Posted inଖେଳ

କରୋନା ଲାଗି ଚଳିତ ବର୍ଷ ଖେଳାଯିବନି ଏହି ଟି୨୦ ଲିଗ୍‌

ଢାକା, ୧୨।୧୦: କରୋନା ଭାଇରସ୍‌ ଲାଗି ଚଳିତ ବର୍ଷ ବାଂଲାଦେଶର ଘରୋଇ ଟି୨୦ ଲିଗ୍‌ ‘ବାଂଲାଦେଶ ପ୍ରିମିୟର ଲିଗ୍‌’ (ବିପିଏଲ୍‌) ଆୟୋଜନ ହେବ ନାହିଁ। ଏହି ଟି୨୦ ଟୁର୍ନାମେଣ୍ଟ ବାତିଲ ହୋଇଥିବା ନେଇ ବାଂଲାଦେଶ କ୍ରିକେଟ୍‌ ବୋର୍ଡ (ବିସିବି) ପକ୍ଷରୁ ଘୋଷଣା କରାଯାଇଛି। ବିସିବି ସଭାପତି ନଜମୁଲ ହାସନ ରବିବାର ଏହି ଘୋଷଣା କରିଛନ୍ତି। ‘ଚଳିତ ବର୍ଷ ବିପିଏଲ୍‌ ଆୟୋଜିତ ହେବ ନାହିଁ। ଆସନ୍ତା ବର୍ଷ ଦେଖିବା। ଆମେ ଗୋଟିଏ ମ୍ୟାଚ୍‌ ହାତଛଡ଼ା କରିବାକୁ ଚାହୁଁନାହୁଁ। କିନ୍ତୁ ପରିସ୍ଥିତି ଉପରେ ସବୁକିଛି ନିର୍ଭର କରେ’ ବୋଲି ନଜମୁଲ କହିଛନ୍ତି। ୟୁଏଇରେ ଚାଲିଥିବା ଆଇପିଏଲ୍‌ ଭଳି ବିଦେଶୀ ମାଟିରେ ବିପିଏଲ୍‌ ଆୟୋଜନ ହେବାର ସମ୍ଭାବନାକୁ ନଜମୁଲ ଏଡ଼ାଇ ଦେଇଛନ୍ତି। ବାୟୋ-ସୁରକ୍ଷିତ ପରିବେଶ ସୃଷ୍ଟି କରି ଏତେ ଟଙ୍କା ବ୍ୟୟରେ ଟୁର୍ନାମେଣ୍ଟ ଆୟୋଜନ କରିବା ଆମ ପକ୍ଷେ ସମ୍ଭବପର ନୁହେଁ ବୋଲି ଏହି ଅବସରରେ ନଜମୁଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟି୨୦: କୋହଲି ଦେଲେ ବିରାଟ ବିଜୟ

ହାଇଦ୍ରାବାଦ, ୬।୧୨: ଅଧିନାୟକ ବିରାଟ କୋହଲିଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ଲୋକେଶ ରାହୁଲଙ୍କ ଦ୍ରୁତ ଅର୍ଦ୍ଧଶତକ ସହାୟତାରେ ଭାରତ ଶୁକ୍ରବାର ଅନୁଷ୍ଠିତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦...

ଭାରତ ଉଦ୍ଦେଶ୍ୟମୂଳକ ଭାବେ ପରାସ୍ତ ହୋଇନି: ସର୍ଫରାଜ

କରାଚୀ, ୭ା୭ (ପି.ଟି.)-ଚଳିତ ଆଇସିସି ବିଶ୍ୱକପ୍‌ରେ ପାକିସ୍ତାନକୁ ସେମିଫାଇନାଲରୁ ବଞ୍ଚତ୍ତ କରିବା ଉଦ୍ଦେଶ୍ୟରେ ଭାରତ ଇଂଲଣ୍ଡ ବିପକ୍ଷରେ ଜାଣିଶୁଣି ଖେଳିଲା ନାହିଁ ବୋଲି ଯାହା କୁହାଯାଉଛି...

ଆଇପିଏଲ୍‌: ନୂଆ ଆରମ୍ଭ ଲକ୍ଷ୍ୟରେ କୋହଲି

ଦୁବାଇ,୨୧।୯(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ସୋମବାର ସୁପରଷ୍ଟାର ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ଡେଭିଡ୍‌ ଓ୍ବାର୍ନରଙ୍କ ଲୋପ୍ରୋଫାଇଲ ଦଳ ସନରାଇଜର୍ସ...

ଚେନ୍ନାଇ ଆଶା ମଉଳିଲା, ମୁମ୍ବାଇ ଶୀର୍ଷରେ

ଶାରଜା, ୨୪।୧୦- ଟ୍ରେଣ୍ଟ ବୋଲ୍ଟ ଓ ଯଶପ୍ରୀତ ବୁମ୍‌ରା ଘାତକ ବୋଲିଂ ଏବଂ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ସହାୟତାରେ ମୁମ୍ବାଇ ଇଣ୍ଡିଆନ୍ସ ଇଣ୍ଡିଆନ ପ୍ରିମିୟର...

ବଟଲରଙ୍କ ଶାର୍ଟ ନିଲାମରୁ ମିଳିଲା ୮୦ ହଜାର ଡଲାର

ଲଣ୍ଡନ,୯।୪(ପି.ଟି.)-କରୋନା ଭାଇରସ୍‌ ଲଢେଇ ପାଇଁ ଇଂଲଣ୍ଡ ଉଇକେଟକିପର ଜୋସ୍‌ ବଟଲରଙ୍କ ବିଶ୍ୱକପ୍‌ ଫାଇନାଲ ଶାର୍ଟ ନିଲାମ ହୋଇଛି। ଏହି ନିଲାମରୁ ୬୫,୦୦୦ ପାଉଣ୍ଡ ବା ୮୦,୦୦୦...

ଖୁସି ଖବର, ଷ୍ଟାଡିୟମରେ ବସି ଭାରତ-ଇଂଲଣ୍ଡ ମ୍ୟାଚ୍‌ ଉପଭୋଗ କରିପାରିବେ ଦର୍ଶକ!

ଚେନ୍ନାଇ,୨୨।୧: ଭାରତ ଏବଂ ଇଂଲଣ୍ଡ ବିପକ୍ଷ ଚାରି ଟେଷ୍ଟ ସିରିଜରେ ଦର୍ଶକଙ୍କୁ ପଡ଼ିଆରେ ଦେଖିବାକୁ ମିଳେ। ଚେନ୍ନାଇର ଚେପାକ ଷ୍ଟାଡିୟମ ଏବଂ ଅହମ୍ମଦାବାଦର ମୋଟେରା ଷ୍ଟାଡିୟମକୁ...

ଇଡେନ୍‌ ଗାର୍ଡେନ୍‌ରେ ହେବ କ୍ୱାରାଣ୍ଟାଇନ୍‌ ସେଣ୍ଟର

କୋଲକତା, ୧୧।୭: ପଶ୍ଚିମବଙ୍ଗରେ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର କୋଲକତାର ଲୋକପ୍ରିୟ କ୍ରିକେଟ ଷ୍ଟାଡ଼ିୟମ୍‌ରେ କରୋନା ଆକ୍ରାନ୍ତଙ୍କ...

ଭାରତ ଓ ଶ୍ରୀଲଙ୍କା ପ୍ରଥମ ଟି୨୦ ମ୍ୟାଚ୍‌: ଟସ୍‌ ଜିତିଲା ଭାରତ

ଗୁଆହାଟୀ: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ଆସାମର ଗୁଆହାଟୀଠାରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳ...

Advertisement
Archives

Model This Week