କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ: ୪୦ରୁ ଊର୍ଦ୍ଧ୍ୱ ମୃତ

ଢାକା,୯ ।୭: ବାଂଲାଦେଶର ରାଜଧାନୀ ଢାକାରେ ଥିବା ଏକ ଫ୍ୟାକ୍ଟ୍ରିରେ ନିଆ ଲାଗିଯିବା ଫଳରେ ୪୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ରୁପଗଞ୍ଜରେ ଥିବା ଏହି କାରକଖାନାରେ କିପରି ନିଆଁ ଲାଗିଲା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ତେବେ ନିଆଁ ଲାଗିବା ସମୟରେ କେତେ ଲୋକ ଜୀବନ ବଞ୍ଚାଇବାକୁ ଯାଇ ୬ ମହଲା ଉପରୁ ତଳକୁ ଡେଇଁପଡିଛନ୍ତି । ଫଳରେ ଏମାନଙ୍କ ଭିତରୁ ଯେଉଁମାନେ ଗୁରୁତର ଆହତ ହୋଇଯାଇଛନ୍ତି ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭ୍‌ର୍ତ୍ତି କରାଯାଇଛି । ଏବେ ପର୍ଯ୍ୟନ୍ତ ମଧ୍ୟ ସ୍ପଷ୍ଟ ହୋଇପାରୁ ନି କି ଫ୍ରାକ୍ଟ୍ରି ଭିତରେ କେତେଜଣ ଲୋକ ଥିଲେ । ଦମକଳ ବାହିନୀର ଗାଡି ନିଆଁ ଲିଭା କାର୍ଯ୍ୟରେ ବ୍ୟସ୍ତ ଥିବା ବେଳେ ନିଜ ପ୍ରିୟ ଜନଙ୍କୁ ହରାଇଥିବା ଭୟରେ ଭ୍ୟାକ୍ଟ୍ରିରେ କାମ କରୁଥିବା ଲୋକଙ୍କ ପରିବାର ଲୋକେ ବାହାରେ ଜମା ହୋଇ ଯାଇଛନ୍ତି । ନୁଡଲ୍‌ସ୍ ଓ ଡ୍ରିଙ୍କସ୍ ତିଆରି ହେଉଥିବା ଏହି ଫ୍ୟାକ୍ଟି ଭିତରେ ଏବେବି କେତେ ଲୋକ ରହିଛନ୍ତି ତାହା ସ୍ପଷ୍ଟ ହୋଇ ପାରୁ ନାହିଁ । ନିଆଁ ଲାଗିବା ପରେ ଏହାର ଛାତ ଉପରେ ଥିବା ପ୍ରାୟ ୨୫ ଜଣଙ୍କୁ ଉଦ୍ଧାର କରାଯାଇଛି । ଛଅ ମହଲା ବିଶିଷ୍ଟ ଏହି ଫ୍ୟାକ୍ଟିରେ ନିଆଁ ଲାଗିବା ଫଳରେ କେତେଜଣ ଏହାର ଛାତ ଉପରକୁ ଯାଇ ଡେଇଁ ପଡିଥିଲେ । ଏମାନଙ୍କ ମଧ୍ୟୁ ୩୦ ଜଣ ଆହତ ହୋଇଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?