ଭାରତ-କାନାଡା ବିବାଦରେ ଭାରତକୁ ସମର୍ଥନ କଲା ବାଂଲାଦେଶ, କହିଲେ ଆତଙ୍କବାଦୀଙ୍କ ହବ୍‌ ପାଲଟିଛି କାନାଡା

ଢାକା,୩୦।୯: ଭାରତ-କାନାଡା ବିବାଦକୁ ନେଇ ପ୍ରତିକ୍ରିୟା ରଖିଛି ବାଂଲାଦେଶ। ଖାଲିସ୍ତାନୀ ନେତାଙ୍କୁ ସମର୍ଥନ କରୁଥିବା କାନାଡା ଉପରେ ବାଂଲାଦେଶର ବୈଦେଶିକ ମନ୍ତ୍ରୀ ଏ.କେ ଅବଦୁଲ ମୋମେନ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି, କାନାଡା ଆତଙ୍କବାଦୀଙ୍କ ହବ୍‌ ପାଲଟିଛି। ଯେକୌଣସି ଆତଙ୍କବାଦୀ କାନାଡା ଯାଇ ସେଠାରେ ଆଶ୍ରୟ ନେଇପାରୁଛନ୍ତି।

ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ମୋମେନ ଏକ ଟିଭି ସାକ୍ଷାତକାରରେ ଏହି ମନ୍ତବ୍ୟ ଦେଇଛନ୍ତି। ଯେତେବେଳେ ତାଙ୍କୁ ବାଂଲାଦେଶର ରାଷ୍ଟ୍ରପତି ଶେଖ ମୁଜିବୁର ରହମାନଙ୍କ ହତ୍ୟାକାରୀ ବିଷୟରେ ପଚରାଯାଇଥିଲା। ତାଙ୍କ ହତ୍ୟାକାରୀ କାନାଡାରେ ରହୁଛନ୍ତି ବୋଲି ସେ କହିଥିଲେ। କାନାଡାରେ ସେ ସୁଖଦ ଜୀବନ ବିତାଉଛନ୍ତି। ରାଷ୍ଟ୍ରପତିଙ୍କ ହତ୍ୟାକାରୀଙ୍କୁ ଦେଶରୁ ବିତାଡିତ କରିବାକୁ ଆମେ କାନାଡା ସରକାରଙ୍କୁ ବହୁବାର ଅନୁରୋଧ କରୁଛୁ। ଦୁର୍ଭାଗ୍ୟବଶତଃ ସେ ଏହାକୁ ଅଣଦେଖା କରିଛନ୍ତି। ଏନେଇ ଆମେ କାନାଡା କୋର୍ଟକୁ ମଧ୍ୟ ଯାଇଥିଲୁ।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ମଣିଷଙ୍କ ମୁହଁ ଦେଖି ଆବେଗ ବୁଝିପାରନ୍ତି କୁକୁର

ବର୍ଲିନ,୧୨।୮(ରଏଟର୍ସ): କୁକୁର ମଣିଷର ଅତ୍ୟନ୍ତ ବିଶ୍ୱସ୍ତ ବୋଲି କୁହାଯାଇଥାଏ। ତେବେ ନିକଟରେ ୟୁନିଭର୍ସିଟି ଅଫ୍‌ ଭିଏନାର ଗବେଷକମାନେ କରିଥିବା ଏକ ଗବେଷଣାରୁ ଜଣାପଡ଼ିଛି, କୁକୁରମାନେ ଲୋକଙ୍କ ମୁହଁ…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri