Posted inଜାତୀୟ

ଦିଲ୍ଲୀରେ ପହଞ୍ଚିଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮ା୬: ଭାଜପା ନେତା ନରେନ୍ଦ୍ର ମୋଦି ରବିବାର କ୍ରମାଗତ ତୃତୀୟ ପାଳି ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏଥିସହିତ କ୍ରମାଗତ ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବାରେ ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ସମକକ୍ଷ ହେବେ। ସଦ୍ୟସମାପ୍ତ ଲୋକ ସଭା ନିର୍ବାଚନରେ ଭାଜପା ଏକାକୀ ୨୪୦ ଆସନ ଜିତିଥିବାବେଳେ ନ୍ୟାଶନାଲ ଡେମୋକ୍ରାଟିକ୍‌ ଆଲିଆନ୍ସ (ଏନ୍‌ଡିଏ)କୁ ୨୯୩ ଆସନ ମିଳିଛି। ରାଷ୍ଟ୍ରପତି ତାଙ୍କୁ ଭାବୀ ପ୍ରଧାନମନ୍ତ୍ରୀ ନିଯୁକ୍ତ କରିବା ସହ ରବିବାର ଶପଥ ଗ୍ରହଣ ପାଇଁ ଆମନ୍ତ୍ରଣ କରିଥିଲେ। ରବିବାର ସନ୍ଧ୍ୟା ୭ଟା ୧୫ ମିନିଟ୍‌ରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ଉତ୍ସବ ଆରମ୍ଭ ହେବ

ଇତିମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ଏବଂ ସିଚେଲ୍ସ ଉପରାଷ୍ଟ୍ରପତି ଅହମଦ ଆଫିଫ୍‌ ଦିଲ୍ଲୀରେ ପହଞ୍ଚି ସାରିଛନ୍ତି। ଏପରିକି ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ସମେତ ୭ ପଡୋଶୀ ଦେଶ ତଥା ଭାରତ ମହାସାଗର ଅଞ୍ଚଳର ନେତାମାନେ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

କି ଦଣ୍ଡ ମିଳିବ ଉଦୟନିଧି ଷ୍ଟାଲିନଙ୍କୁ ,ସେ ତ୍ରିଶାଙ୍କ ବିଷୟରେ କ’ଣ କହିଥିଲେ? ଥାଲାପତି ବିଜୟଙ୍କ ସହ ଅଭିନେତ୍ରୀଙ୍କ ସମ୍ପର୍କ କ’ଣ? ଜାଣନ୍ତୁ ….

ଚେନ୍ନାଇ,୪।୮: ତ୍ରିଶା କୃଷ୍ଣନଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେଇ ଉପ ମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗୁରୁତର ସମସ୍ୟାରେ ପଡ଼ିଛନ୍ତି। ଜଣେ ଘନିଷ୍ଠ ବନ୍ଧୁଙ୍କ ବିଷୟରେ ଏହି ମନ୍ତବ୍ୟ…

ଗିରଫ ହେବା ପରେ ଉଦୟନିଧି ଷ୍ଟାଲିନଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ-ମୁଁ କ’ଣ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କ ଅଡ଼ୁଆ ବଢ଼ିଛି। ଅଭିନେତ୍ରୀ ତ୍ରିଶାଙ୍କୁ ନେଇ କରିଥିବା ମନ୍ତବ୍ୟ ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ତ୍ରିଶାଙ୍କୁ ନେଇ କଥିତ ଦ୍ୱିଅର୍ଥବୋଧକ…

ବିଦେଶରେ ଥାଇ ଏମିତି କାମ କଲେ ପ୍ରିୟଙ୍କା ଚୋପ୍ରା: ସମସ୍ତେ କହୁଛନ୍ତି ବାଃ ବାଃ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ବଲିଉଡରେ ସଫଳତା ହାସଲ କରିବା ପରେ ସେ ଅନେକ ବର୍ଷ ଧରି…

ଭାଜପାର ପରାଜୟ ପରେ ମୋଦିଙ୍କ ସହ ବଡ଼ ଆଲୋଚନା କଲେ ନୀତିନ ନବୀନ? ଫଟୋ ହେଉଛି ଭାଇରାଲ

ନୂଆଦିଲ୍ଲୀ,୪।୮: ସଂସଦ ଅଧିବେଶନ ମଧ୍ୟରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ‘ମଙ୍ଗଳ ମିଳନ’ ସମାବେଶରୁ ଏକ ଆକର୍ଷଣୀୟ ଫଟୋ ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା…

ଉପନିର୍ବାଚନରେ ପରାଜୟ ପରେ ଭାଜପା ମହଲରେ ହଲଚଲ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ…

ନୂଆଦିଲ୍ଲୀ,୪।୮: ବିହାରର ପାଟନା ସ୍ଥିତ ବାଙ୍କିପୁର ବିଧାନସଭା ଆସନର ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ପରାଜୟ ପରେ ଜନତା ଦଳ (ୟୁନାଇଟେଡ)ର ନେତା ଏବଂ ରାଜ୍ୟ…

‘ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି’: ଉପନିର୍ବାଚନ ଫଳାଫଳକୁ ନେଇ ତେର୍ଚ୍ଛାବାଣ ମାରିଲେ ଧର୍ମେନ୍ଦ୍ର, କହିଲେ…

ନୂଆଦିଲ୍ଲୀ,୪।୮: ବାଙ୍କିପୁର ଉପନିର୍ବାଚନର ଫଳାଫଳକୁ ନେଇ ସମାଜବାଦୀ ପାର୍ଟିର ସାଂସଦ ଧର୍ମେନ୍ଦ୍ର ଯାଦବ ଭାରତୀୟ ଜନତା ପାର୍ଟି (ଭାଜପା) ଉପରେ କଡ଼ା ଆକ୍ରମଣ କରିଛନ୍ତି। ଦିଲ୍ଲୀରେ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri