ଫିଲ୍ମ ‘ଏମର୍ଜେନ୍ସି’ ରିଲିଜ୍‌ ଉପରେ କଟକଣା ଲଗାଇଲା ବାଂଲାଦେଶ

ଢାକା,୧୫ା୧: ଆସନ୍ତା ୧୭ରେ ରିଲିଜ୍‌ ହେବାକୁ ଯାଉଛି ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ଫିଲ୍ମ ‘ଏମର୍ଜେନ୍ସି’। ତେବେ ଫିଲ୍ମର ରିଲିଜ୍‌ ଉପରେ ବାଂଲାଦେଶ କଟକଣା ଲଗାଇଛି।

ବର୍ତ୍ତମାନ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଲାଗି ରହିଥିବା ତିକ୍ତ ସମ୍ପର୍କକୁ ଦୃଷ୍ଟିରେ ରଖି ବାଂଲାଦେଶର ଅନ୍ତରୀଣ ସରକାର ଫିଲ୍ମ ଏମ୍‌ର୍ଜେନ୍ସିର ସ୍କ୍ରିନିଂ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ନାତକ ପରୀକ୍ଷା ଫଳ ପ୍ରକାଶ: ମୋନାଲିସା ମହାବିଦ୍ୟାଳୟ ଟପ୍ପର

ଖୋର୍ଦ୍ଧା,୧୩ା୫(ପ୍ରଭାତ ପାଣିଗ୍ରାହୀ): ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ଅଷ୍ଟାଦଶ ତମ ଶେଷବର୍ଷ ସ୍ନାତକ ପାଠ୍ୟକ୍ରମର କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏହି ପରୀକ୍ଷାରେ…

ଉଚ୍ଛେଦ କରିବାକୁ ଆସିଥିଲେ ତହସିଲ କର୍ମଚାରୀ, ଦେହରେ ପେଟ୍ରୋଲ ଢାଳି ପ୍ରତିବାଦ କଲେ ବ୍ୟବସାୟୀ, ଆଉ ତା’ ପରେ…

ତିହିଡ଼ି,୧୩ା୫(ସଞ୍ଜିତ ବଳ): ଆମର ଯଦି ଦୋକାନ ଭାଙ୍ଗିବ ସମସ୍ତଙ୍କର ଭାଙ୍ଗ, ନ ହେଲେ ଫେରିଯାଅ। ଭଦ୍ରକ ଜିଲା ତିହିଡ଼ି ତହସିଲ ପୀରହାଟ ଥାନା ଅଧୀନ ଗଦି ବଜାରର…

ସ୍ବାସ୍ଥ୍ୟ ପାଇଁ ହିତକର ମାଣ୍ଡିଆ: ଲଘୁ ବନଜାତ ଦ୍ରବ୍ୟ ପ୍ରଚାରପ୍ରସାର ପାଇଁ ବଡ଼ ପଦକ୍ଷେପ ନେଲେ ବିଧାୟକ

ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ, ବନ ସୁରକ୍ଷା ସମିତି ଗୁଡ଼ିକର ବିକାଶ ପାଇଁ ଅନେକ ଯୋଜନା…

ନଳକୂପ,ସୌରଚାଳିତ ପ୍ରକଳ୍ପ ଅଚଳ: ଚୁଆପାଣି ଭରସାରେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୧୩ା୫(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଗ୍ରାମରେ ବସବାସ କରୁଥିବା ୪୮ ପରିବାର ପାଇଁ ଥିବା ୨ଟି ନଳକୂପ ମଧ୍ୟରୁ ଗୋଟିଏ ଅଚଳ ରହିଛି। ଅନ୍ୟଟିରୁ ଗୋଳିଆ ପାଣି ବାହାରୁଛି।…

ବଢିବ କି ପେଟ୍ରୋଲ-LPG ରେଟ୍‌? ଆଜି ବଡ଼ ନିଷ୍ପତ୍ତି ନେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୩।୫: ଆଜି ବଡ଼ ନିଷ୍ପତ୍ତି ନେଇପାରନ୍ତି ମୋହନ ସରକାର । ପ୍ରଧାନମନ୍ତ୍ରୀଙ୍କ ଅପିଲ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା…

ପୁଣି ଅସୁସ୍ଥ ସୋନିଆ ଗାନ୍ଧୀ: ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୩।୫: ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୋନିଆ ଗାନ୍ଧୀଙ୍କ ସହିତ ତାଙ୍କ ପୁଅ…

ଓଡ଼ଗାଁ ହତ୍ୟା: ସିନ୍‌ ରିକ୍ରିଏଶନରେ ପୂରା ଘଟଣା ଦେଖାଇଲେ ଅଭିଯୁକ୍ତ, ଭିଡିଓ ଦେଖିଲେ…

ନୟାଗଡ଼,୧୩ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାଠାରୁ ପ୍ରାୟ ୨କିମି ଦୂର କଦଳୀବନ୍ଧଠାରେ ଗତ ରବିବାର ରାତିରେ ଘଟିଥିବା ଓଡ଼ଗାଁ ଖେଳପଡ଼ିଆ ସାହିର ଅଜିତ କୁମାର…

ଖାଲି ବସ୍ତା ଯୋଗାଣରେ ବ୍ୟାପକ ଦୁର୍ନୀତି: ଅଭିଯୋଗ ଆଣିଲା ରାଜ୍ୟ ମିଲ ମାଲିକ ସଂଘ

କେସିଙ୍ଗା,୧୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେ ଥିବା ରାଇସ ମିଲ ଗୁଡିକୁ ରାଜ୍ୟ ଯୋଗାଣ ବିଭାଗ ପକ୍ଷରୁ ଯୋଗାଉଥିବା ନୂଆ ଖାଲି ବସ୍ତା ନିମ୍ନମାନର ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri