‘ୟୁନୁସ ଜଣେ ଫାସିବାଦୀ ହତ୍ୟାକାରୀ’: ବଡ଼ କଥା କହିଦେଲେ ହାସିନା, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୨୪ା୧: ବାଂଲାଦେଶର ଅନ୍ତରୀଣ ସରକାର ମୁଖ୍ୟ ମହମ୍ମଦ ୟୁନୁସ ଜଣେ ଫାସିବାଦୀ ହତ୍ୟାକାରୀ। ସେ କ୍ଷମତାରେ ଥିବା ପର୍ଯ୍ୟନ୍ତ ଦେଶରେ ମୁକ୍ତ ଓ ଅବାଧ ନିର୍ବାଚନ ହୋଇପାରିବ ନାହିଁ। ତେଣୁ ୟୁନୁସ ସରକାରଙ୍କୁ ତୁରନ୍ତ ହଟାଇବାକୁ ବାଂଲାଦେଶବାସୀଙ୍କୁ ଶୁକ୍ରବାର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ଆହ୍ବାନ ଦେଇଛନ୍ତି। ୧୭ ମାସ ତଳେ ବାଂଲାଦେଶରୁ ପଳାୟନ କରି ଭାରତରେ ଶରଣ ନେଇଥିବା ଆଓ୍ବାମି ଲିଗ୍‌ ନେତ୍ରୀ ହାସିନା ପ୍ରଥମ ଥର ପାଇଁ ସେଠାକାର ଏକ ରାଲିକୁ ସମ୍ବୋଧିତ କରି କହିଛନ୍ତି, ଗତବର୍ଷ ଯାହାକିଛି ଘଟିଲା, ଜାତିସଂଘ ସେସବୁର ନିରପେକ୍ଷ ତଦନ୍ତ କରାଇବା ଉଚିତ। ଏଥିସହ ସମ୍ବିଧାନର ପୁନଃ ଅବସ୍ଥାପନ ଓ ସଂଖ୍ୟାଲଘୁଙ୍କୁ ସୁରକ୍ଷା ଦେବା ପାଇଁ ଦେଶବାସୀ ଏକଜୁଟ୍‌ ହୁଅନ୍ତୁ ବୋଲି ହାସିନା କହିଛନ୍ତି। ଫେବୃଆରୀ ୧୨ରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଥିବାବେଳେ ପୂର୍ବରୁ ରେକର୍ଡ କରାଯାଇଥିବା ତାଙ୍କର ଏକ ଅଡିଓ କ୍ଲିପ୍‌କୁ ନୂଆଦିଲ୍ଲୀର ଏକ କାର୍ଯ୍ୟକ୍ରମରେ ଜାରି କରାଯାଇଛି। ପ୍ରକାଶ ଯେ, ଆଓ୍ବାମି ଲିଗ୍‌କୁ ଦେଶରେ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତାରୁ ବାରଣ କରାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ବୁକିଂ ସମୟ ବଦଳାଇଲେ ଏଜେନ୍ସି, ଏହି ନମ୍ବରରେ କରନ୍ତୁ କଲ, ନୋଟ୍‌ କରନ୍ତୁ ସମୟ, ୨୪ ଘଣ୍ଟାରେ ମିଳିବ ସିଲିଣ୍ଡର!

ଆଗ୍ରା,୧୨।୩: ଯଦି ଆପଣଙ୍କୁ ଗ୍ୟାସ ସିଲିଣ୍ଡର ବୁକ କରିବାକୁ ପଡିବ, ତେବେ ଏହି ଖବରକୁ ଭଲ ଭାବେ ପଢନ୍ତୁ, କାରଣ ବୁକିଂ କେବଳ ସକାଳ ୫ ଟାରୁ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ରହସ୍ୟମୟ ମୃତ୍ୟୁ: ସ୍ତ୍ରୀଙ୍କ ଉପସ୍ଥିତିକୁ ନେଇ ବଢୁଛି ସନ୍ଦେହ, ହତ୍ୟା ନା ଆତ୍ମହତ୍ୟା…

ଥୁଆମୂଳ ରାମପୁର,୧୨।୩: ଶ୍ୱଶୁର ଘରେ ଜ୍ୱାଇଁଙ୍କ ମୃତ୍ୟୁକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ବଢ଼ିବା ସହ ସନ୍ଦେହ ପ୍ରକାଶ ପାଇଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର…

IPL 2026 ପୂର୍ବରୁ ‘ଫିକ୍ସିଂ’କୁ ନେଇ କ୍ରିକେଟ ଜଗତରେ ଆଲୋଡ଼ନ,ପୂର୍ବତନ KKR ଖେଳାଳିଙ୍କୁ ନିଲମ୍ବିତ କଲା ICC

ନୂଆଦିଲ୍ଲୀ,୧୨।୩: IPL 2026 ଆରମ୍ଭ ହେବା ପୂର୍ବରୁ, କ୍ରିକେଟ ଜଗତ ‘ଫିକ୍ସିଂ’ ଅଭିଯୋଗରେ ଦୋହଲିଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) କୋଲକାତା ନାଇଟ ରାଇଡର୍ସ (KKR) ପାଇଁ…

ମିଳିଲାନି ସୁଭଦ୍ରା ଟଙ୍କା: ବିଡ଼ିଓଙ୍କ ଦ୍ୱାରସ୍ଥ ହେଲେ ଆଦିବାସୀ ମହିଳା

ଗୁଡାରି,୧୨।୩ (ପ୍ରମୋଦ କୁମାର ପତି): ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାରେ ଯୋଗ୍ୟ ମହିଳାଙ୍କୁ ମହିଳା ଦିବସ ଅବସରରେ ଚତୁର୍ଥ କିସ୍ତି ଟଙ୍କା ମିଳିଛି। କିନ୍ତୁ ରାୟଗଡା ଜିଲା…

କାର୍‌ ନେଲା ଜୀବନ

ପାତ୍ରପୁର,୧୨ା୩(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ସୁରଙ୍ଗୀଠାରେ ଏକ କାର୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିିଛି। ସେ ହେଲେ ସୁରଙ୍ଗୀ ଗ୍ରାମର ଅଭିମନ୍ୟୁ…

ଗ୍ୟାସ କଳାବଜାରୀ କରୁଥିବା ବ୍ୟକ୍ତିଙ୍କୁ ମିଳିବ ସିଧାସଳଖ ଏମିତି ଦଣ୍ଡ, ବଡ଼ ଚେତାବନୀ ଦେଲେ ସିଟି SP

ମେରଠ,୧୨।୩: ଗ୍ୟାସ କଳାବଜାରୀରେ ସମ୍ପୃକ୍ତ ଲୋକଙ୍କ ବିରୁଦ୍ଧରେ ତୁରନ୍ତ ମାମଲା ରୁଜୁ କରିବାକୁ ଉତ୍ତର ପ୍ରଦେଶ ମେରଠର ଏସଏସପି ନିର୍ଦ୍ଦେଶ ଦେଇଛନ୍ତି। କଳାବଜାରୀ ସମ୍ପର୍କରେ ସୂଚନା ପାଇବା…

ତଣ୍ଟି କାଟି ମହିଳାଙ୍କୁ ବିଭତ୍ସ ହତ୍ୟା ଘଟଣା, ପ୍ରେମିକାକୁ ହତ୍ୟା ପରେ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ପ୍ରେମିକ

ବାଲେଶ୍ୱର,୧୨ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅର୍ନ୍ତଗତ ଫକୀରମୋହନ ନଗରରେ ଜଣେ ମହିଳାଙ୍କ ତଣ୍ଟି କାଟି ବିଭତ୍ସ ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ପୁରୁଷବନ୍ଧୁ ଜଣକ…

ଜମିବାଡ଼ି ବିବାଦକୁ ନେଇ ହତ୍ୟା ମାମଲା, ୨ ଦୋଷୀଙ୍କୁ ଆଜୀବନ ଜେଲ୍‌

ବଲାଙ୍ଗୀର,୧୨ା୩(ସୁନିଲ କୁମାର ମହାନ୍ତି): ଜମିବାଡ଼ି ବିବାଦକୁ ନେଇ ହତ୍ୟାକାଣ୍ଡ ମାମଲାର ରାୟ ଆଜି ପ୍ରକାଶ ପାଇଛି । ଅତିରିକ୍ତ ଜିଲା ଦୌରାଜଜ୍ (ଦ୍ୱିତୀୟ) ଏହି ମାମଲାର ବିଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri