Posted inଖେଳ

ଟେଷ୍ଟ କ୍ରିକେଟ୍‌ରେ ପ୍ରଥମଥର ପାଇଁ ଏମିତି ଢଙ୍ଗରେ ଆଉଟ୍‌ ହେଲେ ବାଂଲାଦେଶ କ୍ରିକେଟର୍‌: ଦେଖନ୍ତୁ ଭିଡିଓ

ଢାକା,୬।୧୧:ବାଂଲାଦେଶର ରାଜଧାନୀ ଢାକାସ୍ଥିତ ଶେର-ଇ-ବଙ୍ଗଳା ଜାତୀୟ ଷ୍ଟାଡିୟମରେ ଆୟୋଜକ ବାଂଲାଦେଶ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଚାଲିଛି। ଦ୍ୱିତୀୟ ଟେଷ୍ଟ ମ୍ୟାଚର ପ୍ରଥମ ଦିନରେ ବାଂଲାଦେଶ ଉଇକେଟ କିପର ବ୍ୟାଟ୍ସମ୍ୟାନ ମୁଶଫିକୁର ରହିମ ତାଙ୍କ ନାମରେ ଏକ ଅଦ୍ଭୁତ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଏପରି ଅଜବ ଢଙ୍ଗରେ ଉଇକେଟ ହରାଇଛନ୍ତି।
ଟେଷ୍ଟ କ୍ରିକେଟରେ ମୁଶଫିକୁର ରହିମ ନିଜେ ସଟ୍‌ ମାରିବା ପରେ ନିଜେ ବଲ ରୋକିବାରୁ ତାଙ୍କୁ ଆଉଟ୍‌ ଘୋଷଣା କରାଯାଇଛି। ମୁଶଫିକୁର ରହିମ ୮୩ ବଲରେ ୩୫ ରନ ସ୍କୋରରେ ବ୍ୟାଟିଂ କରୁଥିବାବେଳେ ଏହି ଘଟଣା ଘଟିଥିଲା। ମ୍ୟାଚର ୪୧ ତମ ଓଭରରେ କାଇଲ ଜେମସନଙ୍କ ଏକ ବଲକୁ ମୁଶଫିକୁର ରହିମ ସଟ ମାରି ଅଟକାଇଥିଲେ। କ୍ରିକେଟ ନିୟମ ଅନୁଯାୟୀ ଏହା ଭୁଲ ଅଟେ। ଏହି କାରଣରୁ ନ୍ୟୁଜିଲାଣ୍ଡ ଫିଲ୍ଡରମାନେ ତୁରନ୍ତ ଅମ୍ପାୟାରଙ୍କୁ ଅପିଲ କରିଥିଲେ ଏବଂ ଅମ୍ପାୟାର ତାଙ୍କୁ ଆଉଟ୍‌ ଘୋଷଣା କରିଥିଲେ।

https://twitter.com/rnnotansh/status/1732297749826273282


Enter your email to get our daily news in your inbox.

All Right Reserved By Dharitri.Com

୧ ମାର୍ଚ୍ଚରୁ ବନ୍ଦ ହୋଇଯିବ ଏମାନଙ୍କର ହ୍ବାଟ୍ସଆପ! ଲକ୍ଷ ଲକ୍ଷ ବ୍ୟବହାରକାରୀଙ୍କୁ ପ୍ରଭାବିତ କରିବ ନୂଆ ନିୟମ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୭।୨: SIM-Binding ନିୟମ ସମ୍ପର୍କରେ ଚିତ୍ର ଏବେ ସ୍ପଷ୍ଟ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ, କେନ୍ଦ୍ର ସରକାର ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ମେସେଜିଂ ଆପ…

ବାପାଙ୍କ ମୃତ୍ୟୁ ପରେ ରିଙ୍କୁ ସିଂ ପରବର୍ତ୍ତୀ ମ୍ୟାଚ ଖେଳିବେ ନା ନାହିଁ? BCCI ଦେଲା ବଡ଼ ସୂଚନା

ନୂଆଦିଲ୍ଲୀ,୨୭।୨: ଟିମ ଇଣ୍ଡିଆର ଷ୍ଟାର ଖେଳାଳି ରିଙ୍କୁ ସିଂଙ୍କ ପିତା ଖାନଚାନ୍ଦ ସିଂଙ୍କ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡିତ ଥିଲେ।…

ଆକ୍ସନରେ ପ୍ରଶାସନ: ଇଟା ଭାଟିରେ ଚଢ଼ିଲା ବୁଲ୍‌ଡୋଜର

ଆସିକା,୨୭।୨: ଗଞ୍ଜାମ ଜିଲା ଋଷିପୁର ନିକଟରେ ଥିବା ବେଆଇନ ଇଟା ଭାଟିରେ ଶୁକ୍ରବାର ବୁଲ୍‌ଡୋଜର ଚଢିଛି। ତହସିଲଦାରଙ୍କ ସହ ସ୍ଥାନୀୟ ପୋଲିସ ଉପସ୍ଥିତରେ କଟାଯାଇଥିବା ହଜାର ହଜାର…

ଜିମ୍ବାଓ୍ବେ ବିପକ୍ଷର ବିଜୟ ପଡିଲା ଫିକା? ଟିମ ଇଣ୍ଡିଆର ଏହି ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ,୨୭।୨: ICC T20 ବିଶ୍ୱକପ ୨୦୨୬ର ସୁପର ୮ ମ୍ୟାଚରେ ଭାରତ ଜିମ୍ବାୱେକୁ ୭୨ ରନରେ ପରାସ୍ତ କରି ସେମିଫାଇନାଲରେ ପହଞ୍ଚିବାର ଆଶାକୁ ପୁନର୍ଜୀବିତ କରିଛି। ଏହି…

ବିବାହ ପରେ ପ୍ରଥମଥର ଏକାଠି ନଜର ଆସିଲେ ରଶ୍ମିକା-ବିଜୟ, ବିମାନବନ୍ଦରରେ ଗ୍ରାଣ୍ଡ ଓ୍ବେଲକମ୍‌ କଲେ ପ୍ରଶଂସକ

ମୁମ୍ବାଇ: ଦକ୍ଷିଣ ସିନେମାର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ଫେବୃଆରୀ ୨୬ ତାରିଖରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ବିବାହ ପରେ…

କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…

ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା…

ଚତୁର୍ଥୀ କରିବାକୁ ରାଜି ହେଲେନି ନବବଧୂ, ଶାଶୁ କଲେ ଏମିତି କାମ, ଭିଡିଓ ଦେଖିଲେ…

ଲକ୍ଷ୍ନୌ,୨୭।୨: ଆଜିକାଲି ସୋସିଆଲ ମିଡିଆରେ ବିଭିନ୍ନ ଭିଡିଓ ଭାଇରାଲ ହେଉଛି। କିଛି ଲୋକଙ୍କୁ ହସାଇଥାଏ, ଆଉ କିଛି ସେମାନଙ୍କୁ ଚକିତ କରିଦିଏ। କେତେବେଳେ ଏପରି ଭିଡିଓ ସାମ୍ନାକୁ…

ଦିଲ୍ଲୀ ଅବକାରୀ ନୀତି ମାମଲାରେ ପୂର୍ବତନ ଏମପି କେ. କବିତା ନିର୍ଦ୍ଦୋଷରେ ଖଲାସ, କୋର୍ଟ ରାୟ ଉପରେ କହିଲେ…

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ଏକ କୋର୍ଟ ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କେ. କବିତାଙ୍କୁ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତିରେ ଦୋଷମୁକ୍ତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri