଦେଶ ମଧ୍ୟ ଶାକିବ ଅଲ ହାସନ, ଲିଟନ ଦାସ ଏବଂ ମେହେଦି ହାସନ ମିରାଜଙ୍କୁ ଦଳରେ ସାମିଲ କରିଛି। ଭାରତ ଏବଂ ବାଂଲାଦେଶ ମଧ୍ୟରେ ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଚେନ୍ନାଇରେ ସେପ୍ଟେମ୍ବର ୧୯ରୁ ଖେଳାଯିବ। ଏହା ପରେ ସିରିଜର ଦ୍ୱିତୀୟ ମ୍ୟାଚ୍‌ କାନପୁରରେ ଅନୁଷ୍ଠିତ ହେବ।

ବାଂଲାଦେଶ ଟିମ୍‌କୁ ବହୁତ ସନ୍ତୁଳିତ ରଖିଛି। ସେ ଅଭିଜ୍ଞ ଖେଳାଳି ତଥା ଯୁବ ଖେଳାଳିଙ୍କୁ ସୁଯୋଗ ଦେଇଛି। ନିକଟରେ ପାକିସ୍ତାନ ବିପକ୍ଷ ଟେଷ୍ଟ୍‌ ସିରିଜ୍‌ରେ ବାଂଲାଦେଶ ଏକ ଚମତ୍କାର ବିଜୟ ହାସଲ କରିଥିଲା। ବର୍ତ୍ତମାନ ଟିମ୍‌ ଭାରତ ବିପକ୍ଷରେ ଲଢ଼ିବାକୁ ପ୍ରସ୍ତୁତ ଅଛି। ସେ ଟିମ୍‌ ଇଣ୍ଡିଆକୁ କଡ଼ା ଟକ୍କର ଦେବାକୁ ଆଶା ରଖିଛି।

ମହମୁଦୁଲ ହାସନ, ଜାକିର ହାସନ, ଶାଦମାନ ଇସ୍‌ଲାମ ଏବଂ ମୋମିନୁଲ ହକ ମଧ୍ୟ ଏକ ସୁଯୋଗ ପାଇଛନ୍ତି। ମୁଶଫିକୁର ରହିମ ମଧ୍ୟ ଟିମ୍‌ର ଏକ ଅଂଶ। ବାଂଲାଦେଶ ଜାକିର ଅଲିଙ୍କୁ ଦଳରେ ସାମିଲ କରିଛି। ସେ ଏପର୍ଯ୍ୟନ୍ତ ବାଂଲାଦେଶ ପାଇଁ ଟେଷ୍ଟ ଖେଳିବାର ସୁଯୋଗ ପାଇନାହାନ୍ତି। କିନ୍ତୁ ଘରୋଇ ମ୍ୟାଚ୍‌ରେ ଜାକିରଙ୍କ ଭଲ ରେକର୍ଡ ରହିଛି। ୪୯ ପ୍ରଥମ ଶ୍ରେଣୀ ମ୍ୟାଚ୍‌ରେ ଜାକିର ୨୮୬୨ ରନ୍‌ ସଂଗ୍ରହ କରିଛନ୍ତ। ଏହି ଅବଧିରେ ସେ ୪ ଶତକ ଏବଂ ୧୫ଟି ଅର୍ଦ୍ଧଶତକ ହାସଲ କରିଛନ୍ତି। ପ୍ରଥମ ଶ୍ରେଣୀ ଇନିଂସରେ ଜାକିରଙ୍କ ସର୍ବୋତ୍ତମ ସ୍କୋର୍‌ ୧୭୨ ରନ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri