ମୋଦିଙ୍କୁ ଧନ୍ୟବାଦ୍‌ ଜଣାଇଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ

ଢାକା,୨୨।୧: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତୀୟ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ୍‌ ଜଣାଇଛନ୍ତି। ପଡ଼ୋଶୀ ଦେଶକୁ ଉପହାର ଆକାରରେ ୨ ନିୟୁତ କୋଭିଡ୍‌-୧୯ କୋଭିଡିଲ୍ଡ ଭାକ୍ସିନ ଯୋଗାଇଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ବାଂଲାଦେଶରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଗୁରୁତ୍ୱପୂର୍ଣ୍ଣ ସମୟରେ ଭାକ୍ସିନ ପଠାଇଛି ଭାରତ।

”ଉପହାର ସ୍ବରୂପ କୋଭିଡ୍‌ ଭାକ୍ସିନ ପଠାଇଥିବାରୁ ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ୍‌ ଦେଉଛି“ ବୋଲି ଢାକା ବିଶ୍ୱବିଦ୍ୟାଳୟର ୧୦୦ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ଏକ ଅନଲାଇନ ଅନ୍ତର୍ଜାତୀୟ କନଫରେନ୍ସରେ ହସିନା କହିଛନ୍ତି। ଦେଶରେ କେଉଁ ଭଳି ଟିକାକରଣ କରାଯିବା, ସରକାର ତାହା ଯୋଜନା କରିସାରିଥିବା ସେ ପ୍ରକାଶ କରିଛନ୍ତି। କୋଭିଡ୍‌-୧୯ ପରିସ୍ଥିତି ବିରୋଧରେ ଆମେ ସମସ୍ତ ପ୍ରକାର ପଦକ୍ଷେପ ନେଇଛୁ। ବର୍ତ୍ତମାନ ପଠାଯାଇଥିବା ଭାକ୍ସିନକୁ ଛାଡ଼ି ଦେଲେ ଭାରତ ଠାରୁ ବାଂଲାଦେଶ ୩ କୋଟି ଡୋଜ କିଣିବାକୁ ଯୋଜନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାରେ ପୀଡ଼ିତ ନଓ୍ବାଜଙ୍କ ଭାଇ ଶେହବାଜ

ଇସଲାମାବାଦ,୧୧।୬: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଭାଇ ତଥା ପିଏମ୍‌ଏଲ୍‌-ଏନ୍‌ର ଅଧ୍ୟକ୍ଷ ଶେହବାଜ ଶରିଫଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଦଳର ପ୍ରବକ୍ତା ମରିୟମ...

ଚନ୍ଦ୍ର ମୁହାଁ ଚାଙ୍ଗ୍‌ ଇ-୫

ବେଜିଂ,୨୪।୧୧: ଚାଇନାର ମହାକାଶ ଯାନ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଛି। ହେନାନ୍‌ ପ୍ରଦେଶର ଓ୍ବେନ୍‌ଚାଙ୍ଗ୍‌ ମହାକାଶ କେନ୍ଦ୍ରରୁ ଚାଙ୍ଗ୍‌ ଇ-୫ ଯାନ ମାର୍ଚ୍ଚ-୫ ରକେଟ...

ଆଣ୍ଟି କରୋନା ଟେଣ୍ଟ୍‌ ତିଆରି କଲେ ମହିଳା

ଉହାନ, ୨୨।୨: ଚାଇନାରେ କରୋନା ଆତଙ୍କ ସୃଷ୍ଟି କରିଛି। ଲୋକଙ୍କୁ ଘରୁ ବାହାରକୁ ନ ବାହାରିକୁ ସରକାର କଟକଣା ଜାରି କରିଛନ୍ତି। ଫଳରେ ପିଲାମାନଙ୍କ ସ୍କୁଲ...

ଫ୍ରାନ୍ସ୍‌ ପୁଣି କଲା ଏୟାର ଷ୍ଟ୍ରାଇକ୍‌: ଅଲ୍‌କାଇଦା କମାଣ୍ଡର ମୃତ

ବାମାକୋ,୧୪।୧୧: ମାଲିରେ ଫ୍ରାନ୍ସ୍‌ ପକ୍ଷରୁ ପୁଣି ଏୟାର ଷ୍ଟ୍ରାଇକ୍‌ କରାଯାଇଛି। ଫ୍ରାନ୍ସ୍‌ ସୈନ୍ୟ ବାହିନୀର ହେଲିକପ୍ଟରରୁ ଅଲ୍‌କାଇଦା ଶିବିର ଉପରେ ଆକ୍ରମଣ କରାଯାଇଥିଲା। ଏଥିରେ ଜଣେ...

ସଙ୍କଟରେ ବିଶ୍ୱର ଅଧା ଶ୍ରମଶକ୍ତି

ଜେନେଭା,୩।୫ : ମହାମାରୀ କରୋନା ମୁକାବିଲା ପାଇଁ ଜାରି ଲକ୍‌ଡାଉନ୍‌ ଯୋଗୁ ଅଣସଙ୍ଗଠିତ ଅର୍ଥନୀତିର ପ୍ରାୟ ୧୬୦ କୋଟି ଶ୍ରମିକ ଜୀବିକା ହରାଇବେ, ଯାହାଙ୍କୁ ବିଶ୍ୱର...

ଆମେରିକାରେ ପୁଣି ଜଣେ କୃଷ୍ଣକାୟଙ୍କୁ ଗୁଳିକରି ହତ୍ୟା କଲେ ପୋଲିସ ଅଧିକାରୀ

ଆଟଲାଣ୍ଟା, ୧୪।୬: ଆମେରିକାରେ ପୁଣି ଜଣେ କୃଷ୍ଣକାୟଙ୍କୁ ପୋଲିସ ଅଧିକାରୀ ଗୁଳି କରି ହତ୍ୟା କରିଛନ୍ତି। ତାଙ୍କୁ ଗିରଫ କରିବା ସମୟରେ ଗୁଳି କରାଯାଇଥିବା କୁହାଯାଉଛି।...

ଶେଷରେ ମାନିଲା ଚାଇନା: ଗଲଓ୍ବାନ ଘାଟି ସଂଘର୍ଷର ମୃତ ସୈନ୍ୟଙ୍କୁ ପ୍ରଦାନ କଲା ବୀର ପଦକ…

ବେଜିଂ,୧।୬: ପୂର୍ବ ଲଦାଖରେ ଗଲଓ୍ବାନ ଘାଟିରେ ଭାରତୀୟ ସେନା ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ଘଟିଥିବା ହିଂସ୍ର ସଂଘର୍ଷରେ ଏବେ ନୂଅ୍ରା ମୋଡ଼ ଆସିଛି। ପୂର୍ବରୁ...

ଆମେରିକାକୁ ୩ ବର୍ଷ ପୂର୍ବରୁ ମିଳିଥିଲା କରୋନା ସମ୍ପର୍କିତ ଚେତାବନୀ !

ଓ୍ବାଶିଂଟନ,୩।୪: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ ଏବେ ଆମେରିକା...

Advertisement


Archives

Model This Week