Posted inଖେଳ

ବାଂଲାଦେଶ- ଶ୍ରୀଲଙ୍କା ଟକ୍କର: ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଶ୍ରୀଲଙ୍କା

ଦୁବାଇ,୧।୯: ଏସିଆ କପ୍‌ ପାଇଁ ଆଜି ମୁହାଁମୁହିଁ ହୋଇଛନ୍ତି ବାଂଲାଦେଶ- ଶ୍ରୀଲଙ୍କା। ତେବେ ଆଜିର ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଅଧିନାୟକ ଦସୁନ ଶଣକା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍‌ରେ ଯିଏ ଜିତିବ, ସେ ଗ୍ରୁପ୍‌ ବି’ର ଦ୍ୱିତୀୟ ଦଳ ଭାବେ ସୁପର ୪ରେ ପ୍ରବେଶ କରିବ। ସେହିପରି ଯେଉଁ ଦଳ ହାରିବ, ତା’ର ଏସିଆ କପ୍‌ରୁ ଆଉଟ୍‌ ହୋଇଯିବ। ତେଣୁ ଉଭୟ ଟିମ୍‌ର ଖେଳ ବରାବର ରହିବ।
ବାଂଲାଦେଶ ଟିମ୍‌: ସବ୍ବିର ରହମାନ, ମୁସଫିକର ରହିମ(ୱିକେଟ କିପର), ସାକିବ ଅଲ ହାସନ, ଅଫିଫ ହୁସେନ, ମହମ୍ମଦୁଲ୍ଲା, ମୋସାଡେକ ହୁସେନ, ମାହେଦି ହାସନ, ତସ୍କିନ ଅହମଦ, ମେହିଦୀ ହାସନ ର୍ମିଜା, ମୁସ୍ତାଫିଜୁର ରହମାନ, ଇବାଦତ ହୁସେନ।
ଶ୍ରୀଲଙ୍କା ଟିମ୍‌: ପଥୁମ ନିଶାଙ୍କା, କୁଶଲ ମେଣ୍ଡିସ, ଚରିଥା ଅସଲଙ୍କା, ଦନୁସ୍କା ଗୁଣତିଳକା, ଭାନୁକା ରାଜପକ୍ଷ, ୱାନିନ୍ଦୁ ହସରଙ୍ଗା, ଦସୁନ ଶଣକା, ଚାମିକା କରୁଣାରତ୍ନେ, ମହୀଶ ତିକଶାନା, ଦିଲସାନ ମଦୁଶଣକା ଓ ଅସିଥା ଫର୍ଣ୍ଣାଡୋ।


Enter your email to get our daily news in your inbox.

All Right Reserved By Dharitri.Com

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri