ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି ମାଛ ରପ୍ତାନୀ ଉପରେ ପ୍ରତିବନ୍ଧକ ଉଠାଇଛନ୍ତି। ଏନେଇ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ସୂଚନାନୁସାରେ ୩ ହଜାର ଟନ୍‌ ଇଲିଶି ମାଛ ରପ୍ତାନୀ ପାଇଁ ବାଂଲା ମଞ୍ଜୁରୀ ଦେଇଛି।

ମହମ୍ମଦ ୟୁନୁସ ସରକାର ଚଳିତ ବର୍ଷ ଘରୋଇ ବଜାରରେ କାରବାର ବଢେଇବା ପାଇଁ ଭାରତକୁ ଇଲିସି ମାଛ ରପ୍ତାନୀ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି ନେଇଥିଲେ। ଦୂର୍ଗାପୂଜା ବ୍ୟତୀତ ଅନ୍ୟ ପର୍ବପର୍ବାଣୀରେ ଭାରତର ପୂର୍ବ ରାଜ୍ୟରେ ଏହି ମାଛର ବହୁତ ଚାହିଦା ରହିଛି। ବାଂଲାର ବାଣିଜ୍ୟ ମନ୍ତ୍ରଣାଳୟର ସୂଚନାନୁସାରେ, ଆଗାମୀ ଦୂର୍ଜାପୂଜା ଅବସରରେ ୩ହଜାର ମେଟ୍ରିକ ଟନ୍‌ ଇଲିଶି ମାଛ ରପ୍ତାନୀକୁ ମଞ୍ଜୁର ଦିଆଯାଇଛି। ୨୦୨୩ରେ ମନ୍ତ୍ରଣାଳୟ ୭୯ କମ୍ପାନୀକୁ ଭାରତକୁ ୫୦ ଟନ୍‌ ଇଲିଶି ମାଛ ରପ୍ତାନୀ ପାଇଁ ଅନୁମତି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?