ଆଜି ବାଂଲାଦେଶ ନିର୍ବାଚନ

ଢାକା,୧୨ା୨: ବାଂଲାଦେଶରେ ଗୁରୁବାର ସଂସଦୀୟ ନିର୍ୱାଚନ ହେବାକୁ ଯାଉଛି। ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି। ଏହା ହେଉଛି ବାଂଲାଦେଶର ୧୩ତମ ସଂସଦୀୟ ନିର୍ୱାଚନ। ଏହି ନିର୍ୱାଚନକୁ ନିରପେକ୍ଷ ଏବଂ ଶାନ୍ତିଶୃଙ୍ଖଳା ସହ ଶେଷ କରିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ବୋଲି ନିର୍ୱାଚନ ଆୟୋଗ କହିଛନ୍ତି। ଦେଶର ବିଭିନ୍ନ ଭାଗରେ ପ୍ରାୟ ୧୦ ଲକ୍ଷ ସୁରକ୍ଷା କର୍ମୀଙ୍କୁ ନିୟୋଜିତ କରାଯାଇଛି, ଯାହାକି ବାଂଲାଦେଶ ନିର୍ୱାଚନ ଇତିହାସରେ ପ୍ରଥମ। ୨୯୯ ସଂସଦୀୟ କ୍ଷେତ୍ର ପାଇଁ ଗୁରୁବାର ସକାଳ ୭.୩୦ ମିନିଟ୍‌ରୁ ଭୋଟ ଆରମ୍ଭ ହୋଇ ଅପରାହ୍ନ ୪.୩୦ ପର୍ଯ୍ୟନ୍ତ ଚାଲିବ। ନିର୍ୱାଚନରେ ପ୍ରମୁଖ ଦଳ ସମେତ ମୋଟ ୫୦ ଦଳର ୧୭୫୫ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଶେଖ୍‌ ହସିନା ପ୍ରଧାନମନ୍ତ୍ରୀ ପଦରୁ ବିଦା ହେବା ପରେ ମହମ୍ମଦ ୟୁନୁସ୍‌ଙ୍କ ନେତୃତ୍ୱରେ ଅନ୍ତରୀଣ ସରକାର କାର୍ଯ୍ୟ କରିଥିଲା। ଏହାର ପ୍ରାୟ ୧୮ ମାସ ପରେ ଏଠାରେ ନିର୍ୱାଚନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri