Advertisement
Posted inଖେଳ

ଦ୍ୱିତୀୟଥର କରୋନା ଆକ୍ରାନ୍ତ ହେଲେ ଏହି କ୍ରିକେଟର୍‌

ଢାକା, ୧୬।୯: ବାଂଲାଦେଶ କ୍ରିକେଟ୍‌ ଦଳର ଯୁବ ବ୍ୟାଟ୍ସମ୍ୟାନ ସୈଫ୍‌ ହାସନ ଦ୍ୱିତୀୟଥର ଲାଗି କରୋନା ଆକ୍ରାନ୍ତ ହୋଇଛନ୍ତି। ନିକଟରେ ହାସନ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାର ୭ ଦିନ ପରେ ଦ୍ୱିତୀୟଥର ଲାଗି ତାଙ୍କର ସ୍ବାବ ଟେଷ୍ଟ କରାଯାଇଥିଲା। ଯାହାର ରିପୋର୍ଟ ପୁନର୍ବାର ପଜିଟିଭ ଆସିଛି। ଅପରପକ୍ଷରେ ବାଂଲାଦେଶ କ୍ରିକେଟ୍‌ ବୋର୍ଡ (ବିସିବି) ଆଗାମୀ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିିରିଜ ଲାଗି ଘୋଷିତ ୨୭ ଜଣିଆ ପ୍ରାଥମିକ ଦଳରୁ ୨୧ ବର୍ଷୀୟ ହାସନଙ୍କୁ ବାଦ୍‌ ଦେଇଛି। କିନ୍ତୁ ଯଦି ସେ ସିରିଜ ପୂର୍ବରୁ ସୁସ୍ଥ ହୋଇଯାଆନ୍ତି ତେବେ ଦଳରେ ସାମିଲ ହୋଇପାରିବେ ବୋଲି ଜଣାପଡ଼ିଛି। ହାସନ ଚଳିତ ବର୍ଷ ପ୍ରାରମ୍ଭରେ ପାକିସ୍ତାନ ବିପକ୍ଷରେ ଟେଷ୍ଟ ପଦାର୍ପଣ କରି ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ବିନା ପ୍ରଭାବିତ ହେବେ ଘରୋଇ କ୍ରିକେଟର

ନୂଆଦିଲ୍ଲୀ, ୧ା୪ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ନ ହେଲେ ଖେଳାଳିମାନଙ୍କୁ କିପରି ବେତନ ଦିଆଯିବ ସେ ନେଇ ଫ୍ରାଞ୍ଚାଇଜ୍‌ଗୁଡ଼ିକ ଚିନ୍ତିତ। ଭାରତୀୟ କ୍ରିକେଟ...

ଶ୍ରୀଲଙ୍କାର ଜାତୀୟ ସଙ୍ଗୀତ ଗାଇ ଚର୍ଚ୍ଚାରେ ପାଣ୍ଡ୍ୟା

କଲମ୍ବୋ,୨୬।୭: ଶ୍ରୀଲଙ୍କା ଗସ୍ତରେ ଭାରତ ତାର ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛି ଭାରତ।...

ଅଧିନାୟକ ପଦ ଛାଡ଼ିବେ କୋହଲି

ନୂଆଦିଲ୍ଲୀ,୧୬।୯: ଭାରତୀୟ ଅଧିନାୟକ ବିରାଟ କୋହଲି ଗୁରୁବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଟି୨୦ ବିଶ୍ୱକପ୍‌ ପରେ ସେ ଟି୨୦ ଫର୍ମାଟର ଅଧିନାୟକ ପଦରୁ...

ଭାରତ ବିପକ୍ଷ ଅଭ୍ୟାସ ମ୍ୟାଚ୍‌ରେ ଆହତ ହେଲେ ଏହି ଷ୍ଟାର ଅଲରାଉଣ୍ଡର, ବିଶ୍ୱକପ୍‌ ଖେଳିବା ନେଇ…

ନୂଆଦିଲ୍ଲୀ,୧୯।୧୦: ଟି-୨୦ ବିଶ୍ୱକପ୍‌ରେ ଭାରତ ବିପକ୍ଷ ଅଭ୍ୟାସ ମ୍ୟାଚ୍‌ରେ ଆହତ ହୋଇଛନ୍ତି ଇଂଲଣ୍ଡ ଅଲରାଉଣ୍ଡର ଲିଆମ୍‌ ଲିଭିଙ୍ଗଷ୍ଟୋନ୍‌। ତାଙ୍କର ଆଙ୍ଗୁଠିରେ ଆଘାତ ଲାଗିଛି। ଆସନ୍ତା ୨୪...

ଜୁନ୍‌ ୭ ପର୍ଯ୍ୟନ୍ତ ଡବ୍ଲ୍ୟୁଟିଏ, ଏଟିପି ସିଜନ ବନ୍ଦ

ଓ୍ବାଶିଂଟନ, ୧୯।୩ (ଏପି)- କରୋନା ଭାଇରସ୍‌ର ଆତଙ୍କକୁ ନଜରରେ ରଖି ସମସ୍ତ ପୁରୁଷ ଓ ମହିଳା ପ୍ରଫେଶନାଲ ଟେନିସ ଟୁର୍ନାମେଣ୍ଟକୁ ଜୁନ୍‌ ୭ ପର୍ଯ୍ୟନ୍ତ ବାତିଲ...

‘ଲର୍ଡ ଶାର୍ଦ୍ଦୁଲ’ ନାମରେ ସୁପରହିଟ୍‌ ହେଲେ ଏହି ଭାରତୀୟ ଅଲରାଉଣ୍ଡର; କିଛି ଏଭଳି ପ୍ରତିକ୍ରିୟା ରଖିଲେ ସେ

ନୂଆଦିଲ୍ଲୀ,୭।୯: ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲର ଅଲରାଉଣ୍ଡର ଶାର୍ଦ୍ଦୁଲ ଠାକୁରଙ୍କ ଉଲ୍ଲେଖନୀୟ ପ୍ରଦର୍ଶନକୁ ନେଇ ପ୍ରଶଂସିତ ହେଉଛନ୍ତି। ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟର ଉଭୟ ଇନିଂସରେ...

ଆହୁରି ୭ ଭାରତୀୟ ବକ୍ସର ସେମିଫାଇନାଲରେ

ନୂଆଦିଲ୍ଲୀ, ୨୧ା୪ (ପି.ଟି.)-ବେବିରୋଜିସାନା ଚାନୁ ୟୁରୋପିଆନ ଚାମ୍ପିୟନ ଆଲେକ୍ସାସ କୁବିକାଙ୍କୁ ହରାଇଦେବା ଫଳରେ ପୋଲାଣ୍ଡର କିଲ୍‌ସିଠାରେ ଚାଲିଥିବା ପୁରୁଷ ଓ ମହିଳା ୟୁଥ୍‌ ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ରେ...

କେରଳ ବ୍ଲାଷ୍ଟର୍ସ ଛାଡ଼ିଲେ ଝିଙ୍ଗାନ୍‌

କୋଚି, ୨୧ା୫ (ପି.ଟି.)-ଜାତୀୟ ଫୁଟ୍‌ବଲ ଟିମ୍‌ ଡିଫେଣ୍ଡର ସନ୍ଦେଶ ଝିଙ୍ଗାନ ବୁଧବାର କେରଳ ବ୍ଲାଷ୍ଟର୍ସ ଦଳ ଛାଡ଼ିଛନ୍ତି। ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ର ଏହି ଦଳ...

Advertisement
Archives

Model This Week